-+91-9937148622 |
prerana_bgr@rediffmail.com |
Thursday 28th March 2024 |
R.N.I. Regd No. ODIODI/2010/46693
Breaking News
13-May-2022
ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଆଦର୍ଶ ବିଦ୍ୟାଳୟ ଷଷ୍ଠ ଶ୍ରେଣୀରେ ଅଧ୍ୟୟନ ପାଇଁ ଆଜିଠାରୁ ପ୍ରଥମ କରି ପାଦ ପକାଇଥିବା ଛାତ୍ରଛାତ୍ରୀଙ୍କୁ ଫୁଲ ଚନ୍ଦନ ମଖାଇ ଓ ଫୁଲତୋଡ଼ା ଦେଇ ସ୍କୁଲକୁ ପାଛୋଟି ନିଆଯାଇଥିଲା । ବିଦ୍ୟାଳୟର ଅଧ୍ୟକ୍ଷ ସୌମ୍ୟରଞ୍ଜନ କ୍ଷେତୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଟିତ ଏହି ସ୍ଵାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଶିକ୍ଷକ ଅନନ୍ତ କୁମାର ପଣ୍ଡା ସୁନୀଲ ସେଠୀ,ମିତେଶ ଦଣ୍ଡସନା,ଶଙ୍କର୍ଷଣ ମେହେର ପ୍ରମୁଖଙ୍କ ସମେତ ସପ୍ତମ ଓ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ସାମିଲ ହୋଇଥିଲେ ।
୍