-+91-9937148622 |

prerana_bgr@rediffmail.com |

  Thursday 28th March 2024 |

| | | |

R.N.I. Regd No. ODIODI/2010/46693

Breaking News

ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସଂସ୍କୃତ ପରିଷଦ ବଲାଙ୍ଗିରର ବୈଠକ   (27-Mar-2024)       ||      ପେଲେସ ଲାଇନ ରାଧାକୃଷ୍ଣ ମନ୍ଦିରରେ ହରିହର ଭେଟ   (27-Mar-2024)       ||      ସିନ୍ଧେକେଲା କଟକିଆ ସମାଜ ଦ୍ୱାରା ଅଷ୍ଟପ୍ରହରି ଓ ଫାଲଗୁନ ଉତ୍ସବ ଉଦଯାପିତ   (27-Mar-2024)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ହୋଲି ଉତ୍ସବ ପାଳନ ମେଲୋଡି ସଂଗୀତ ଓ ନାଚ ରେ ଖୁବ୍ ମଜା ନେଲେ ସହର ବାସୀ   (27-Mar-2024)       ||      ଦିବ୍ୟାଙ୍ଗ ଶିଶୁମାନଙ୍କ ସହ ହୋଲି ପାଳନ   (27-Mar-2024)       ||      ଦିବ୍ୟାଙ୍ଗ ଶିଶୁମାନଙ୍କ ସହ ହୋଲି ପାଳନ : ଶିଶୁ ଓ ମହିଳା ବିକାଶ ସୋସାଇଟି   (26-Mar-2024)       ||      ଉନ୍ନତ ସଜନା ଚାଷ ଉପରେ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Mar-2024)       ||     

HOME   ଜିଲ୍ଲା

ଯୁବ କୁଲତା ସମାଜ ତରଫରୁ ହରିଶଙ୍କର ଠାରେ ଅନ୍ନଛତ୍ର

14-May-2022



ବଲାଙ୍ଗିର,(ପ୍ରେରଣା ଖବର)ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସାମାଜ ଅଧିନସ୍ଥ ଖପ୍ରାଖୋଲ ବ୍ଲକ କମିଟି ତରଫରୁ ବୈଶାଖ ମେଳା ଉପଲକ୍ଷେ ହରିଶଙ୍କର ଠାରେ ଏକ ଅନ୍ନଛତ୍ର ର ଉଦ୍‌ଘାଟନ କରାଯାଇଛି । ବୈଶାଖ ଚତୁର୍ଦ୍ଦଶୀ ମେଲା ଉପଲକ୍ଷେ ଲୋକଙ୍କ ସୁବିଧା ପାଇଁ ଦୂର ଦୂରାନ୍ତର ରୁ ଆସୁଥିବା ଲୋକଙ୍କୁ ନିଶୁଳ୍କ ଅନ୍ନପ୍ରସାଦ ବଣ୍ଟନ କରାଯିବ ବୋଲି ଖପ୍ରାଖୋଲ ବ୍ଲକ ଯୁବ କୁଲୁତା ସମାଜ ପକ୍ଷରୁ ସୂଚନା ଦିଆଯାଇଛି । ଖପ୍ରାଖୋଲ ବ୍ଲକ ଯୁବ କୁଲୁତା ସମାଜର ଏଭଳି ମହତ କାର୍ଯ୍ୟକ୍ରମକୁ ବଲାଙ୍ଗିର ଜିଲ୍ଲା ଯୁବ ସଂଗଠନ ତଥା ଖପ୍ରାଖୋଲ ଅଞ୍ଚଳର ସମସ୍ତ ଜନସାଧାରଣ ଭୁୟସୀ ପ୍ରଶଂସା କରିଛନ୍ତି । ସର୍ବ ପ୍ରଥମେ ଇଷ୍ଟଦେବୀ ରାମଚଣ୍ଡିଙ୍କ ପୂଜାର୍ଚ୍ଚନା କରାଯାଇ ଅନ୍ନଛତ୍ରଟି ଉଦ୍‌ଘାଟନ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024
  ଜିଲ୍ଲା  
କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   27-Mar-2024
  ଜିଲ୍ଲା  
ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   27-Mar-2024
  ଜିଲ୍ଲା  
ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   27-Mar-2024
  ଜିଲ୍ଲା  
ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ   27-Mar-2024
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      27-Mar-2024
  ଜିଲ୍ଲା  
ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା   27-Mar-2024
  ଜିଲ୍ଲା  
ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା   27-Mar-2024

You Might Also Like