-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ରାମକୃଷ୍ଣ ମନ୍ଦିର ଭିତ୍ତି ପ୍ରସ୍ତର ସ୍ଥାପନ ଉତ୍ସବ

18-May-2022



ବଲାଙ୍ଗିର,(ପ୍ରେରଣା ଖବର)-ସ୍ଥାନୀୟ ପୌରାଞ୍ଚଳ ୱାର୍ଡ ନଂ.୪ ତାଲପାଲିପଡା ରାଧାକୃଷ୍ଣ ନଗର ଠାରେ ପରିଷଦ ସଭାପତି ପରୀକ୍ଷିତ ଶତପଥିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭିତ୍ତି ପ୍ରସ୍ତର ସ୍ଥାପନ ଉତ୍ସବ ମୁଖ୍ୟ ଅତିଥି ବଲାଙ୍ଗିର ବିଧାୟକ ମାନ୍ୟବର ନରସିଂହ ମିଶ୍ର ଯୋଗ ଦେଇ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ତାଙ୍କ ଉଦ୍‌ବୋଧନ ଦେଇ ଏହା ଦ୍ୱାରା ପଡାର ଏକତା, ସଂହତି, ଭାତୃତ୍ୱ ଭାବ ତଥା ଏକ ଶାନ୍ତ ଓ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବ ବୋଲି ମତ ପ୍ରକାଶ କରିଥିଲେ ଓ ମନ୍ଦିର ନିର୍ମାଣ ରେ ଯଥାବିଧି ସାହାଯ୍ୟ ସହଯୋଗ କରିବାକୁ ନିର୍ଭର ପ୍ରତିଶୃତି ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ କାଉନସିଲର ଅରବିନ୍ଦ ପରୁଆ ଯୋଗ ଦେଇଥିଲେ । ଭୂମିଦାତା ବସନ୍ତ ଷାଣ୍ଢ ଓ

ଭାଇମାନଙ୍କୁ କମିଟି ତରଫରୁ ମୁଖ୍ୟ ଅତିଥି ଉତ୍ତରୀୟ ଓ ପୁଲମାଳ ପ୍ରଦାନ ପୂର୍ବକ ସମ୍ମାନିତ କରିଥିଲେ । କର୍ତ୍ତା ରୂପେ ମୁଖ୍ୟ ଉପଦେଷ୍ଟା ବସନ୍ତ ମହାନ୍ତି କାର୍ଯ୍ୟ ତୁଲାଇଥିବା ବେଳେ ଉପଦେଷ୍ଟା ରାଧାକାନ୍ତ ସ୍ୱାଇଁ, ବାସୁଦେବ ମେହେର, ନବୀନ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ । ସମ୍ପାଦକ ଅନିଲ ରଣା ଧନ୍ୟବାଦ ଅର୍ପଣ କରିଥିଲେ । ସଭା କାର୍ଯ୍ୟ ପରେ ଭାଷ୍କର ସାହୁ, ଶିବ ଦାସ ଓ ସାଥୀଙ୍କ ଦ୍ୱାରା ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା । ଏଥିରେ ରାଧାକୃଷ୍ଣ ନଗର ଉନ୍ନୟନ ପରିଷଦର କର୍ମକର୍ତ୍ତା ସୂର୍ଯ୍ୟ ପ୍ରକାଶ ମହାନ୍ତି, ପୁରୁଷୋତ୍ତମ ମେହେର, ସଞ୍ଜିବ ମେହେର ତଥା ପଡାବାସୀ ସାହାଯ୍ୟ ସହଯୋଗ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like