-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଦେଶ ବିଦେଶ

ଭାରତୀୟ ପ୍ରବାସୀ ପରିଷଦ ସଂଘ ତରଫରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜନ

18-May-2022



କୁଏତ-:- ଆସନ୍ତା, ୨୦-୦୫-୨୦୨୨, ତାରିଖ ଶୁକ୍ରବାର ଦିନ ଭାରତୀୟ ପ୍ରଭାସୀ ପରିଷଦ (ବିପିପି) ସଂଘ ଓ ବାଦର ଅଲ ସାମା ମେଡିକାଲରେ, ଏକ ମାଗଣା ଚିକିତ୍ସା ଶିବିର ଆୟୋଜନ  କରାଯାଉଛି । ଏହି ପ୍ୟାକେଜରେ ରକ୍ତଚାପ ପରୀକ୍ଷା, ରକ୍ତ ଶର୍କରା ପରୀକ୍ଷା, କୋଲେଷ୍ଟ୍ରଲ ପରୀକ୍ଷା, ଯକୃତ ସ୍କ୍ରିନିଂ (SGPT) , କିଡନୀ ସ୍କ୍ରିନିଂ (କ୍ରିଏଟିନାଇନ୍) ଏବଂ ସାଧାରଣ ଡାକ୍ତରଙ୍କ ପରାମର୍ଶ ବିନା ମୂଲ୍ୟରେ ଚିକିତ୍ସା କରାଯିବ  | ଏହି ଶିବିର ସକାଳ ୧ ଟାରୁ ଅପରାହ୍ନ  ୭ଟା ପର୍ଯ୍ୟନ୍ତ ପରିଚାଳିତ କରାଯିବ | ବ୍ଲଡ ସୁଗାର ପରୀକ୍ଷା ପାଇଁ  ଉପବାସରେ ଆସିବାକୁ, ଏରିଆ ସଭାପତି ବିଶ୍ୱରଂଜନ ସାହୁ କୁଏତରେ ଥିବା ସମସ୍ତ ପ୍ରବାସୀ ଭାରତୀୟଙ୍କୁ ଅନୁରୋଧ କରିଛନ୍ତି | ଅଧିକ ସୂଚନା ପାଇଁ, ସଂଘ ତରଫରୁ ସମସ୍ତ ସ୍ବେଛାସେବୀ ଓ କେନ୍ଦ୍ରୀୟ କମିଟିର ସଭ୍ୟଙ୍କ ସହିତ ଯୋଗାଯୋଗ କରିବାକୁ ଅନୁରୋଧ କରିଛନ୍ତି  | ପ୍ରବାସୀ ଓଡ଼ିଆ ବିଶ୍ୱ ରଞ୍ଜନ ସାହୁ ପ୍ରତ୍ୟକ୍ଷ ଭାବରେ ଭାରତ ସେବା ଦର୍ଶନର ଅଧ୍ୟକ୍ଷ, ୱାର୍ଲଡ ହ୍ୟୁମାନ ରାଇଟ କମିଶନ -ସ୍ବେଛାସେବୀ ସଂସ୍ଥାର ସଭାପତି, ମୋ ସହାୟ-କୁଏତ, ଇଣ୍ଡିଆନ କଲଚରାଲ  ସୋସାଇଟି - କୁଏତ, ରାଇଟର ଫୋରମ ଅଫ କୁଏତ, ଜଗନ୍ନାଥ ସମିତି  ନେରଲ, ନିୟୁ ଦିଲ୍ଲୀ, ବସୁଧା - ଓଡିଶା ର ବିଭିନ୍ନ ସାମାଜିକ ସଂସ୍ଥା ସହିତ ନିସ୍ଵାର୍ଥପର ସେବାର ଲକ୍ଷ୍ୟ ନେଇ ସେବା କରିଆସୁଛନ୍ତି |  ଶ୍ରୀଯୁକ୍ତ ବିଶ୍ୱ ରଞ୍ଜନ ନିଜର ବକ୍ତ୍ୟବ ରେ କହିଛନ୍ତି.. "ମାନବ ସେବା ହିଁ ଈଶ୍ୱର ସେବା", | ଏହି ମାଗଣା ଚିକତ୍ସା ଶିବିରରେ ସହଯୋଗ କରିଥିବା ସମସ୍ତ ସ୍ଵେଛାସେବୀ, ଭାରତୀୟ ପ୍ରବାସୀ ପରିଷଦ ଓଡିଶା ସଂଘ ର କାର୍ଯକାରିଣୀ କମିଟି ସଭ୍ୟ ଘନଶ୍ୟାମ ପଲାଇ, ଜିତେନ୍ଦ୍ର କୁମାର ଜେନା, ଅଶୋକ କୁମାର ସ୍ୱାଇଁ, ସରୋଜ ଓ ଭାରତୀୟ ପ୍ରବାସୀ ପରିଷଦର ସମସ୍ତ କେନ୍ଦ୍ରୀୟ କମିଟିର ସଭ୍ୟ ଓ ସମ୍ପୂର୍ଣ ନିସ୍ଵାର୍ଥପର ସେବାରେ ନିୟୋଜିତ ଓ ପରିଚାଳନା କରିଥିବା ବାଦର ଅଲ ସାମା ମେଡିକାଲ କୁଏତ ର ସମସ୍ତ କର୍ମକର୍ତାଙ୍କୁ ବିଶ୍ୱ ରଞ୍ଜନ ସାହୁ ନିଜର ଆନ୍ତରିଖ ଶୁଭେଚ୍ଛା ପ୍ରଦାନ କରିଛନ୍ତି  |


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like