-+91-9937148622 |

prerana_bgr@rediffmail.com |

  Tuesday 5th July 2022 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲା ସଡ଼କ ସୁରକ୍ଷା କମିଟିର ନିଷ୍ପତ୍ତି ପ୍ରତ୍ୟେକ ଶନି ଓ ରବିବାର ଦିନ ହେବ ଶତ ପ୍ରତିଶତ ହେଲମେଟ ଦିବସ    (05-Jul-2022)       ||      ଯୁବ ଗୋଷ୍ଟୀ ନିର୍ମାଣ କଲେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ    (05-Jul-2022)       ||      ଜ୍ଞାନ ପ୍ରକାଶର ଜାତୀୟସ୍ତରୀୟ  ବାର୍ଷିକୋତ୍ସବ    (05-Jul-2022)       ||      ସିନ୍ଧେରିଆବାହାଲ ଗ୍ରାମରେ ଶ୍ରୀ ଜଗନ୍ନାଥଙ୍କ ପାରମ୍ପରିକ ନୃସିଂହ ଅବତାର    (05-Jul-2022)       ||      ହେରା ପଞ୍ଚମୀ ଉପଲକ୍ଷେ ପଞ୍ଚମ ର ଭଜନ ସନ୍ଧ୍ୟା   (05-Jul-2022)       ||      ହଜିଥିବା ମୋବାଇଲ ଓ ଟଙ୍କା ଫେରାଇ ରେଲୱେ ସୁଇପରଙ୍କ ହୃଦୟ ବିଜୟ କଲେ ବିଜୟିନୀ   (05-Jul-2022)       ||      ରକ୍ତଦାନ ପାଇଁ ନାରୀ ସମାଜକୁ ଆହ୍ୱାନ କଲେ କାବ୍ୟଶ୍ରୀ ପ୍ରଧାନ   (05-Jul-2022)       ||      ଗର୍ଭବତୀ ମହିଳାଙ୍କୁ ଧୋକା ଦେଇ ଚମ୍ପଟ୍ ମାରିଲା ସ୍ବାମୀ, ବେଗୁନିଆପଡ଼ା ଫାଣ୍ଡିରେ ମହିଳା ସଂଗଠନ    (05-Jul-2022)       ||      ମୁରିବାହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟକ୍ରମ    (05-Jul-2022)       ||      ଦନ୍ତୁରିତ ରାସ୍ତା କୁ ପିଚୁକରଣ କରିବାପାଇଁ ଜିଲ୍ଲାପାଳ ଙ୍କୁ ଅଭିଯୋଗ କଲେ   (05-Jul-2022)       ||      ମାଁ କ୍ରସରରେ ଅଘଟଣ,ନାଇଟ୍ରୋଜେନ ଗ୍ୟାସସିଣ୍ଡର ବ୍ଲାଷ୍ଟରୁ ୩ଜଣ ଶ୍ରମିକ ଗୁରୁତର   (05-Jul-2022)       ||      ମହର୍ଷି ବୁଦ୍ଧରାମ ଡିଗ୍ରୀ କଲେଜରେ ବନ ମହୋତ୍ସବ କାର୍ଯ୍ୟକ୍ରମ    (05-Jul-2022)       ||      ବାରହା ମାଂସ ,ଦେଶୀ ବନ୍ଧୁକ ସହ ଜଣେ ଗିରଫ,   (05-Jul-2022)       ||      ବନମହୋତ୍ସବ ପାଳିତ   (05-Jul-2022)       ||      ମୁରିବ।ହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟ କର୍ମ।   (05-Jul-2022)       ||      ସିନ୍ଧେକେଲା ନିଶାନୀ ପାହାଡ ରେ ବନୀକରଣ   (05-Jul-2022)       ||      ରାଣୀପୁର ଝରିଆଲ ରେ ଶ୍ରାବଣ ମେଳା ପାଇଁ ପ୍ରସ୍ତୁତି ବୈଠକ। ପାନୀୟଜଳ, ଆଲୋକ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳା କୁ ଗୁରୁତ୍ବ   (05-Jul-2022)       ||      ଜଗତା ଘାଇ ପୁନଃରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଦୁର୍ନୀତି, ଖବର ସଂଗ୍ରହ ରେ ଯାଇଥିବା ସାମ୍ବାଦିକ ଙ୍କୁ ପେଟି କଣ୍ଟ୍ରାକ୍ଟର ତଥା କାଳିମେଘି ପଞ୍ଚାୟତ ର ସରପଞ୍ଚଙ୍କ ସ୍ୱାମୀଙ୍କ ଦବଙ୍ଗଗିରି   (04-Jul-2022)       ||      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା   (04-Jul-2022)       ||      ସଙ୍କୁଳ ସାମୂହିକ ଆଚାର୍ଯ୍ୟ କର୍ମଶାଳା ଉଦ୍‌ଯାପିତ    (04-Jul-2022)       ||     

HOME   ଜିଲ୍ଲା

ଆର୍ନ୍ତଜାତୀୟ ସଂଗ୍ରହାଳୟ ସପ୍ତାହରେ ବୌଦ୍ଧର ଐତିହାସିକ ସଂଗ୍ରହାଳୟ ପରିଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ନିବେଦନ

18-May-2022



 ବୌଦ୍ଧ(ପ୍ରେରଣା ଖବର) : : ଆର୍ନ୍ତଜାତୀୟ ସଂଗ୍ରହାଳୟ ସପ୍ତାହ ମଇ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବ୍ୟାପୀ ପାଳନ କରାଯାଉଅଛି । ଏହି ପରିପ୍ରେକ୍ଷିରେ ବୌଦ୍ଧର ଐତିହାସିକ ଜିଲା ସଂଗ୍ରହାଳୟ ପରିଦର୍ଶନ କରିବା ସହିତ ବୌଦ୍ଧର କିର୍ତିରାଜୀ,ଇତିହାସ ଓ ସଂସ୍କୃତି ସଂପର୍କରେ ଜ୍ଞାନ ଆହରଣ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି । ତତସହିତ ଏହି ସପ୍ତାହର ଶେଷଦିନ(ମଇ ୨୦ ତାରିଖ) ଜିଲ୍ଲା ସଂଗ୍ରହାଳୟକୁ ଛାତ୍ରଛାତ୍ରୀମାନେ ମାଗଣାରେ ବୁଲିବା ପାଇଁ ଦିନସାରା ଖୋଲା ରଖାଯିବ । ଏହି ବିଶେଷ ଦିବସରେ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲା ସଂଗ୍ରହାଳୟ ବୁଲିବାର ସୁଯୋଗ ପ୍ରଦାନ କରିବାକୁ ଜିଲାର ସମସ୍ତ ଗୋଷ୍ଠୀଶିକ୍ଷା ଅଧିକାରୀଙ୍କୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଉକ୍ତ ଦିବସରେ ଜିଲ୍ଲା ସଂଗ୍ରହାଳୟଠାରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ,ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ, ନିଜାରତ ଅଧିକାରୀ ବିରଂଚି ଧରୁଆ,ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ସାହୁ,ସାହିତ୍ୟ ଏକାଡେମୀ ସଦସ୍ୟ ନିଳଲୋହିତ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନେ ସଂଗ୍ରହାଳୟ ବୁଲିବା କାର୍ଯ୍ୟରେ ସହଯୋଗ କରିବା ସହିତ ସେମାନଙ୍କୁ ସଂରକ୍ଷିତ ସାମଗ୍ରୀ ଓ ବୌଦ୍ଧର ଇତିହାସ ସଂସ୍କୃତି ସଂପର୍କରେ ଧାରଣା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଣୁ ଏହି ସପ୍ତାହରେ ବହୁ ସଂଖ୍ୟାରେ ବୁଦ୍ଧଜିବୀ,ଇତିହାସ ଓ ସଂସ୍କୃତିପ୍ରେମୀ,ଅଭିଭାବକ,ବରିଷ୍ଠନାଗରିକମାନେ ସଂଗ୍ରହାଳୟ ବୁଲିବାର ସୁଯୋଗ ନେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ସଡ଼କ ସୁରକ୍ଷା କମିଟିର ନିଷ୍ପତ୍ତି ପ୍ରତ୍ୟେକ ଶନି ଓ ରବିବାର ଦିନ ହେବ ଶତ ପ୍ରତିଶତ ହେଲମେଟ ଦିବସ   05-Jul-2022
  ଜିଲ୍ଲା  
ଯୁବ ଗୋଷ୍ଟୀ ନିର୍ମାଣ କଲେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ   05-Jul-2022
  ଜିଲ୍ଲା  
ଜ୍ଞାନ ପ୍ରକାଶର ଜାତୀୟସ୍ତରୀୟ  ବାର୍ଷିକୋତ୍ସବ    05-Jul-2022
  ଜିଲ୍ଲା  
ସିନ୍ଧେରିଆବାହାଲ ଗ୍ରାମରେ ଶ୍ରୀ ଜଗନ୍ନାଥଙ୍କ ପାରମ୍ପରିକ ନୃସିଂହ ଅବତାର   05-Jul-2022
  ଜିଲ୍ଲା  
ହେରା ପଞ୍ଚମୀ ଉପଲକ୍ଷେ ପଞ୍ଚମ ର ଭଜନ ସନ୍ଧ୍ୟା   05-Jul-2022
  ଜିଲ୍ଲା  
ହଜିଥିବା ମୋବାଇଲ ଓ ଟଙ୍କା ଫେରାଇ ରେଲୱେ ସୁଇପରଙ୍କ ହୃଦୟ ବିଜୟ କଲେ ବିଜୟିନୀ   05-Jul-2022
  ଜିଲ୍ଲା  
ରକ୍ତଦାନ ପାଇଁ ନାରୀ ସମାଜକୁ ଆହ୍ୱାନ କଲେ କାବ୍ୟଶ୍ରୀ ପ୍ରଧାନ   05-Jul-2022
  ଜିଲ୍ଲା  
ଗର୍ଭବତୀ ମହିଳାଙ୍କୁ ଧୋକା ଦେଇ ଚମ୍ପଟ୍ ମାରିଲା ସ୍ବାମୀ, ବେଗୁନିଆପଡ଼ା ଫାଣ୍ଡିରେ ମହିଳା ସଂଗଠନ   05-Jul-2022
  ଜିଲ୍ଲା  
ମୁରିବାହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟକ୍ରମ   05-Jul-2022
  ଜିଲ୍ଲା  
ଦନ୍ତୁରିତ ରାସ୍ତା କୁ ପିଚୁକରଣ କରିବାପାଇଁ ଜିଲ୍ଲାପାଳ ଙ୍କୁ ଅଭିଯୋଗ କଲେ   05-Jul-2022
  ରାଜ୍ୟ  
ମାଁ କ୍ରସରରେ ଅଘଟଣ,ନାଇଟ୍ରୋଜେନ ଗ୍ୟାସସିଣ୍ଡର ବ୍ଲାଷ୍ଟରୁ ୩ଜଣ ଶ୍ରମିକ ଗୁରୁତର   05-Jul-2022
  ଜିଲ୍ଲା  
ମହର୍ଷି ବୁଦ୍ଧରାମ ଡିଗ୍ରୀ କଲେଜରେ ବନ ମହୋତ୍ସବ କାର୍ଯ୍ୟକ୍ରମ   05-Jul-2022

You Might Also Like