-+91-9937148622 |

prerana_bgr@rediffmail.com |

  Wednesday 17th August 2022 |

| | | |

R.N.I. Regd No. ODIODI/2010/46693

Breaking News

ନନ୍ଦାହାଣ୍ଡି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର   (17-Aug-2022)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟାମାଳ ଠାରେ ଜନଶୁଣାଣି କାର୍ଯ୍ୟକ୍ରମ    (17-Aug-2022)       ||      ଆଜାଦୀକା ଅମୃତ ମହୋତ୍ସବ ଉପଲକ୍ଷେ ଯୋଗିନୀପିଠ ରାଣୀପୁର ଝରିଆଲ ରେ ଉଡିଲା ସୁଉଚ୍ଚ ଜାତୀୟ ପତାକା । ଲଗାଣ ବର୍ଷା ସତ୍ବେ ବହୁ ସଂଖ୍ୟକ ଲୋକ ସାମିଲ ହେଲେ   (16-Aug-2022)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାରେ ୭୬ତମ ସ୍ୱାଧୀନତା ଦିବସ ପାଳନ   (16-Aug-2022)       ||      ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2022)       ||      ଜାତୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳନ ପାଇଁ ବିଭିନ୍ନ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା   (16-Aug-2022)       ||            ଦଶପୁର ରେ ମିଳିତ ମାଗଣା ସ୍ୱାସ୍ଥ୍ୟ ଶିବିର   (16-Aug-2022)       ||      କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କୁ ପ୍ରତାରଣା: ଓଡିଶା ସରକାର ବିରୋଧରେ ଦୁର୍ବାର ଆନ୍ଦୋଳନ ହେବ    (16-Aug-2022)       ||      ପୁଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ କାର ଜବତ: ଚାଲାଣ କାରୀ ଚମ୍ପଟ ମାରିଲେ   (16-Aug-2022)       ||      ଫସଲ ବୀମା ରାଶି ପ୍ରଦାନ ଦାବୀ ନେଇ ହଲଦି ରାଜରାସ୍ତା ଅବରୋଧ   (16-Aug-2022)       ||      ଆଜାଦି ର ଅମୃତ ମହୋତ୍ସବ ଦେଶକୁ ସ୍ୱାବିଲମ୍ବି ଏବଂ ଆତ୍ମନିର୍ଭରଶୀଳ କରିବ: ଗଜାନନ୍   (16-Aug-2022)       ||      କଳାବ୍ୟାଜ୍‌ ପିନ୍ଧି କାମ କରୁଛନ୍ତି କଣ୍ଟାବାଞ୍ଜି ବିଜୁ ରକ୍ତ ଭଣ୍ଡାରର କର୍ମଚାରୀ    (16-Aug-2022)       ||      ୨୮୦ ବୋତଳ କପସିରଫ ଓ ୨୦ ଳିଟର ଦେଶିମଦ ଜଵତ ସହ ଦୁଇ ଗିରଫ   (16-Aug-2022)       ||      ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ର ତୀରଙ୍ଗା ଶୋଭାଯାତ୍ରା   (16-Aug-2022)       ||      ସେପ୍ଟେମ୍ବର୍ ରେ ରିଲିଜ୍ ହେବ ନୂଆଁ ଓଡ଼ିଆ ସିନେମା ମହର୍ଷି    (16-Aug-2022)       ||      ରେଢ଼ାଖୋଲ ରକ୍ତ ଭଣ୍ଡାରରେ ଆରିୟନ ଫାଉଣ୍ଡେସନ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ    (16-Aug-2022)       ||      ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ଦେଶାତ୍ମବୋଧକ କବିତା ପାଠ    (16-Aug-2022)       ||      ଅଭିନଵ ଢଙ୍ଗରେ ଗାନ୍ଧୀ ଙ୍କ ଚିତ୍ର ଆଙ୍କି ଉତ୍ସବ ମନଇଲେ ସୋନପୁର ଆର୍ଟ ଏଣ୍ଡ କ୍ରାଫ୍ଟ ସ୍କୁଲର ଶିକ୍ଷକ ଓ ଛାତ୍ରଛାତ୍ରୀ   (16-Aug-2022)       ||      ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ତରଫରୁ "ସ୍ୱାଧୀନତା ଦିବସ" ଏବଂ "ରକ୍ଷ୍ୟା ବନ୍ଧନ" ପାଳିତ   (16-Aug-2022)       ||      ମା’ ଆଗରେ ପୁଅଙ୍କୁ ଖଣ୍ଡାରେ ହାଣି ହତ୍ୟା, ଅଶାନ୍ତ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସର    (16-Aug-2022)       ||     

HOME   ଜିଲ୍ଲା

କୋଦଳା ଏନଏସି ରେ ଜଳ ସ୍ୱଛତା ଦିବସ ପାଳିତ

23-May-2022



କୋଦଳା :ଗଞ୍ଜାମ ଜିଲ୍ଲା ଜିଲ୍ଲାପାଳ ଙ୍କ ନିର୍ଧେଶ କ୍ରମେ କୋଦଳା ଏନଏସି ରେ ସମୂହ ସ୍ୱଛତା ଦିବସ ପାଳିତ ହୋଇଯାଇଛି | କୋଦଳା ବିଜ୍ଞାପିତ ଅଞ୍ଚଳ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଉକ୍ତ ଏନଏସି କୁ ଏକ ସ୍ୱଚ୍ଛ,ପ୍ଲାଷ୍ଟିକ ମୁକ୍ତ ଏନଏସି ରେ ପରିଣତ କରିବା ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି | ଏହି କାର୍ଯ୍ୟକ୍ରମ ସପ୍ତାହ ର ପ୍ରତ୍ୟେକ ସୋମବାର ଦିନ ହେବାକୁ ଥିବା ବେଳେ  ଅଧକ୍ଷ ଙ୍କ କାର୍ଯ୍ୟ ଶୈଳୀ କୁ ବେଶ ପ୍ରଶଂସା କରିଛନ୍ତି କୋଦଳା ବାସୀ | ଏହା ସହ ଜଳର ଅପବ୍ୟବହାର ନକରିବା ପାଇଁ ଜଳ ହିଁ

ଜୀବନ ନାରା ଦେଇ ଏକ ସଚେତନତା ରାଲି ସହର ପରିକ୍ରମା କରିଥିଲା |ଉକ୍ତ କାର୍ଯ୍ୟକ୍ରମ ରେ ପୋଖରୀ ର ଚତ୍ରୁପାର୍ଶ୍ଵ ରେ ବିଭିନ୍ନ ପ୍ରକାର ର ବ୍ରୁକ୍ଷ୍ୟ ମଧ୍ୟ ରୋପଣ କରାଯାଇଥିଲା ।ଆଜି ୧୨ ନଂ ୱାର୍ଡ ରାମଚନ୍ଦ୍ର ପୋଖରୀକୁ ସଫା କରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମ ରେ କୋଦଳା ଏନେସି ର ପରିମଳ ସ୍ୱଚ୍ଛତା ବିଶେଷଜ୍ଞ ଚନ୍ଦ୍ରକାନ୍ତ ମାରାଣ୍ଡି , ଉପାଧ୍ୟକ୍ଷା ରଞ୍ଜିତା ସେଠୀ , ସ୍ଵଛସାଥି ,ସମାଜସେବୀ ,ୱାର୍ଡ କାଉନସିଲର ରିତଞ୍ଜଳି ମିଶ୍ର ଙ୍କ ସମେତ ଏସଏଚଜି ଗ୍ରୁପ ର ସଦସ୍ୟା ଓ ସଫେଇ କର୍ମଚାରୀ ଭାଗ ନେଇଥିଲେ |

( ଉମା ମହାରଣାଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ନନ୍ଦାହାଣ୍ଡି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର   17-Aug-2022
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟାମାଳ ଠାରେ ଜନଶୁଣାଣି କାର୍ଯ୍ୟକ୍ରମ   17-Aug-2022
  ରାଜ୍ୟ  
ଆଜାଦୀକା ଅମୃତ ମହୋତ୍ସବ ଉପଲକ୍ଷେ ଯୋଗିନୀପିଠ ରାଣୀପୁର ଝରିଆଲ ରେ ଉଡିଲା ସୁଉଚ୍ଚ ଜାତୀୟ ପତାକା । ଲଗାଣ ବର୍ଷା ସତ୍ବେ ବହୁ ସଂଖ୍ୟକ ଲୋକ ସାମିଲ ହେଲେ   16-Aug-2022
  ଜିଲ୍ଲା  
ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାରେ ୭୬ତମ ସ୍ୱାଧୀନତା ଦିବସ ପାଳନ   16-Aug-2022
  ଜିଲ୍ଲା  
ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ   16-Aug-2022
  ଜିଲ୍ଲା  
ଜାତୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳନ ପାଇଁ ବିଭିନ୍ନ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା   16-Aug-2022
      ଦଶପୁର ରେ ମିଳିତ ମାଗଣା ସ୍ୱାସ୍ଥ୍ୟ ଶିବିର   16-Aug-2022
  ଜିଲ୍ଲା  
କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କୁ ପ୍ରତାରଣା: ଓଡିଶା ସରକାର ବିରୋଧରେ ଦୁର୍ବାର ଆନ୍ଦୋଳନ ହେବ   16-Aug-2022
  ଜିଲ୍ଲା  
ପୁଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ କାର ଜବତ: ଚାଲାଣ କାରୀ ଚମ୍ପଟ ମାରିଲେ   16-Aug-2022
  ଜିଲ୍ଲା  
ଫସଲ ବୀମା ରାଶି ପ୍ରଦାନ ଦାବୀ ନେଇ ହଲଦି ରାଜରାସ୍ତା ଅବରୋଧ   16-Aug-2022
  ଜିଲ୍ଲା  
ଆଜାଦି ର ଅମୃତ ମହୋତ୍ସବ ଦେଶକୁ ସ୍ୱାବିଲମ୍ବି ଏବଂ ଆତ୍ମନିର୍ଭରଶୀଳ କରିବ: ଗଜାନନ୍   16-Aug-2022
  ଜିଲ୍ଲା  
କଳାବ୍ୟାଜ୍‌ ପିନ୍ଧି କାମ କରୁଛନ୍ତି କଣ୍ଟାବାଞ୍ଜି ବିଜୁ ରକ୍ତ ଭଣ୍ଡାରର କର୍ମଚାରୀ   16-Aug-2022

You Might Also Like