-+91-9937148622 |

prerana_bgr@rediffmail.com |

  Sunday 1st October 2023 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟରସ୍ତରୀୟ ସୁରଭି ଆୟୋଜିତ   (01-Oct-2023)       ||      ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର   (01-Oct-2023)       ||      ସ୍ୱଚ୍ଛତା ହିଁ ସେବା: ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ଶାସ୍ତ୍ରୀ ନଗର ର "ସ୍ୱଚ୍ଛ ଭାରତ" କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Oct-2023)       ||      ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ - ବାବେବିର   (01-Oct-2023)       ||      ମୁରିବାହାଲ ପଂଚାୟତି ଉଚ୍ଚ ବିଦ୍ଯାଳୟ ଠାରେ ସ୍ବଛତା ହିଁ ସେବା କାର୍ଯ୍ୟକ୍ରମ।   (01-Oct-2023)       ||      ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ    (01-Oct-2023)       ||      ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   (01-Oct-2023)       ||      ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    (30-Sep-2023)       ||      ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ    (30-Sep-2023)       ||      ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   (30-Sep-2023)       ||      ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   (30-Sep-2023)       ||      ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   (30-Sep-2023)       ||      ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଥମ ରଣ ପ୍ରଦାନ କରିଥିଲେ।    (30-Sep-2023)       ||      ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ    (29-Sep-2023)       ||       ରାଜେନ୍ଦ୍ର ୟୁନିଭିର୍ସିଟ  କଲେଜ  ସମ୍ମୁଖ ରେ ପରିବର୍ଦ୍ଧିତ ହଷ୍ଟେଲ ଫି କୁ ବିରୋଧ କରି ଧାରଣା ରେ ବସିଲେ ଛାତ୍ରୀ    (29-Sep-2023)       ||      ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ   (29-Sep-2023)       ||      ଜୁନିୟର ରେଡକ୍ରସ ତରଫରୁ ବିଶ୍ଵ ହୃଦୟ ଦିବସ ପାଳନ   (29-Sep-2023)       ||      ଦେଓଗାଁ ବ୍ଲକ ର ବିଭିନ୍ନ ଗ୍ରାମ ପରିଦର୍ଶନ କଲେ ବଲାଙ୍ଗିର ସାଂସଦ , କେନ୍ଦ୍ର ର ଜନହିତକର ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଲେ    (29-Sep-2023)       ||      ଘେନୁପାଲିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ ଉତ୍ସବ   (29-Sep-2023)       ||      ବିଭିନ୍ନ ପଦବୀ ଚୟନ ଅନୀୟମିତତା କୁ ନେଇ ହଳଦୀ ହାଇସ୍କୁଲ ରେ ତାଲାମାରିଲେ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ର ମହିଳା l   (29-Sep-2023)       ||     

HOME   ଜିଲ୍ଲା

କୋଦଳା ଏନଏସି ରେ ଜଳ ସ୍ୱଛତା ଦିବସ ପାଳିତ

23-May-2022



କୋଦଳା :ଗଞ୍ଜାମ ଜିଲ୍ଲା ଜିଲ୍ଲାପାଳ ଙ୍କ ନିର୍ଧେଶ କ୍ରମେ କୋଦଳା ଏନଏସି ରେ ସମୂହ ସ୍ୱଛତା ଦିବସ ପାଳିତ ହୋଇଯାଇଛି | କୋଦଳା ବିଜ୍ଞାପିତ ଅଞ୍ଚଳ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଉକ୍ତ ଏନଏସି କୁ ଏକ ସ୍ୱଚ୍ଛ,ପ୍ଲାଷ୍ଟିକ ମୁକ୍ତ ଏନଏସି ରେ ପରିଣତ କରିବା ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି | ଏହି କାର୍ଯ୍ୟକ୍ରମ ସପ୍ତାହ ର ପ୍ରତ୍ୟେକ ସୋମବାର ଦିନ ହେବାକୁ ଥିବା ବେଳେ  ଅଧକ୍ଷ ଙ୍କ କାର୍ଯ୍ୟ ଶୈଳୀ କୁ ବେଶ ପ୍ରଶଂସା କରିଛନ୍ତି କୋଦଳା ବାସୀ | ଏହା ସହ ଜଳର ଅପବ୍ୟବହାର ନକରିବା ପାଇଁ ଜଳ ହିଁ

ଜୀବନ ନାରା ଦେଇ ଏକ ସଚେତନତା ରାଲି ସହର ପରିକ୍ରମା କରିଥିଲା |ଉକ୍ତ କାର୍ଯ୍ୟକ୍ରମ ରେ ପୋଖରୀ ର ଚତ୍ରୁପାର୍ଶ୍ଵ ରେ ବିଭିନ୍ନ ପ୍ରକାର ର ବ୍ରୁକ୍ଷ୍ୟ ମଧ୍ୟ ରୋପଣ କରାଯାଇଥିଲା ।ଆଜି ୧୨ ନଂ ୱାର୍ଡ ରାମଚନ୍ଦ୍ର ପୋଖରୀକୁ ସଫା କରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମ ରେ କୋଦଳା ଏନେସି ର ପରିମଳ ସ୍ୱଚ୍ଛତା ବିଶେଷଜ୍ଞ ଚନ୍ଦ୍ରକାନ୍ତ ମାରାଣ୍ଡି , ଉପାଧ୍ୟକ୍ଷା ରଞ୍ଜିତା ସେଠୀ , ସ୍ଵଛସାଥି ,ସମାଜସେବୀ ,ୱାର୍ଡ କାଉନସିଲର ରିତଞ୍ଜଳି ମିଶ୍ର ଙ୍କ ସମେତ ଏସଏଚଜି ଗ୍ରୁପ ର ସଦସ୍ୟା ଓ ସଫେଇ କର୍ମଚାରୀ ଭାଗ ନେଇଥିଲେ |

( ଉମା ମହାରଣାଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟରସ୍ତରୀୟ ସୁରଭି ଆୟୋଜିତ   01-Oct-2023
  ଜିଲ୍ଲା  
ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର   01-Oct-2023
  ରାଜ୍ୟ  
ସ୍ୱଚ୍ଛତା ହିଁ ସେବା: ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ଶାସ୍ତ୍ରୀ ନଗର ର "ସ୍ୱଚ୍ଛ ଭାରତ" କାର୍ଯ୍ୟକ୍ରମ ଅନୁଷ୍ଠିତ   01-Oct-2023
  ଅପରାଧ  
ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ - ବାବେବିର   01-Oct-2023
  ଜିଲ୍ଲା  
ମୁରିବାହାଲ ପଂଚାୟତି ଉଚ୍ଚ ବିଦ୍ଯାଳୟ ଠାରେ ସ୍ବଛତା ହିଁ ସେବା କାର୍ଯ୍ୟକ୍ରମ।   01-Oct-2023
  ଜିଲ୍ଲା  
ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ   01-Oct-2023
  ଜିଲ୍ଲା  
ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   01-Oct-2023
  ଜିଲ୍ଲା  
ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    30-Sep-2023
  ଜିଲ୍ଲା  
ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   30-Sep-2023
  ଜିଲ୍ଲା  
ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   30-Sep-2023

You Might Also Like