-+91-9937148622 |

prerana_bgr@rediffmail.com |

  Sunday 1st October 2023 |

| | | |

R.N.I. Regd No. ODIODI/2010/46693

Breaking News

ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ    (01-Oct-2023)       ||      ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   (01-Oct-2023)       ||      ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    (30-Sep-2023)       ||      ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ    (30-Sep-2023)       ||      ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   (30-Sep-2023)       ||      ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   (30-Sep-2023)       ||      ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   (30-Sep-2023)       ||      ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଥମ ରଣ ପ୍ରଦାନ କରିଥିଲେ।    (30-Sep-2023)       ||      ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ    (29-Sep-2023)       ||       ରାଜେନ୍ଦ୍ର ୟୁନିଭିର୍ସିଟ  କଲେଜ  ସମ୍ମୁଖ ରେ ପରିବର୍ଦ୍ଧିତ ହଷ୍ଟେଲ ଫି କୁ ବିରୋଧ କରି ଧାରଣା ରେ ବସିଲେ ଛାତ୍ରୀ    (29-Sep-2023)       ||      ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ   (29-Sep-2023)       ||      ଜୁନିୟର ରେଡକ୍ରସ ତରଫରୁ ବିଶ୍ଵ ହୃଦୟ ଦିବସ ପାଳନ   (29-Sep-2023)       ||      ଦେଓଗାଁ ବ୍ଲକ ର ବିଭିନ୍ନ ଗ୍ରାମ ପରିଦର୍ଶନ କଲେ ବଲାଙ୍ଗିର ସାଂସଦ , କେନ୍ଦ୍ର ର ଜନହିତକର ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଲେ    (29-Sep-2023)       ||      ଘେନୁପାଲିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ ଉତ୍ସବ   (29-Sep-2023)       ||      ବିଭିନ୍ନ ପଦବୀ ଚୟନ ଅନୀୟମିତତା କୁ ନେଇ ହଳଦୀ ହାଇସ୍କୁଲ ରେ ତାଲାମାରିଲେ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ର ମହିଳା l   (29-Sep-2023)       ||      ଜିଲ୍ଲା ଯୋଜନା କମିଟି ର ସଦସ୍ୟ ହେଲେ ଦୁଇ କାଉନସିଲର    (29-Sep-2023)       ||      ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କୁ ବିଧାନସଭା ରୁ ବହିସ୍କାର କରାଯିବା ପ୍ରତିବାଦରେ ଲୋଇସିଂହା ଠାରେ ଜାତୀୟ ରାଜପଥ ଅବରୋଧ   (29-Sep-2023)       ||      ବିଧାୟକ ଡ. ମୁକେଶ ମହାଲିଙ୍ଗ କୁ ବିଧାନସଭା ରୁ ବହିସ୍କାର କରାଯିବା ଦାବିରେ ଲୋଇସିଂହା ଠାରେ 26 ନଂ ଜାତୀୟ ରାଜପଥ ଅବରୋଧ   (29-Sep-2023)       ||      ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ : ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ଦାବୀ    (28-Sep-2023)       ||      ମର୍ନିଙ୍ଗ ୱାକର ଟିମ ଓ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଶୋକ ସଭା   (28-Sep-2023)       ||     

HOME   ଜିଲ୍ଲା

ମେ ୩୦ ରୁ ଜୀ ସାର୍ଥକରେ ଆସୁଛି ଏକ ଭିନ୍ନ ଧରଣର ରିୟାଲିଟି ଶୋ

25-May-2022



ଭୁବନେଶ୍ୱର : ଓଡ଼ିଆ ମନୋରଞ୍ଜନ କ୍ଷେତ୍ରରେ ପୁଣି ଏକ ମାଇଲଷ୍ଟୋନ ତିଆରି କରିବାକୁ ଯାଉଛି ଜୀ ସାର୍ଥକ । ମହିଳାମାନଙ୍କ ପାଇଁ ଚ୍ୟାନେଲ ତରଫରୁ ପ୍ରସ୍ତୁତ ହୋଇଛି ନୂଆ ମନୋରଞ୍ଜନ କାର୍ଯ୍ୟକ୍ରମ ଯାହାର ନାଁ ରହିଛି "ଦିଦି ନମ୍ବର ୱାନ୍" । ଆସନ୍ତା ମେ ୩୦ ତାରିଖରୁ ଏହାର ପ୍ରସାରଣ ହେବାକୁ ଥିବା ବେଳେ ଓଡ଼ିଆ ଟେଲିଭିଜନ ପରଦାର ଲୋକପ୍ରିୟ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ'ର ହୋଷ୍ଟ କରିବେ । ପ୍ରତି ସୋମବାରରୁ ଶନିବାର ସଂଧ୍ୟା ୫ଟାରେ "ଦିଦି ନମ୍ବର ୱାନ୍" ର ପ୍ରସାରଣ ସମୟ ରଖା ଯାଇଛି । ସେହିପରି ରବିବାର ରାତି  ୮ :୩୦ରେ ଏହି କାର୍ଯ୍ୟକ୍ରମର ସ୍ପେସିଆଲ ଏପିସୋଡ ପ୍ରସାରଣ ହେବ ବୋଲି ଚ୍ୟାନେଲ ତରଫରୁ ସୂଚନା ଦିଆଯାଇଛି । 

ଓଡ଼ିଆ ପରିବାରର ଗୁଣବତୀ,ବୁଦ୍ଧିମତୀ ଓ କଳାବତୀ ମହିଳାମାନେ ଦିଦି ନମ୍ବର ୱାନ୍‌ରେ ନିଜ ଅନ୍ତର୍ନିହିତ ଗୁଣକୁ ଦେଖାଇ ନିଜର ଏକ ସ୍ୱତନ୍ତ୍ର ପରିଚୟ ପାଇପାରିବେ । ବିଭିନ୍ନ ପ୍ରକାର ଖେଳ ମାଧ୍ୟମରେ ପ୍ରତିଯୋଗୀମାନେ ଭାଗ ନେଇ ନିଜର ବୁଦ୍ଧିକୁ ଦେଖେଇପାରିବେ ଏବଂ ତା ସହିତ ବହୁତସାରା ଏକ୍ସ|ଇଟିଙ୍ଗ ଗିଫ୍ଟ ଜିତିବାର ସୁଯୋଗ ପାଇପାରିବେ । ଏହାର ଅଡିସନ ଓଡ଼ିଶାର  ବିଭିନ୍ନ ସହରରେ ଆରମ୍ଭ ହୋଇଯାଇଛି | ମନୋରଞ୍ଜନ ଦୁନିଆରେ ପ୍ରଥମ ଥର ପାଇଁ ଏଭଳି ଏକ ଶୋ'ର ପରିକଳ୍ପନା କରିଛି ଜୀ ସାର୍ଥକ । ସବୁବେଳେ ଓଡ଼ିଆ କଳା ଓ ସଂସ୍କୃତି ସହ ଦର୍ଶକଙ୍କ ରୁଚିକୁ ଗୁରୁତ୍ୱ ଦେଇ ଆସୁଥିବା ଜୀ ସାର୍ଥକ ଏଥର ମହିଳାମାନଙ୍କ ପାଇଁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି ।

ଆଲବମ ଓ ଟେଲିଭିଜନ ପରଦାରେ ଘରେ ଘରେ ପରିଚିତ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ'ରେ ହୋଷ୍ଟ କରିବେ । ଶହେରୁ ଅଧିକ ଆଲବମରେ ଲିପି ନାୟିକା ଭାବରେ ଅଭିନୟ କରିଛନ୍ତି । ମେଘରେ ମେଘ ଠାରୁ ନେଇ ଜାଈଫୁଲ ଯାଏଁ ଶହେରୁ ଅଧିକ ହିଟ୍ ମ୍ୟୁଜିକ ଭିଡିଓ ଦେଇଛନ୍ତି ଲିପି । ସେହିଭଳି ଟେଲି ସିରିୟଲ ମାଧ୍ୟମରେ ଲିପି ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଛନ୍ତି । ଏବେ "ଦିଦି ନମ୍ବର ୱାନ"ରେ ହୋଷ୍ଟ ହୋଇ ମହିଳାମାନଙ୍କୁ ସେମାନଙ୍କର  ଅନ୍ତର୍ନିହିତ ଗୁଣକୁ ଦେଖାଇବାରେ ଉତ୍ସାହିତ କରିବେ ଲିପି । ବିଭିନ୍ନ ଶୋ ମାଧ୍ୟମରେ ବାରମ୍ବାର ହିଟ୍ ଦେଉଥିବା ଜୀ- ସାର୍ଥକର 'ଦିଦି ନମ୍ବର ୱାନ୍' ଶୋ' ବି ଏଥର ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବ ବୋଲି ଚ୍ୟାନେଲ୍ ପକ୍ଷରୁ କୁହାଯାଇଛି |

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ   01-Oct-2023
  ଜିଲ୍ଲା  
ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   01-Oct-2023
  ଜିଲ୍ଲା  
ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    30-Sep-2023
  ଜିଲ୍ଲା  
ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   30-Sep-2023
  ଜିଲ୍ଲା  
ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   30-Sep-2023
  ଜିଲ୍ଲା  
ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଥମ ରଣ ପ୍ରଦାନ କରିଥିଲେ।   30-Sep-2023
  ଜିଲ୍ଲା  
ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ   29-Sep-2023
  ଜିଲ୍ଲା  
 ରାଜେନ୍ଦ୍ର ୟୁନିଭିର୍ସିଟ  କଲେଜ  ସମ୍ମୁଖ ରେ ପରିବର୍ଦ୍ଧିତ ହଷ୍ଟେଲ ଫି କୁ ବିରୋଧ କରି ଧାରଣା ରେ ବସିଲେ ଛାତ୍ରୀ    29-Sep-2023
  ଜିଲ୍ଲା  
ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ   29-Sep-2023
  ଜିଲ୍ଲା  
ଜୁନିୟର ରେଡକ୍ରସ ତରଫରୁ ବିଶ୍ଵ ହୃଦୟ ଦିବସ ପାଳନ   29-Sep-2023

You Might Also Like