-+91-9937148622 |

prerana_bgr@rediffmail.com |

  Saturday 1st October 2022 |

| | | |

R.N.I. Regd No. ODIODI/2010/46693

Breaking News

ମହମହ ସୁବାସିତ ବାସ୍ନାରେ ବିଜେପୁର ରେ ମାଁ ସମଲେଶ୍ୱରୀ ଙ୍କ କାତ୍ୟାୟନୀ ବେଶ   (01-Oct-2022)       ||      ବୀରମହାରାଜପୁର ଠାରେ କୋସଲ ରାଜ୍ୟ ସମନ୍ୱୟ ସମିତି ବୈଠକ    (01-Oct-2022)       ||      ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   (01-Oct-2022)       ||      ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   (01-Oct-2022)       ||      ଶିଶୁ ଗୃହରେ ୨ ଅସହାୟ ଶିଶୁ୍    (01-Oct-2022)       ||      ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   (01-Oct-2022)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Oct-2022)       ||      ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   (30-Sep-2022)       ||      ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   (30-Sep-2022)       ||      ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   (30-Sep-2022)       ||      ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର    (30-Sep-2022)       ||      ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ    (30-Sep-2022)       ||      ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   (30-Sep-2022)       ||      କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   (30-Sep-2022)       ||      ଲୋଇସିଂହା ବ୍ଲକ ବାରିକ ସମାଜ ତରଫରୁ ନୁଆଁଖାଇ ଭେଟଘାଟ    (30-Sep-2022)       ||      ସମଲେଶ୍ବରୀ ଛକ,ଅଙ୍ଗଶ୍ରି ସୁନା ଦୋକାନରୁ ଚୋରି   (30-Sep-2022)       ||      ବାଣ୍ଡିଗାଁରେ ଜିଲ୍ଳାସ୍ତରୀୟ ନୂଆଁଖାଇ ଭେଟଘାଟ    (29-Sep-2022)       ||      ମିଶନ ଶକ୍ତି ପକ୍ଷରୁ ଋଣ ମେଳା....   (29-Sep-2022)       ||      କୋଡିଏ ଘର ରଜକ ସମାଜ ର ଆଞ୍ଚଳିକ ବୈଠକ   (29-Sep-2022)       ||      ନିରାପଦ ଆନ୍ତର୍ଜାତୀୟ ଗର୍ଭପାତ ଦିବସ ଓ ବିଶ୍ୱ ଜଳାନ୍ତକ ଦିବସ ରେ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀ ସମ୍ମାନୀତ   (29-Sep-2022)       ||     

HOME   ଜିଲ୍ଲା

ମେ ୩୦ ରୁ ଜୀ ସାର୍ଥକରେ ଆସୁଛି ଏକ ଭିନ୍ନ ଧରଣର ରିୟାଲିଟି ଶୋ

25-May-2022



ଭୁବନେଶ୍ୱର : ଓଡ଼ିଆ ମନୋରଞ୍ଜନ କ୍ଷେତ୍ରରେ ପୁଣି ଏକ ମାଇଲଷ୍ଟୋନ ତିଆରି କରିବାକୁ ଯାଉଛି ଜୀ ସାର୍ଥକ । ମହିଳାମାନଙ୍କ ପାଇଁ ଚ୍ୟାନେଲ ତରଫରୁ ପ୍ରସ୍ତୁତ ହୋଇଛି ନୂଆ ମନୋରଞ୍ଜନ କାର୍ଯ୍ୟକ୍ରମ ଯାହାର ନାଁ ରହିଛି "ଦିଦି ନମ୍ବର ୱାନ୍" । ଆସନ୍ତା ମେ ୩୦ ତାରିଖରୁ ଏହାର ପ୍ରସାରଣ ହେବାକୁ ଥିବା ବେଳେ ଓଡ଼ିଆ ଟେଲିଭିଜନ ପରଦାର ଲୋକପ୍ରିୟ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ'ର ହୋଷ୍ଟ କରିବେ । ପ୍ରତି ସୋମବାରରୁ ଶନିବାର ସଂଧ୍ୟା ୫ଟାରେ "ଦିଦି ନମ୍ବର ୱାନ୍" ର ପ୍ରସାରଣ ସମୟ ରଖା ଯାଇଛି । ସେହିପରି ରବିବାର ରାତି  ୮ :୩୦ରେ ଏହି କାର୍ଯ୍ୟକ୍ରମର ସ୍ପେସିଆଲ ଏପିସୋଡ ପ୍ରସାରଣ ହେବ ବୋଲି ଚ୍ୟାନେଲ ତରଫରୁ ସୂଚନା ଦିଆଯାଇଛି । 

ଓଡ଼ିଆ ପରିବାରର ଗୁଣବତୀ,ବୁଦ୍ଧିମତୀ ଓ କଳାବତୀ ମହିଳାମାନେ ଦିଦି ନମ୍ବର ୱାନ୍‌ରେ ନିଜ ଅନ୍ତର୍ନିହିତ ଗୁଣକୁ ଦେଖାଇ ନିଜର ଏକ ସ୍ୱତନ୍ତ୍ର ପରିଚୟ ପାଇପାରିବେ । ବିଭିନ୍ନ ପ୍ରକାର ଖେଳ ମାଧ୍ୟମରେ ପ୍ରତିଯୋଗୀମାନେ ଭାଗ ନେଇ ନିଜର ବୁଦ୍ଧିକୁ ଦେଖେଇପାରିବେ ଏବଂ ତା ସହିତ ବହୁତସାରା ଏକ୍ସ|ଇଟିଙ୍ଗ ଗିଫ୍ଟ ଜିତିବାର ସୁଯୋଗ ପାଇପାରିବେ । ଏହାର ଅଡିସନ ଓଡ଼ିଶାର  ବିଭିନ୍ନ ସହରରେ ଆରମ୍ଭ ହୋଇଯାଇଛି | ମନୋରଞ୍ଜନ ଦୁନିଆରେ ପ୍ରଥମ ଥର ପାଇଁ ଏଭଳି ଏକ ଶୋ'ର ପରିକଳ୍ପନା କରିଛି ଜୀ ସାର୍ଥକ । ସବୁବେଳେ ଓଡ଼ିଆ କଳା ଓ ସଂସ୍କୃତି ସହ ଦର୍ଶକଙ୍କ ରୁଚିକୁ ଗୁରୁତ୍ୱ ଦେଇ ଆସୁଥିବା ଜୀ ସାର୍ଥକ ଏଥର ମହିଳାମାନଙ୍କ ପାଇଁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି ।

ଆଲବମ ଓ ଟେଲିଭିଜନ ପରଦାରେ ଘରେ ଘରେ ପରିଚିତ ଅଭିନେତ୍ରୀ ଲିପି ମହାପାତ୍ର ଏହି ଶୋ'ରେ ହୋଷ୍ଟ କରିବେ । ଶହେରୁ ଅଧିକ ଆଲବମରେ ଲିପି ନାୟିକା ଭାବରେ ଅଭିନୟ କରିଛନ୍ତି । ମେଘରେ ମେଘ ଠାରୁ ନେଇ ଜାଈଫୁଲ ଯାଏଁ ଶହେରୁ ଅଧିକ ହିଟ୍ ମ୍ୟୁଜିକ ଭିଡିଓ ଦେଇଛନ୍ତି ଲିପି । ସେହିଭଳି ଟେଲି ସିରିୟଲ ମାଧ୍ୟମରେ ଲିପି ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଛନ୍ତି । ଏବେ "ଦିଦି ନମ୍ବର ୱାନ"ରେ ହୋଷ୍ଟ ହୋଇ ମହିଳାମାନଙ୍କୁ ସେମାନଙ୍କର  ଅନ୍ତର୍ନିହିତ ଗୁଣକୁ ଦେଖାଇବାରେ ଉତ୍ସାହିତ କରିବେ ଲିପି । ବିଭିନ୍ନ ଶୋ ମାଧ୍ୟମରେ ବାରମ୍ବାର ହିଟ୍ ଦେଉଥିବା ଜୀ- ସାର୍ଥକର 'ଦିଦି ନମ୍ବର ୱାନ୍' ଶୋ' ବି ଏଥର ଓଡ଼ିଆ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବ ବୋଲି ଚ୍ୟାନେଲ୍ ପକ୍ଷରୁ କୁହାଯାଇଛି |

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ମହମହ ସୁବାସିତ ବାସ୍ନାରେ ବିଜେପୁର ରେ ମାଁ ସମଲେଶ୍ୱରୀ ଙ୍କ କାତ୍ୟାୟନୀ ବେଶ   01-Oct-2022
  ଜିଲ୍ଲା  
ବୀରମହାରାଜପୁର ଠାରେ କୋସଲ ରାଜ୍ୟ ସମନ୍ୱୟ ସମିତି ବୈଠକ    01-Oct-2022
  ଜିଲ୍ଲା  
ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   01-Oct-2022
  ଜିଲ୍ଲା  
ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   01-Oct-2022
  ଜିଲ୍ଲା  
ଶିଶୁ ଗୃହରେ ୨ ଅସହାୟ ଶିଶୁ୍   01-Oct-2022
  ଜିଲ୍ଲା  
ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   01-Oct-2022
  ଜିଲ୍ଲା  
ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Oct-2022
  ଜିଲ୍ଲା  
ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   30-Sep-2022
  ଜିଲ୍ଲା  
ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   30-Sep-2022
  ଜିଲ୍ଲା  
ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   30-Sep-2022
  ଜିଲ୍ଲା  
ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର   30-Sep-2022
  ଜିଲ୍ଲା  
ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ   30-Sep-2022

You Might Also Like