-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||     

HOME   ଜିଲ୍ଲା

ବିପଦ ସଂକୁଳ ଅବସ୍ଥାରେ ଭଗ୍ନ ବ୍ରିଜ ଉପରେ ଯାତାୟତ କରୁଛନ୍ତି ଲଛିପୁର ଅଂଚଳ ବାସୀ

21-Nov-2020



କଳାହାଣ୍ଡି/ କୋକସରା (ତ୍ରିନାଥ ବେଶ୍ର।)
ଗ୍ରାମ।ଞ୍ଚଳର ବିକାଶ ପାଇଁ ସରକାର ଅନେକ ଯୋଜନା।       କରୁଛନ୍ତି କିନ୍ତୁ  ଜିଲ୍ଲା ଧର୍ମଗଡ଼ ବ୍ଲକ ପର୍ଲା ପଂଚାୟତ           ଲଛିପୁର ଗ୍ରାମରେ  ତାହାର ବ୍ୟତିକ୍ରମ ଦେଖା ଦେଇଛି ।
ଲଛିପୁର ରୁ ଚିତ।ମୁଣ୍ଡା ଯିବା ରାସ୍ତାରେ ଥିବା ବ୍ରିଜ ସମ୍ପୂର୍ଣ ଭାଙ୍ଗି ଦବିଯାଇଛି । ଏହି ରାସ୍ତା ଉପରେ ଲଛିପୁର ଅଞ୍ଚଳବାସୀ  ପର୍ଲା ମେଡିକାଲ ତଥା ଗ୍ରାମପଞ୍ଚାୟତକୁ ଯିବା ଆସିବା କରନ୍ତି । ରାସ୍ତା ତଥା ବ୍ରିଜର ଅବସ୍ଥା ଏପରି ହୋଇଛି ଯେ ଜଣେସାଧାରଣ ମଣିଷ ଚାଲି କି ଯିବା ମୁସ୍କିଲ ହୋଇ ପଡୁଛି । ତଥାପି ଲୋକେ ବିପଦ ଅବସ୍ଥାରେ ମଧ୍ୟ ନିଜ ଜୀବନକୁ ବିପଦରେ ଠେଲି ଦେଇ ମଧ୍ୟ ଭଗ୍ନ ବ୍ରିଜ ଉପରେ ଗାଡି ମଟରରେ।  ଯାତାୟତ କରୁଛନ୍ତି ରାଜ୍ୟ ତଥା କେନ୍ଦ୍ର ସରକାର ଗ୍ରାମ।ଞ୍ଚଳର ରାସ୍ତାଘାଟରେ ଉନ୍ନତି ଆଣିବା ସହ ଭିତ୍ତି ଭୂମିର ବିକାଶ ପାଇଁ ଯୋଜନା ଉପରେ ଯୋଜନା ପ୍ରଣୟନ କରୁଛନ୍ତି । ଏସବୁ ଯୋଜନା ଗାଁକୁ ଅପହଞ୍ଚ ହୋଇ ରହିଯାଉଥିବା ଉକ୍ତ ରାସ୍ତାର ଦୁରବସ୍ଥା ରୁ ସ୍ପଷ୍ଟ ହୋଇଛି । ଗାଁ ଲୋକ କହିବା ଅନୁସାରେ ବାରମ୍ବାର ଗ୍ରାମପଞ୍ଚାୟତ ସରପଞ୍ଚ, ସ୍ଥାନୀୟ ପ୍ରଶାସନଙ୍କୁ ଜଣାଇଲେ ମଧ୍ୟ କୌଣସି ସୁଫଳ ମିଳୁନଥିବା କହିଛନ୍ତି । ତେଣୁ ସ୍ଥାନୀୟ   ସରପଞ୍ଚ କିମ୍ବା ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ନୂତନ ବ୍ରିଜ ନିର୍ମାଣ  କରିବା ପାଇଁ ସାଧାରଣରେ ଦାବି ହେଉଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026

You Might Also Like