-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||     

HOME   ଅପରାଧ

ଭାରତୀ ସିଂହ ଙ୍କୁ ଗିରଫ କଲା ଏନସିବି

21-Nov-2020



ମୁମ୍ବାଇ,ମେଡିଆନ ଭାରତୀ ସିଂଙ୍କୁ ଗିରଫ କରିଛି ଏନସିବି । ଭାରତୀଙ୍କ ଘରେ ଚଢାଉ କରିଥିବା ଏନସିବି ଡ୍ରଗ୍ସ ପାଇଥିଲା । ଉଭୟ ଭାରତୀ ଏବଂ ତାଙ୍କ ପତିଙ୍କୁ ପଚରା ଉଚୁରା ପାଇଁ ନିଆ ଯାଇଥିବା ବେଳେ ସନ୍ଧ୍ୟାରେ ଗିରଫ କରାଯାଇଛି ।ଟେଲି ଜଗତର ଜଣାଶୁଣା ହାସ୍ୟାଭିନେତ୍ରୀ ଭାରତୀ ସିଂହଙ୍କ ଘରେ ଚଢ଼ାଉ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି)। ବଲିଉଡରେ ଡ୍ରଗ୍ସ କାରବାର ଘଟଣାକୁ ନେଇ ଏନସିବି ଭାରତୀଙ୍କ ଘରେ ଚଢ଼ାଉ କରିଥିବା ସୂଚନା ମିଳିଛି।

ଏହି ଚଢ଼ାଉରେ ଏନସିବିକୁ ଭାରତୀଙ୍କ ଘରୁ ଅଳ୍ପ ପରିମାଣର ଡ୍ରଗ୍ସ ମିଳିଛି। ଏହାପରେ ଏନସିବି ଭାରତୀ ଓ ତାଙ୍କ ସ୍ୱାମୀଙ୍କ ସମନ ଜାରି କରିଛି।। ତେବେ ଭାରତୀଙ୍କ ଘରୁ ଜବତ ହୋଇଥିବା ଏହି ଡ୍ରଗ୍ସର ସଠିକ୍ ପରିମାଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।ଅଭିନେତା ସୁଶାନ୍ତ ସିଂହ ମୃତ୍ୟୁ ମାମଲାର ତଦନ୍ତ କରୁଥିବାବେଳେ ସିବିଆଇକୁ ଏଥିରେ ଡ୍ରଗ୍ସ କାରବାର ସମ୍ପୃକ୍ତି ଥିବା ଜଣାପଡ଼ିଥିଲା। ଏହାପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଏହାର ତଦନ୍ତ ଭାର ଗ୍ରହଣ କରିଥିଲା। 
ଏନସିବି ଏହାର ଛାନଭିନ୍ କରିବା ସହିତ ବଲିଉଡର ବହୁ କଳାକାରଙ୍କୁ ସମନ ଜାରି କରି ପଚରାଉଚୁରା କରିଥିଲା। ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌, ସାରା ଅଲୀ ଖାନ୍‌, ରାକୁଲ୍‌ ପ୍ରୀତ ସିଂହ ପ୍ରମୁଖ ଏନ୍‌ସିବି ଜେରାର ସମ୍ମୁଖୀନ ହୋଇଥିଲେ 

                                                                                                                                                                   


News Comment




Photo in News

Advertisment
Lastest News
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026

You Might Also Like