-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||     

HOME   ଜିଲ୍ଲା

ସବରେଜିଷ୍ଟର କାର୍ଯ୍ୟାଳୟ ଦାବିରେ ଗଣଧାରଣା  ସୋମବାର ଉଲୁଣ୍ଡା ବନ୍ଦ ଡାକରା

22-Nov-2020



 ଉଲୁଣ୍ଡା,(ଗୌରଚନ୍ଦ୍ର ପରିଛା)- ଉଲୁଣ୍ଡା ତହସିଲ କାର୍ଯ୍ୟାଳୟ ପରିଶରରେ ସବରେଜିଷ୍ଟର କାର୍ଯ୍ୟାଳୟ ଦାବି ନେଇ ଚାଲିଥିବା ଗଣାଧାରଣା ଆଜି ଚତୁର୍ଥ ଦିନରେ ପହଂଚିଛି । ଆଜି ଧାରଣା ସ୍ଥଳକୁ ବୀରମହାରାଜପୁର ବାର ଏସୋସିଏସନର ସଭାପତି ରାଧାକାନ୍ତ ମହାକୁରଙ୍କ ସମେତ ବହୁ ଜନସାଧାରଣ ଯୋଗଦେଇ ସମର୍ଥନ ଜଣାଇ ଧାରଣାରେ ସାମିଲ ହୋଇଥିଲେ । ଖବର ପାଇଁ ଉପଜିଲ୍ଲାପାଲ ଅଶୋକ ଭୋଇ , ବିଡିଓ ହେମସାଗର ଭୋଇ, ଡିଏସପି ଆନନ୍ଦ ବର୍ଦ୍ଧନ ଗୁରୁ, ତହସିଲଦାର ପୁର୍ଣ୍ଣଚନ୍ଦ୍ର ନାଏକ, ଆଇଆଇସି ଚନ୍ଦ୍ର ମୋହନ ସିଂ ଧାରଣା ସ୍ଥଳରେ ପହଂଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ । ପ୍ରଶାସନିକ ସ୍ତରରେ ସବେରଜିଷ୍ଟର ଅଫିସ ସ୍ଥାପନ ପାଇଁ ଚେଷ୍ଟା ଜାରି ରହିଛି ବୋଲି ପ୍ରତିଶୃତି ଦେଇଥିଲେ । ଏହା ପୁର୍ବରୁ ଦିଆଯାଇଥିବା ଧାରଣାରେ ପ୍ରଶାସନ ତିନି ମାସ ଭିତରେ ସମାଧନ କରିବା ପାଇଁ ପ୍ରତିସୃତି ଦେଇଥିଲେ ମଧ୍ୟ ୯ ମାସବିତି ଯାଇଥିଲେ ମଧ୍ୟ ପ୍ରଶାସନ ତାର ପ୍ରତିଶୃତି ପାଳନ ନକିବାରୁ ଆନ୍ଦୋଳନ କାରୀ ତାଙ୍କ ଜିଦରେ ଅଟଲ ରହିଥିଲେ । ଅନ୍ୟପକ୍ଷରେ ଆସନ୍ତା ସୋମବାର ଦିନ ଉଲୁଣ୍ଡା କୁ ବନ୍ଦ କରିବା ସହ ସମସ୍ତ  ସରକାରୀ, ବେଶରାକାରୀ କାର୍ଯ୍ୟାଳୟ, ଦୋକାନ, ବଜାର, ଜାନାବାହାନ ଚଲାଚଲ ବନ୍ଦ ରହିବ ବୋଲି ଡାକବାଜି ଯନ୍ତ୍ର ଦ୍ୱରା ଆନ୍ଦୋଳନକାରୀଙ୍କ ତରଫରୁ ଘୋଷଣା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026

You Might Also Like