-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ରାଜ୍ୟ

ଅନଲାଇନରେ ମିଳିବ ୧୧ ପ୍ରକାର ସେବା: ଭିଡିଓ କନଫରେନ୍ସ ଜରିଆରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ; କହିଲେ, ଏମଏସଏମଇ ଦେଇଥାଏ ବେଶୀ ନିଯୁକ୍ତି, ଏହାର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ

22-Nov-2020



ଭୁବନେଶ୍ବର, (ପ୍ରେରଣା ଖବର) - ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀମାନଙ୍କ ସୁବିଧା ପାଇଁ ୫-ଟି ଅଧିନରେ ଅନ୍ଲାଇନରେ ମିଳିବ ୧୧ ପ୍ରକାର ସେବା । ଭିଡିଓ କନ୍ଫରେନ୍ସ ଜରିଆରେ ଏହାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ହେଉଛି ଆମ ଅର୍ଥନୀତିର ବିକାଶର ଆଧାର । ଏହି କ୍ଷେତ୍ରରେ ହିଁ ଅଧିକ ଲୋକ କର୍ମନିଯୁକ୍ତି ପାଇଥାନ୍ତି!!*ତେଣୁ ଏହି ସବୁ ଶିଳ୍ପଗୁଡିକର ପୂର୍ଣ୍ଣ କ୍ଷମତାର ଉପଯୋଗ ପାଇଁ ରାଜ୍ୟ ସରକାର ଏକ ସହାୟକ ବାତାବରଣ ସୃଷ୍ଟି କରିବା ସହିତ ସବୁ ପ୍ରକାର ସହଯୋଗ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାରଙ୍କର ସ୍ୱଚ୍ଛ ନୀତି ଓ ବୈଷୟିକ ଜ୍ଞାନକୌଶଳର ଉପଯୋଗ ଦ୍ୱାରା ଆଜି ବିଭିନ୍ନ କ୍ଷେତ୍ରରେ ପରିବର୍ତନ ଆସିଛି ଏବଂ କରୋନା ମହାମାରୀ ସତ୍ୱେ ଓଡିଶାରେ ଗତ ୧୦ ମାସରେ ୧ ଲକ୍ଷ ୧୭ ହଜାର କୋଟି ଟଙ୍କାର ପୁଂଜି ଆଣିବାରେ ରାଜ୍ୟ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like