-+91-9937148622 |
prerana_bgr@rediffmail.com |
Friday 26th April 2024 |
R.N.I. Regd No. ODIODI/2010/46693
Breaking News
12-Jun-2022
ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ସବ୍ଡିଭିଜନ କୁମୁଡ଼ା ଗାଁ ର ଯୋଗେଶ୍ୱର ବଗର୍ତ୍ତୀ ନାମକ ଜଣେ ଯୁବକ ଗୁରୁତର ଅବସ୍ଥାରେ ବଲାଙ୍ଗିର ଭୀମ ଭୋଇ ମେଡ଼କାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି l ଗତକାଲି ରାତିରେ ନିଜ୍ ଘରର ମୋଟର ପମ୍ପ କୁ ସଜାଡ଼ିବା ସମୟରେ ସେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯାଇଥିଲେ l ଯୋଗେଶ୍ଵରଙ୍କ ଗୋଡ ଏବଂ ହାତ ଗୁରୁତର ଭାବେ ଆହତ ହୋଇଥିବା ବେଳେ ତାଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ର ସର୍ଜରୀ ୱାର୍ଡ ରେ ଭର୍ତି କରାଯାଇ ଚିକିତ୍ସା କରାଯାଉଛି l