-+91-9937148622 |

prerana_bgr@rediffmail.com |

  Saturday 20th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   (20-Apr-2024)       ||      ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    (20-Apr-2024)       ||      ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି    (20-Apr-2024)       ||      ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   (19-Apr-2024)       ||      ମଦ କାରବାରରେ ଜଣେ ଗିରଫ   (19-Apr-2024)       ||      ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   (19-Apr-2024)       ||      ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    (19-Apr-2024)       ||      ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   (19-Apr-2024)       ||      ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   (19-Apr-2024)       ||      ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   (19-Apr-2024)       ||      "ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   (19-Apr-2024)       ||      ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   (19-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||      ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   (18-Apr-2024)       ||     

HOME   ଜିଲ୍ଲା

କେତେ ସ୍ଵଚ୍ଛ? ମୋ ଜଙ୍ଗଲ ଯୋଜନାରେ ବନ ସୁରକ୍ଷା ସମିତିକୁ ଉପକରଣ ବଣ୍ଟନ

13-Jun-2022



ବଲାଙ୍ଗୀର (ମଳୟ ମିଶ୍ରଙ୍କ ରିପୋର୍ଟ) ସଂପ୍ରତି ବଲାଙ୍ଗୀର ଓ ସୋନପୁର ଡିଭିଜନର ବନବିଭାଗର ରେଞ୍ଜ୍ ଗୁଡିକରେ ଗଠନ କରାଯାଇଥିବା ବନ ସୁରକ୍ଷା ସମିତି ମାନଙ୍କରେ  ବିଭିନ୍ନ ଉପକରଣ ବଣ୍ଟନ କରାଯାଉଛି । ଏହି ଉପକରଣ ଗୁଡିକ ମଧ୍ୟରେ ଦରି , ଚାନ୍ଦୁଆ , ସିଲେଇ ମେସିନ୍ , ଗିନି ମୃଦଙ୍ଗ , ବାଲ୍ଟି , ଥାଳିଗିନା ଇତ୍ୟାଦି ବଣ୍ଟନ କରାଯାଉଛି । ତେବେ ଏହି କୋଟି କୋଟି ଟଙ୍କାର ସାମଗ୍ରୀଗୁଡିକ କିଏ କେଉଁଠୁ କିପରି କିଣୁଛି ଓ ଏହା ବଜାରଦର ସହିତ କେତେ କମ୍ ନା ବେଶୀ ; ଏ ସମ୍ପର୍କରେ ଲୋକଙ୍କ ମଧ୍ୟରେ ଭ୍ରୂକୁଞ୍ଚନ ସୃଷ୍ଟି ହୋଇଛି । ଶୁଣିବାକୁ ମିଳୁଛି ଯେ , ବର୍ଷାଦିନ ପୂର୍ବରୁ ଚାରାରୋପଣ ଓ ବନୀକରଣ କାର୍ଯ୍ୟକ୍ରମରେ ଗ୍ରାମବାସୀମାନଙ୍କ ସହଯୋଗ ନିମନ୍ତେ ଭିଏସ ଏସଗୁଡିକୁ ବଣ୍ଟନ କରାଯାଇଆସୁଥିବା ଏହି ପ୍ରୋତ୍ସାହନସାମଗ୍ରୀଗୁଡିକୁ ଡିଭିଜନସ୍ତରରେ ବିନା ଟେଣ୍ଡରରେ ସେଣ୍ଟ୍ରାଲି ପରଚେଜ୍ କରାଯାଇ ରେଞ୍ଜ୍ ମାନଙ୍କୁ ପଠାଇଦିଆଯାଉଛି ଓ କେତେକ ସ୍ଥଳେ ରେଞ୍ଜରମାନଙ୍କୁ ଏ ବାବଦରେ ଅର୍ଥ ପ୍ରଦାନ କରାଯାଉଛି । ସେ ଯାହା ହେଉ ,ଏଥିପାଇଁ ଏକ ପରଚେଜ୍ କମିଟି ରହିଥିବା କଥା ।  ତେଣୁ  ଏଇ ଦୁଇଟିଜିଲ୍ଲାର ଦୁଇଟି ବନବିଭାଗ ଡିଭିଜନରେ କୋଟି କୋଟି ଟଙ୍କାର ସାମଗ୍ରୀକିଣାରେ କେତେଦୂର ଓ କିପରି ସ୍ବଚ୍ଛତା ଅବଲମ୍ବନ କରାଯାଉଛି , ଲୋକଙ୍କର ସନ୍ଦେହ ହେତୁ ଏ ସମ୍ପର୍କରେ ବିଭାଗ ପକ୍ଷରୁ ଏକ ସ୍ପଷ୍ଟୀକରଣର ଆବଶ୍ୟକତା ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   20-Apr-2024
  ରାଜନୀତି  
ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    20-Apr-2024
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି   20-Apr-2024
  ଜିଲ୍ଲା  
ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   19-Apr-2024
  ଜିଲ୍ଲା  
ମଦ କାରବାରରେ ଜଣେ ଗିରଫ   19-Apr-2024
  ଜିଲ୍ଲା  
ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   19-Apr-2024
  ରାଜନୀତି  
ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    19-Apr-2024
  ଜିଲ୍ଲା  
ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   19-Apr-2024
  ରାଜନୀତି  
ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   19-Apr-2024
  ଜିଲ୍ଲା  
ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   19-Apr-2024

You Might Also Like