-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||     

HOME   ରାଜନୀତି

*ବିହାର ପରେ ଏବେ ମିଶନ ତାମିଲନାଡ଼ୁ, ଏକାଠି ଲଢ଼ିବେ AIDMK-BJP!

22-Nov-2020



(ପ୍ରେରଣା ଖବର) - ବିହାର ପରେ ବିଜେପିର ମିଶନ ତାମିଲନାଡୁ । ୨୦୨୧ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ବିଜେପି ସରକାରକୁ ଆସିବା ପାଇଁ କାର୍ଡ ଖେଳିଛି । ତାମିଲନାଡୁରେ AIADMK ସହ ବିଜେପି ମେଣ୍ଟ କରିସାରିଛି । ଆଗାମୀ ନିର୍ବାଚନରେ ଏଆଇଡିଏମ୍‌କେ ଓ ବିଜେପି ଏକାଠି ଲଢ଼ିବେ । ବିହାରରେ ନୀତିଶଙ୍କ ଜେଡିୟୁ ସହ ମିଶି ବିଜେପି ନିର୍ବାଚନ ଲଢ଼ିଥିଲା ଏବଂ ସରକାର ଗଠନ କରିଥିଲା । ସେହି ସମାନ ଫର୍ମୁଲା ଏବେ ତାମିଲନାଡ଼ୁରେ ଆପଣାଇବାକୁ ଯାଉଛି ବିଜେପି!!**ବିଜେପି ଓ ଏଆଇଡିଏମ୍‌କେ ଉଭୟ ଏକ ହୋଇ ନିର୍ବାଚନ ଲଢିବେ ବୋଲି ଘୋଷଣା କରିସାରିଛନ୍ତି । ତାମିଲନାଡୁ ଉପମୁଖ୍ୟମନ୍ତ୍ରୀ ତଥା ଦଳର ସଂଯୋଜକ ଓ.ପନିରିସେଲଭମ ଏନେଇ ଘୋଷଣା କରିଛନ୍ତି । ଏହାକୁ ମୁଖ୍ୟମନ୍ତ୍ରୀ ପାଲାନିଦସ୍ୱମୀ ମଧ୍ୟ ସ୍ୱୀକାର କରିଛନ୍ତି । ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଉଭୟ ଦଳ ମଧ୍ୟରେ ଏକ ବୈଠକ ହୋଇଥିଲା । ଏହି ବୈଠକରେ ମେଣ୍ଟ କରିବା ନେଇ ନିଷ୍ପତି ହେବା ପରେ ଏହି ଘୋଷଣା କରିଛନ୍ତି ପନିରିସେଲଭମ!!*ବିଜେପି ଓ ଏଆଇଡିଏମ୍‌କେ ଉଭୟ ଏକ ହୋଇ ନିର୍ବାଚନ ଲଢିବେ ବୋଲି ଘୋଷଣା କରିସାରିଛନ୍ତି । ତାମିଲନାଡୁ ଉପମୁଖ୍ୟମନ୍ତ୍ରୀ ତଥା ଦଳର ସଂଯୋଜକ ଓ.ପନିରିସେଲଭମ ଏନେଇ ଘୋଷଣା କରିଛନ୍ତି । ଏହାକୁ ମୁଖ୍ୟମନ୍ତ୍ରୀ ପାଲାନିଦସ୍ୱମୀ ମଧ୍ୟ ସ୍ୱୀକାର କରିଛନ୍ତି । ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଉଭୟ ଦଳ ମଧ୍ୟରେ ଏକ ବୈଠକ ହୋଇଥିଲା । ଏହି ବୈଠକରେ ମେଣ୍ଟ କରିବା ନେଇ ନିଷ୍ପତି ହେବା ପରେ ଏହି ଘୋଷଣା କରିଛନ୍ତି ପନିରିସେଲଭମ!!*ଆଗାମୀ ଦିନରେ AIADMK ଓ ବିଜେପି ମେଣ୍ଟ ସରକାର ଗଢିବ ବୋଲି କହିଛନ୍ତି ପନିରିସେଲଭମ୍‌ । ଏବେ କ୍ଷମତାରେ ଥିବା ସରକାର ଭଲ କାମ କରୁଛି, ରାଜ୍ୟରେ ବିକାଶର କାର୍ଯ୍ୟ ଆଗେଇ ଚାଲିଛି । 2019 ଲୋକସଭା ନିର୍ବାଚନ ଭଳି ଆସନ୍ତା ନିର୍ବାଚନରେ AIADMK ଓ ବିଜେପି ଭଲ ପ୍ରଦର୍ଶନ କରିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ଶାହା!!


News Comment




Photo in News

Advertisment
Lastest News
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026

You Might Also Like