-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||     

HOME   ରାଜ୍ୟ

ନଭେମ୍ବର ୨ ୬ ରେ ବ୍ଯାଙ୍କ କର୍ମଚାରୀଙ୍କ ଦେଶବ୍ୟାପୀ ସାଧାରଣ ଧର୍ମଘଟ

22-Nov-2020



ଭୁବନେଶ୍ୱର,(ପ୍ରେରଣା ଖବର) : ଦେଶର କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ସମୂହ ଓ ଶତାଧିକ ଟ୍ରେଡ଼ ଫେଡ଼େରେସନମାନଙ୍କ ଦ୍ୱାରା ଆହୁତ ଆସନ୍ତା ୨୬ ନଭେମ୍ବରର ଦେଶବ୍ୟାପୀ ସାଧାରଣ ଧର୍ମଘଟରେ ବ୍ୟାଙ୍କ କର୍ମଚାରୀ ଓ ଅଫିସରମାନେ ସାମିଲ ହେବେ। ଏହି ଧର୍ମଘଟ କେନ୍ଦ୍ର ସରକାରଙ୍କ ଦ୍ୱାରା ବର୍ତ୍ତମାନର ୪୪ଟି ଶ୍ରମ ଆଇନକୁ ଉଠାଇଦେଇ ଏକତରଫା ଭାବେ କଳା ଶ୍ରମ କୋଡ୍‍ ଆଇନର ପ୍ରଣୟନ, ରାଷ୍ଟ୍ରାୟତ୍ତ ଉଦ୍ୟୋଗର ବ୍ୟାପକ ଘରୋଇକରଣ ବିରୋଧରେ, ଲକ୍ଡା ଉନ ଯୋଗୁ ଛଟେଇ ଶ୍ରମିକ ଓ ବେକାର ଯୁବକମାନଙ୍କୁ କର୍ମସଂସ୍ଥାନ ଇତ୍ୟାଦି ୧୦ ଦଫା ଦାବି ସହିତ ବ୍ୟାଙ୍କ ଘରୋଇକରଣରୁ ନିବୃତ୍ତ ରହିବା ଇତ୍ୟାଦି ଦାବିରେ ଏଆଇବିଇଏ ଏବଂ ଏଆଇବିଓଏ ପକ୍ଷରୁ ଏହି ଧର୍ମଘଟର ଡାକରା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026

You Might Also Like