-+91-9937148622 |

prerana_bgr@rediffmail.com |

  Tuesday 5th July 2022 |

| | | |

R.N.I. Regd No. ODIODI/2010/46693

Breaking News

ହେରା ପଞ୍ଚମୀ ଉପଲକ୍ଷେ ପଞ୍ଚମ ର ଭଜନ ସନ୍ଧ୍ୟା   (05-Jul-2022)       ||      ହଜିଥିବା ମୋବାଇଲ ଓ ଟଙ୍କା ଫେରାଇ ରେଲୱେ ସୁଇପରଙ୍କ ହୃଦୟ ବିଜୟ କଲେ ବିଜୟିନୀ   (05-Jul-2022)       ||      ରକ୍ତଦାନ ପାଇଁ ନାରୀ ସମାଜକୁ ଆହ୍ୱାନ କଲେ କାବ୍ୟଶ୍ରୀ ପ୍ରଧାନ   (05-Jul-2022)       ||      ଗର୍ଭବତୀ ମହିଳାଙ୍କୁ ଧୋକା ଦେଇ ଚମ୍ପଟ୍ ମାରିଲା ସ୍ବାମୀ, ବେଗୁନିଆପଡ଼ା ଫାଣ୍ଡିରେ ମହିଳା ସଂଗଠନ    (05-Jul-2022)       ||      ମୁରିବାହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟକ୍ରମ    (05-Jul-2022)       ||      ଦନ୍ତୁରିତ ରାସ୍ତା କୁ ପିଚୁକରଣ କରିବାପାଇଁ ଜିଲ୍ଲାପାଳ ଙ୍କୁ ଅଭିଯୋଗ କଲେ   (05-Jul-2022)       ||      ମାଁ କ୍ରସରରେ ଅଘଟଣ,ନାଇଟ୍ରୋଜେନ ଗ୍ୟାସସିଣ୍ଡର ବ୍ଲାଷ୍ଟରୁ ୩ଜଣ ଶ୍ରମିକ ଗୁରୁତର   (05-Jul-2022)       ||      ମହର୍ଷି ବୁଦ୍ଧରାମ ଡିଗ୍ରୀ କଲେଜରେ ବନ ମହୋତ୍ସବ କାର୍ଯ୍ୟକ୍ରମ    (05-Jul-2022)       ||      ବାରହା ମାଂସ ,ଦେଶୀ ବନ୍ଧୁକ ସହ ଜଣେ ଗିରଫ,   (05-Jul-2022)       ||      ବନମହୋତ୍ସବ ପାଳିତ   (05-Jul-2022)       ||      ମୁରିବ।ହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟ କର୍ମ।   (05-Jul-2022)       ||      ସିନ୍ଧେକେଲା ନିଶାନୀ ପାହାଡ ରେ ବନୀକରଣ   (05-Jul-2022)       ||      ରାଣୀପୁର ଝରିଆଲ ରେ ଶ୍ରାବଣ ମେଳା ପାଇଁ ପ୍ରସ୍ତୁତି ବୈଠକ। ପାନୀୟଜଳ, ଆଲୋକ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳା କୁ ଗୁରୁତ୍ବ   (05-Jul-2022)       ||      ଜଗତା ଘାଇ ପୁନଃରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଦୁର୍ନୀତି, ଖବର ସଂଗ୍ରହ ରେ ଯାଇଥିବା ସାମ୍ବାଦିକ ଙ୍କୁ ପେଟି କଣ୍ଟ୍ରାକ୍ଟର ତଥା କାଳିମେଘି ପଞ୍ଚାୟତ ର ସରପଞ୍ଚଙ୍କ ସ୍ୱାମୀଙ୍କ ଦବଙ୍ଗଗିରି   (04-Jul-2022)       ||      ମେଘଦୂତ ଆୱାର୍ଡ ଅଧିକାରୀ ଅଶୋକ କୁମାର ସାହୁଙ୍କୁ କଟକ ଦକ୍ଷିଣ ଡାକ ମଣ୍ଡଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା   (04-Jul-2022)       ||      ସଙ୍କୁଳ ସାମୂହିକ ଆଚାର୍ଯ୍ୟ କର୍ମଶାଳା ଉଦ୍‌ଯାପିତ    (04-Jul-2022)       ||      ଅର୍ଦ୍ଧେନ୍ଦୁ ଦାସଙ୍କ ଗିରଫ ପ୍ରତିବାଦରେ କୋକସରା ବ୍ଲକ୍ ସାମ୍ବାଦିକ ସଙ୍ଘ ପକ୍ଷରୁଏକ ଦାବିପତ୍ର ପ୍ରଦାନ   (04-Jul-2022)       ||      କୁରୁଲ ରାମଜୀ ହାଇସ୍କୁଲର ପୁରାତନ ବିଦ୍ୟାର୍ଥୀ ମାନଙ୍କ ମୋ’ ସ୍କୁଲ ଯୋଜନା ର ବୈଠକ   (04-Jul-2022)       ||      ରଥଯାତ୍ରା ଅବସରରେ ଅଂକୁର ସାହିତ୍ୟ ସଂସଦ ତରଫରୁ ଭକ୍ତି କବିତା ଆସର    (04-Jul-2022)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା    (04-Jul-2022)       ||     

HOME   ଜିଲ୍ଲା

ସମ୍ବଲପୁର :ଯୋଗ ଦେଲେ ନୂତନ ଜିଲ୍ଳାପାଳ ଅନନ୍ୟା ଦାସ

22-Jun-2022



ସମ୍ବଲପୁର//  ୨୦୧୫ ବ୍ୟାଚ ଆଇଏଏସ  ଅଫିସର ଭାରତୀୟ ପ୍ରଶାସନିକ ସେବା ସର୍ବଭାରତୀୟ ସ୍ତରରେ ୧୬ ନମ୍ବର ସ୍ଥାନ ଅଧିକାର କରିଥିବା ଅନନ୍ୟା ଦାସ ଆଜି ସମ୍ବଲପୁରର ନୂତନ ଜିଲ୍ଲାପାଳ ଭାବେ ଯୋଗଦାନ କରିଛନ୍ତି | ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉମାକାନ୍ତ ରାଜ ନୂତନ ଜିଲ୍ଲାପାଳଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି | ପୂର୍ବରୁ ନୂତନ ଜିଲ୍ଲାପାଳ ଡୁଡ଼ା ପିଡି କୋରାପୁଟ  ଏବଂ ଐତିହାସିକ କଟକ ସହରର  କମିନଶନର ଭାବେ କାର୍ଯ୍ୟ କରି ନିଜର ଦକ୍ଷତାର ସହ କାର୍ଯ୍ୟ କରି ଲୋକପ୍ରିୟତା ଅର୍ଜନ କରିଛନ୍ତି | ଆଜି ପ୍ରଥମ ଦିନରେ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀଙ୍କ ସହ ଏକ ଅନୌପଚାରିକ ଆଲୋଚନା କରିବା ସହ ଜନସାଧାରଣଙ୍କ ପ୍ରୀତିଭାଜନ ହେବା ସହ ପ୍ରଶାସନିକ କ୍ଷେତ୍ରରେ ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗେଇଦେବାକୁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି | ପ୍ରଥମେ ଜିଲ୍ଲାପାଳ  ସମ୍ବଲପୁର ଅଧଷ୍ଠାତ୍ରୀ ଦେବୀ ମା ସମଲେଇଙ୍କୁ ଦର୍ଶନ କରି କାର୍ଯ୍ୟଭାର ଗ୍ରହଣ କରିଛନ୍ତି | ଜିଲ୍ଲାରେ ଚାଲିଥିବା ବିଭିନ୍ନ ଅଧୁରା କାମଙ୍କୁ ଆଗକୁ ନେବା ସହ ନୂତନ ପ୍ରକଳ୍ପ ଗୁଡିକୁ ହାତକୁ ନେଇ ଜିଲ୍ଲାକୁ ସର୍ବଶ୍ରେଷ୍ଠ କରିବା  ଉପରେ ଗୁରୁତ୍ୱ ଦିଆଯିବ  ବୋଲି ନୂତନ ଜିଲ୍ଲାପାଳ କହିଛନ୍ତି |
(ସମ୍ବଳପୁରରୁ ସଂଜୀବ ପାଣୀଗ୍ରାହିଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ହେରା ପଞ୍ଚମୀ ଉପଲକ୍ଷେ ପଞ୍ଚମ ର ଭଜନ ସନ୍ଧ୍ୟା   05-Jul-2022
  ଜିଲ୍ଲା  
ହଜିଥିବା ମୋବାଇଲ ଓ ଟଙ୍କା ଫେରାଇ ରେଲୱେ ସୁଇପରଙ୍କ ହୃଦୟ ବିଜୟ କଲେ ବିଜୟିନୀ   05-Jul-2022
  ଜିଲ୍ଲା  
ରକ୍ତଦାନ ପାଇଁ ନାରୀ ସମାଜକୁ ଆହ୍ୱାନ କଲେ କାବ୍ୟଶ୍ରୀ ପ୍ରଧାନ   05-Jul-2022
  ଜିଲ୍ଲା  
ଗର୍ଭବତୀ ମହିଳାଙ୍କୁ ଧୋକା ଦେଇ ଚମ୍ପଟ୍ ମାରିଲା ସ୍ବାମୀ, ବେଗୁନିଆପଡ଼ା ଫାଣ୍ଡିରେ ମହିଳା ସଂଗଠନ   05-Jul-2022
  ଜିଲ୍ଲା  
ମୁରିବାହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟକ୍ରମ   05-Jul-2022
  ଜିଲ୍ଲା  
ଦନ୍ତୁରିତ ରାସ୍ତା କୁ ପିଚୁକରଣ କରିବାପାଇଁ ଜିଲ୍ଲାପାଳ ଙ୍କୁ ଅଭିଯୋଗ କଲେ   05-Jul-2022
  ରାଜ୍ୟ  
ମାଁ କ୍ରସରରେ ଅଘଟଣ,ନାଇଟ୍ରୋଜେନ ଗ୍ୟାସସିଣ୍ଡର ବ୍ଲାଷ୍ଟରୁ ୩ଜଣ ଶ୍ରମିକ ଗୁରୁତର   05-Jul-2022
  ଜିଲ୍ଲା  
ମହର୍ଷି ବୁଦ୍ଧରାମ ଡିଗ୍ରୀ କଲେଜରେ ବନ ମହୋତ୍ସବ କାର୍ଯ୍ୟକ୍ରମ   05-Jul-2022
  ଜିଲ୍ଲା  
ବାରହା ମାଂସ ,ଦେଶୀ ବନ୍ଧୁକ ସହ ଜଣେ ଗିରଫ,   05-Jul-2022
  ଜିଲ୍ଲା  
ବନମହୋତ୍ସବ ପାଳିତ   05-Jul-2022
  ଜିଲ୍ଲା  
ମୁରିବ।ହାଲ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଡିଗ୍ରୀ କଲେଜ ପରିସରରେ ୭୩ ତମ ବନ ମହୋତ୍ସବ କାର୍ଯ୍ୟ କର୍ମ।   05-Jul-2022
  ଜିଲ୍ଲା  
ସିନ୍ଧେକେଲା ନିଶାନୀ ପାହାଡ ରେ ବନୀକରଣ   05-Jul-2022

You Might Also Like