-+91-9937148622 |

prerana_bgr@rediffmail.com |

  Saturday 20th April 2024 |

| | | |

R.N.I. Regd No. ODIODI/2010/46693

Breaking News

ମେଦନା ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ12 ଲିଟର ବିଦେଶୀ ମଦ ଜବତ,ଜଣ ଗିରଫ   (20-Apr-2024)       ||      ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   (20-Apr-2024)       ||      ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    (20-Apr-2024)       ||      ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି    (20-Apr-2024)       ||      ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   (19-Apr-2024)       ||      ମଦ କାରବାରରେ ଜଣେ ଗିରଫ   (19-Apr-2024)       ||      ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   (19-Apr-2024)       ||      ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    (19-Apr-2024)       ||      ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   (19-Apr-2024)       ||      ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   (19-Apr-2024)       ||      ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   (19-Apr-2024)       ||      "ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   (19-Apr-2024)       ||      ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   (19-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||     

HOME   ଜିଲ୍ଲା

ଭଟପଲା ଜଗନ୍ନାଥ ମନ୍ଦିର କୁ ରଥ ଦାନକଲେ ଜଣେ ଭକ୍ତ.......

23-Jun-2022



କର୍ଲାମୁଣ୍ଡା:, ପ୍ରଦିପ କୁମାର ସାହୁ)
ଦୀର୍ଘ ୨ ବର୍ଷ ହେଲା(କରୋନା ମହାମାରୀ )ଯୋଗୁଁ ପ୍ରଭୁ ଜଗତର ନାଥ ଜଗନ୍ନାଥ ଭକ୍ତଙ୍କୁ ରଥରେ ଦର୍ଶନ ଦେଉନଥିଲେ କି ମାଉସୀ ଘରକୁ ଯାଉନଥିଲେ ଏଇ ବର୍ଷ ରଥରେ ବିଜେକରି ଭକ୍ତଙ୍କୁ ଦେବେ ଦର୍ଶନ।ତେଣୁ ଭକ୍ତ ଙ୍କ ମନରେ ଆନନ୍ଦ ର ଲହରୀ ଖେଳୁଛି ଏନେଇ ଗାଁ ଗହଳି ରେ ଏବେଠୁ ଉତ୍ସାହ ଦେଖାଗଲାଣି l ଏପରିକ୍ଷେତ୍ରରେ ଜଣେ ଭକ୍ତ ନିଜସ୍ୱ ଖର୍ଚ୍ଚରେ ରଥ ନିର୍ମାଣ କରି ପ୍ରଭୁଙ୍କୁ ଭେଟି ଦେଇଥିବା ଦେଖିବାକୁ ମିଳିଛି।କଳାହାଣ୍ଡି ଜିଲ୍ଲା  କର୍ଲାମୁଣ୍ଡା  ବ୍ଲକ ର ରିଞ୍ଜା ପଞ୍ଚାୟତ ର ଟକାରୁମାଲ ଗ୍ରାମର ଲାଲମନସାହୁ ଭଟାପଲା ଶ୍ରୀ ଜଗନ୍ନାଥ ମନ୍ଦିର କୁ ବୁଧବାର ନବନିର୍ମିତ ରଥ ଭେଟିଦେଇଥିଲେ l ଶ୍ରୀ ସାହୁ ହେଉଛନ୍ତି ଯୁବ ଖବରଦାତା ଯୁବରାଜ ସାହୁ ତଥା  ରିଞ୍ଜା ପଞ୍ଚାୟତ ର ପୂର୍ବତନ ସରପଞ୍ଚ ଭୋଜବନ୍ତି ସାହୁ ଙ୍କ ଶଶୁର l ଭଟାପଲା ଗ୍ରାମରୁ ସତାଧିକ ଲୋକ ଭଜନ କୀର୍ତ୍ତନ, ଘଣ୍ଟ, ଶଙ୍ଖ, ହରିବୋଲ, ହୁଳହୁଳି ରେ କମ୍ପି ଉଠିଥିଲା ଶ୍ରୀସାହୁ ଙ୍କ ଘର ଏବଂ ଗାଁ ରୀତିନୀତି ଅନୁଯାଇ ପୂଜାର୍ଚନା କରାଯାଇଥିଲା l ଶ୍ରୀ ସାହୁ ଅନ୍ନ ପ୍ରସାଦ ର ବ୍ୟବସ୍ଥା କରିଥିଲେ l ଭଟାପଲା ଗ୍ରାମବାସୀ ଅତ୍ୟନ୍ତ ଆନନ୍ଦ ମନରେ ରଥକୁ ବାହୀନେଇଥିଲେ ନିଜଗାଁକୁ ଶ୍ରୀ ସାହୁ ଙ୍କ ଏପରି ପଦକ୍ଷେପ କୁ ସାଧାରଣ ରେ ଉଚ୍ଚ ପ୍ରଶଂସା କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମେଦନା ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ12 ଲିଟର ବିଦେଶୀ ମଦ ଜବତ,ଜଣ ଗିରଫ   20-Apr-2024
  ଜିଲ୍ଲା  
ଧର୍ମଶାଳା ଶିଶୁ ବିଦ୍ୟା ମନ୍ଦିରର ପଞ୍ଚ ବିଂଶ ତମ ବର୍ଷିକୋତ୍ସଵ   20-Apr-2024
  ରାଜନୀତି  
ଜନ ଆଶିର୍ବାଦ ସଭାରେ ଯୋଗ ଦେଲେ ହଜାର ହଜାର ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀ, ବିକାଶ ଦିଗରେ ନରସିଂହଙ୍କ ପଦାଙ୍କ ଅନୁସରଣ ର ପ୍ରତିଜ୍ଞା କଲେ ସମରେନ୍ଦ୍ର   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    20-Apr-2024
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି   20-Apr-2024
  ଜିଲ୍ଲା  
ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   19-Apr-2024
  ଜିଲ୍ଲା  
ମଦ କାରବାରରେ ଜଣେ ଗିରଫ   19-Apr-2024
  ଜିଲ୍ଲା  
ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   19-Apr-2024
  ରାଜନୀତି  
ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    19-Apr-2024
  ଜିଲ୍ଲା  
ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   19-Apr-2024
  ରାଜନୀତି  
ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   19-Apr-2024

You Might Also Like