-+91-9937148622 |

prerana_bgr@rediffmail.com |

  Thursday 28th March 2024 |

| | | |

R.N.I. Regd No. ODIODI/2010/46693

Breaking News

ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସଂସ୍କୃତ ପରିଷଦ ବଲାଙ୍ଗିରର ବୈଠକ   (27-Mar-2024)       ||      ପେଲେସ ଲାଇନ ରାଧାକୃଷ୍ଣ ମନ୍ଦିରରେ ହରିହର ଭେଟ   (27-Mar-2024)       ||      ସିନ୍ଧେକେଲା କଟକିଆ ସମାଜ ଦ୍ୱାରା ଅଷ୍ଟପ୍ରହରି ଓ ଫାଲଗୁନ ଉତ୍ସବ ଉଦଯାପିତ   (27-Mar-2024)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ହୋଲି ଉତ୍ସବ ପାଳନ ମେଲୋଡି ସଂଗୀତ ଓ ନାଚ ରେ ଖୁବ୍ ମଜା ନେଲେ ସହର ବାସୀ   (27-Mar-2024)       ||      ଦିବ୍ୟାଙ୍ଗ ଶିଶୁମାନଙ୍କ ସହ ହୋଲି ପାଳନ   (27-Mar-2024)       ||      ଦିବ୍ୟାଙ୍ଗ ଶିଶୁମାନଙ୍କ ସହ ହୋଲି ପାଳନ : ଶିଶୁ ଓ ମହିଳା ବିକାଶ ସୋସାଇଟି   (26-Mar-2024)       ||      ଉନ୍ନତ ସଜନା ଚାଷ ଉପରେ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Mar-2024)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୨୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ : ତୁରନ୍ତ ସମାଧାନ ହେଲା ବିଭିନ୍ନ ୪ ଗୋଟି ଅଭିଯୋଗ

27-Jun-2022



ସୁବର୍ଣ୍ଣପୁର, ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୪ ଗୋଟି ଓ ସାମୁହିକ ଦରଖାସ୍ତ ୫ ଗୋଟି  ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୨୯ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ସୋନପୁରର ଭାରପ୍ରାପ୍ତ ବି ଡି ଓ  ଶଶିଭୂଷଣ

ପ୍ରଧାନଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦେଶକ, ଡି ଆର ଡି ଏ -ଶ୍ରୀ ନିହାର ରଞ୍ଜନ କଁହର ,ଉପଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ, ତହସିଲଦାର ସୋନପୁର  ନବୀନ କିଶୋର ପାଢ଼ୀ,ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024
  ଜିଲ୍ଲା  
କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   27-Mar-2024
  ଜିଲ୍ଲା  
ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   27-Mar-2024
  ଜିଲ୍ଲା  
ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   27-Mar-2024
  ଜିଲ୍ଲା  
ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ   27-Mar-2024
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      27-Mar-2024
  ଜିଲ୍ଲା  
ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା   27-Mar-2024
  ଜିଲ୍ଲା  
ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା   27-Mar-2024

You Might Also Like