-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଜିଲ୍ଲା

କୋଭିଡ଼ ନିୟମ ଅନୁଯାୟୀ ବିନା ଭକ୍ତରେ ପାଳନ ହେବ ଧବଳେଶ୍ବରଙ୍କ ପଞ୍ଚୁକ ଓ ବଡଓଷା ।

23-Nov-2020



କଟକ, (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ) - କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ବଡ଼ ଓଷା ଏବର୍ଷ ବିନା ଭକ୍ତରେ କରାଯିବ । ସରକାରଙ୍କ କୋଭିଡ଼ ନିୟମ ଅନୁଯାୟୀ ପୂଜା ଏବଂ ନିତୀକାନ୍ତି କରାଯିବ ବୋଲି ନଷ୍ପତ୍ତି କରାଯାଇଛି । ଆଜି ସୋମବାର ଅଁଳା ନବମୀ ଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ସମସ୍ତ ନିତୀକାନ୍ତି କୋଭିଡ଼ ନିୟମ ଅନୁଯାୟୀ କରାଯିବ । ଚଳିତ ବର୍ଷ ପହିଲି ପଞ୍ଚୁକ ବୁଧବାର ପଡ଼ଥିବା ବେଳେ ଶନିବାର ବାବା ଧବଳେଶ୍ବରଙ୍କ ବଡ଼ ଓଷା ପଡୁଛି । ଏନେଇ ସୋମବାର ଦିନ ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତିଙ୍କ ଅଧ୍ୟକ୍ଷତାରେ, ଏକ ପ୍ରସ୍ତୁତି ବୈଠକ , ସ୍ଥାନୀୟ ଧବଳେଶ୍ବର ଫାଣ୍ଡି ପରିସରରେ ଅନୁଷ୍ଠିତ ହୋଇଥିଲା । ସୋମବାର ୨୨ ତାରିଖ ଠାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ , ବାବା ଧବଳେଶ୍ବର ମନ୍ଦିର ପରିସରକୁ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି ।


ପାଇକରାପୁର ଠାରୁ ମଞ୍ଚେଶ୍ୱର ପର୍ଯ୍ୟନ୍ତ ଏହି ରାସ୍ତାରେ ପଞ୍ଚୁକ ସମୟରେ , କୈଣସି ବ୍ୟକ୍ତି ଯାଆସ ଯେପରି ନକରନ୍ତି , ସେଥିପାଇଁ ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ସର୍ବ ସାଧାରଣ ଲୋକମାନେ ବାବାଙ୍କ ପୀଠକୁ ଯେପରି ଯାଇ ନପାରିବେ , ସେନେଇ ୯ ପ୍ଲାଟୁନ ପୋଲିସ ଫୋର୍ସ ଧବଳେଶ୍ବର ମହାଦେବଙ୍କ ପୀଠସ୍ଥଳୀ ଅଞ୍ଚଳରେ ମୁତୟନ କରାଯାଇଛି । ବାବାଙ୍କ ପୀଠ କୁ କେବଳ ସବାୟତଙ୍କ ଛଡା ଅନ୍ୟ କାହାରିକୁ ପ୍ରବେଶ କରି ପାରିବେ ନାହିଁ । ଏପରିକି ପ୍ରଶାନିକ ଅଧିକାରୀ , ପୋଲିସ ,ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ମଧ୍ୟ ମନ୍ଦିର କୁ ଯିବା ପାଇଁ ବାରଣ କରାଯାଇଛି । ଏହି ବୈଠକରେ ଏସଡିପିଓ , ସ୍ଥାନୀୟ ତହସିଲଦାର , ଗୁରୁଡିଝାଟିଆ ଥାନା ଅଧିକାରୀ , ସମସ୍ତ ମନ୍ଦିର ପୂଜକ, ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like