-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||     

HOME   ରାଜନୀତି

ଦେଶରେ କରୋନା ସ୍ଥିତି ନେଇ ଆଜି ଭର୍ଚୁଆଲ୍‌ ବୈଠକରେ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

24-Nov-2020



ଦିଲ୍ଲୀ (ପ୍ରେରଣା ଖବର) ଦେଶରେ କରୋନା ସ୍ଥିତି ନେଇ ଆଜି ଭର୍ଚୁଆଲ୍‌ ବୈଠକରେ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଏଥିରେ ୮ ରୁ ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେଇ ପାରନ୍ତି, ଡିସେମ୍ବର ମାସ ପାଇଁ ରଣନୀତି ଓ ସ୍ୱାସ୍ଥ୍ୟସେବା ନେଇ ଆଲୋଚନା ହେବା ସମ୍ଭାବନା ରହିଛି!!କୋଭିଡ-୧୯ର ସ୍ଥିତି ନେଇ ଆଜି ସମୀକ୍ଷା କରିବେ ମୋଦି: ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟମନ୍ତ୍ରୀ ଏବଂ ପ୍ରତିନିଧିମାନଙ୍କ ସହିତ ଭର୍ଚୁଆଲ ବୈଠକ। ଟିକା ବଂଟନ ରଣନୀତି ନେଇ ହୋଇପାରେ ଆଲୋଚନା । ସାମିଲ ହେବେ କେଜ୍ରିୱାଲ ଏବଂ ମମତା!!*ଭାରତର ବିଭିନ୍ନ ରାଜ୍ୟରେ କୋଭିଡ-୧୯ର ସ୍ଥିତି କିପରି ରହିଛି ସେନେଇ ଆଜି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟମନ୍ତ୍ରୀ ଏବଂ ପ୍ରତିନିଧିମାନଙ୍କ ସହିତ ବୈଠକ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟିକା ବଂଟନର ରଣନୀତି କଣ ରହିବ ସେ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ନେଇ ସୂଚନା ମିଳିଛି । ଏହି ଭର୍ଚୁଆଲ ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମିଲ ହେବା ନେଇ ସୁତ୍ରରୁ ସୂଚନା ମିଳିଛି । କରୋନା ସ୍ଥିତି ନେଇ ପୂର୍ବରୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଅନେକ ଭର୍ଚୁଆଲ ମିଟିଂ କରିସାରଛନ୍ତି!!*ଜାତୀୟ ସ୍ତରରେ ସଂକ୍ରମଣ ୫୦ହଜାରରୁ କମ ରହିଥିବା ବେଳେ କେତେକ ସହରରେ ସଂକ୍ରମଣ ହାର ବୃଦ୍ଧି କାରଣରୁ କର୍ଫ୍ୟୁ ସହିତ ଅନ୍ୟ କଟକଣାକୁ ଲାଗୁ କରାଯାଇଛି । ଅନ୍ୟପଟେ କରୋନା ଟିକା ଯେତେବେଳେ ଆସିବ ସେତେବେଳେ ଏହାର କିପରି ସଠିକ ବଂଟନ ହୋଇପାରିବ ସେ ଦିଗରେ ମଧ୍ୟ କେନ୍ଦ୍ର ସରକାର ବେଶ ଯତ୍ନବାନ ରହିଛନ୍ତି । ଭାରତରେ ବର୍ତମାନ ୫ଟି ଟିକାର ବିକାଶ ପ୍ରକ୍ରିୟା ଜାରି ରହିଥିବା ବେଳେ ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପରୀକ୍ଷଣରେ ୪ଟି ଟିକା ରହିଛି । ଆଉ ଗୋଟିଏ ଟିକାର ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ଜାରି ରହିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026

You Might Also Like