-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||     

HOME   ଜିଲ୍ଲା

ଭୁବନେଶ୍ୱର ଓ କଟକ ଜିଲ୍ଲା ଟାଙ୍ଗୀ ଠାରେ ନକଲି ଗୁଟଖା

24-Nov-2020



କଟକ, ( ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)- କଟକ ଓ ଭୁବନେଶ୍ଵର ରେ ନକଲି ଗୁଟଖା କାରଖାନା ଉପରେ ଚଢଉ ହେବାର କିଛି ଦିନ ମଧ୍ୟରେ ଜଗତପୁର ଠାରେ ଅନୁରୂପ ଭାବେ ପୁଲିସ୍ ନକଲି ଗୁଟଖା କାରଖାନାକୁ ଠାବ କରିଛି । ନୂତନ ଶିଳ୍ପାଞ୍ଚଳ ଫେଜ୍-୩ରେ ଲତା ଏଣ୍ଟରପ୍ରାଇଜେସ ନାମକ କାରଖାନାରେ”ନୋ-ୱାନ୍” ବ୍ରାଣ୍ଡରେ ଗୁଟଖା ପ୍ରସ୍ତୁତ କରାଯାଉଥିଲା । କୌଣସି ସୂତ୍ରରୁ ଖବର ପାଇ ପୁଲିସ୍ ଚଢଉ କରିବା ସମୟରେ ଘଟଣାସ୍ଥଳରୁ ମାଲିକ ଓ କର୍ମଚାରୀ ଫେରାର ହୋଯାଇଛନ୍ତି । କାରଖାନା ପରିସରରୁ ବିଭିନ୍ନ ପ୍ରକାର ଅବଧି ଶେଷ କେମିକାଲ,ରଙ୍ଗ,ପାଉଡର,ନିକୋଟିନ ସମେତ ବିପୁଳ ପରିମାଣରେ ମହଜୁଦ ରହିଥିବା ୫ କ୍ଵିଣ୍ଟାଲରୁ ଉର୍ଦ୍ଧ୍ୱ ଗୁଟଖା ସହ  ୫୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଯନ୍ତ୍ରାଂଶକୁ ପୁଲିସ୍ ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ପୁଲିସ୍ ଆକଳନ କରିଛି । ପ୍ରକାଶ ଥାଉ କି,ଜଗତପୁର ଥାନା ଅଧିକାରୀ ରବୀନ୍ଦ୍ରନାଥ ମେହେର ନୂତନ ଶିଳ୍ପାଞ୍ଚଳ ଫେଜ୍-୩ ଠାରେ ନକଲି ଗୁଟଖା ପ୍ରସ୍ତୁତ ହେଉଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇଥିଲେ । କଟକ ଡିସିପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ଉକ୍ତ ଗୁଟଖା କାରଖାନାରେ ଜୋନ୍-୧ ଏସିପି ଅମରେନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ସୋମବାର ପୂର୍ବାହ୍ନରେ ଜଗତପୁର ପୁଲିସ୍ ପକ୍ଷରୁ ଚଢଉ କରାଯାଇଥିଲା । ସାଧାରଣ ଲୋକଙ୍କ ପାଇଁ ଏହି ଗୁଟଖା ଗୁଡ଼ିକ ମାରାତ୍ମକ ସାବ୍ୟସ୍ତ ହେଉଥିବା ବେଳେ ନକଲି ଗୁଟଖା ସେବନ ଦ୍ଵାରା କେଉଁସବୁ କ୍ଷତି ହେବ ତାହା ଏବେ ପୁଲିସ୍ ପ୍ରଶାସନର ଚିନ୍ତାକୁ ଦ୍ଵି-ଗୁଣିତ କରିଛି । ଏହି କାରଖାନାରେ ନୋ-ୱାନ ଗୁଟଖା ପ୍ରସ୍ତୁତ କରାଯାଇ ରାଜ୍ୟର ବିଭିନ୍ନ ସ୍ଥାନ ତଥା ପଡୋଶୀ ରାଜ୍ୟ ମାନଙ୍କୁ ଚାଲାଣ କରାଯାଇଥାଏ ବୋଲି ଜଣାପଡିଛି । ଏହି ନକଲି ଗୁଟଖା କାରଖାନାରୁ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରି ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି । ଉକ୍ତ ଲତା ଏଣ୍ଟର ପ୍ରାଇଜେସ କାରଖାନାକୁ ପୁଲିସ୍ ପକ୍ଷରୁ ସିଲ୍ କରାଯା


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026

You Might Also Like