-+91-9937148622 |

prerana_bgr@rediffmail.com |

  Thursday 25th April 2024 |

| | | |

R.N.I. Regd No. ODIODI/2010/46693

Breaking News

ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   (24-Apr-2024)       ||      ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   (24-Apr-2024)       ||      ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   (24-Apr-2024)       ||      ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ    (24-Apr-2024)       ||      ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     (24-Apr-2024)       ||      ୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    (24-Apr-2024)       ||      ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   (24-Apr-2024)       ||      ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   (24-Apr-2024)       ||      ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   (24-Apr-2024)       ||      ପଲଶାଗୋରା କଲେଜ ରେ ଭୋଟର ସଚେତନତା ଶିବିର   (24-Apr-2024)       ||      ଓଡିଶା ରାଜ୍ୟ ଉଷୁ  କ୍ୟାମ୍ପ ଅନୁଷ୍ଠିତ ହଇଯାଇଛି    (24-Apr-2024)       ||      କାମରେ ଆସୁନି ୩୮ କୋଟି ର ମେଗା ପାନୀୟଜଳ ପ୍ରୋଜେକ୍ଟ   ପିଇବା ପାଣି ପାଇଁ ୨୫ ଖଣ୍ଡ ଗାଁ ର ଲୋକେ ହନ୍ତସନ୍ତ    (24-Apr-2024)       ||      ଚିଲିକା ନିର୍ବାଚନ ମଣ୍ଡଳୀରେ ଵି ଜେ ଡି ର ଶୋଭାଯାତ୍ରା   (24-Apr-2024)       ||      ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ ପଟ୍ଟନାୟକ । ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ କରିବେ ସମାବେଶ ।   (24-Apr-2024)       ||      ତରଭା ଏନ ଏ ସି କୁ ମୁନସିପାଲଟିକରିବା ମୋର ନିର୍ବାଚନୀ ପ୍ରତିଶୃତି : ନିରଞ୍ଜନ ପୂଜାରୀ    (24-Apr-2024)       ||      ଦ୍ବିତୀୟ ପର୍ଯ୍ୟାୟ ବୃତ୍ତିଗତ ବିକାଶ ତାଲିମ ଶିବିର ଅନୁଷ୍ଠିତ,୧୦୦ରୁ ଉର୍ଦ୍ଧ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ଅଂଶ ଗ୍ରହଣ   (24-Apr-2024)       ||      ରୁଷୁଡା ଓ ଚିଞ୍ଜେଡ ଗ୍ରାମପଞ୍ଚାୟତରେ ବିଜେଡିର ଜୋରଦାର ପ୍ରଚାର, ମିଶ୍ରଣ ପର୍ବ ଅନୁଷ୍ଠିତ   (24-Apr-2024)       ||      ରାଷ୍ଟ୍ରୀୟ କବି ସଙ୍ଗମ ପକ୍ଷରୁ କଟକ ଜିଲ୍ଲା ଶାଖା କବି ସମ୍ବର୍ଦ୍ଧିତ    (23-Apr-2024)       ||      ମହିଳାଙ୍କ ବିଶାଳ ଚଇତିଶୋଭାଯାତ୍ରା,କଳିକେଙ୍କ ବିଜୟପାଇଁ ସମଳେଶ୍ୱରୀମନ୍ଦିରରେ ୨ହଜାର ଦୀପଦାନ   (23-Apr-2024)       ||     

HOME   ଜିଲ୍ଲା

ବାରହା ମାଂସ ,ଦେଶୀ ବନ୍ଧୁକ ସହ ଜଣେ ଗିରଫ,

05-Jul-2022



ନାକଟିଦେଉଳ(ପ୍ରେରଣା ଖବର)  ନାକଟିଦେଉଳ ରେଞ ର ଲାଣ୍ଡିମାଳ ସଂରକ୍ଷିତ ଜଙ୍ଗଲରୁ ଅବାଧରେ ଜନ୍ତୁ ଶୀକାର କରିବା ଅଭିଯୋଗରେ ବନବିଭାଗ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ଆଜି କୋର୍ଟ ଚାଲାଣ କରିଥିବା ଜଣା ପଡ଼ିଛି ା 
ବନବିଭାଗ ସୂତ୍ରରୁ ପ୍ରକାଶ ଯେ , ନାକଟିଦେଉଳ ରେଞର ଜଗନ୍ନାଥପ୍ରସାଦ ଲାଣ୍ଡିମାଳ ସଂରକ୍ଷିତ ଜଙ୍ଗରଲେ ଅବାଧରେ ଜନ୍ତୁ ଶୀକାର କରୁଥିବା ବନବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା ା ରେଞର ଅଶ୍ବିନୀ କୁମାର ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଫରେଷ୍ଟର ଅନୀଲ କିସାନ୍ ଏବଂ ବନବିଭାଗର କର୍ମଚାରୀମାନେ ଲାଣ୍ଡିମାଳ ସଂରକ୍ଷିତ ଜଙ୍ଗଲରେ ଚଢଉ କରି ଜଗନ୍ନାଥ ପ୍ରସାଦ ଗ୍ରାମର ବାବୁଲା ଶବର (୪୫) କୁ ଧରିବା ସହ ଆଉ ୨ ଜଣଙ୍କୁ ମଧ୍ୟ ବନବିଭାଗ ଅଟକ ରଖିଥିଲା ା ବାବୁଲା ପାଖରୁ ବନବିଭାଗ ଅଧାକେଜି ବାରହା ମାଂସ ସହ ଏକ ଦେଶୀ ବନ୍ଧୁକ ଜବତ କରିିଥିଲା ା ଅଟକ ରଖିଥିବା ୨ ଜଣ ଏହି କାମରେ ସଂପ୍ରକ୍ତି ନ ଥିବାରୁ ସେମାନଙ୍କୁ ବନବିଭାଗ ପଚରା ଉଚୁରା କରି ଛାଡ଼ି ଦେଇଥିବା ଜଣା ପଡ଼ିଛି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   24-Apr-2024
  ଜିଲ୍ଲା  
ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   24-Apr-2024
  ଜିଲ୍ଲା  
ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   24-Apr-2024
  ଜିଲ୍ଲା  
ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   24-Apr-2024
  ଜିଲ୍ଲା  
ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ   24-Apr-2024
  ଜିଲ୍ଲା  
ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     24-Apr-2024
  ଜିଲ୍ଲା  
୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    24-Apr-2024
  ଜିଲ୍ଲା  
ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   24-Apr-2024
  ଜିଲ୍ଲା  
ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   24-Apr-2024
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   24-Apr-2024
  ଜିଲ୍ଲା  
ପଲଶାଗୋରା କଲେଜ ରେ ଭୋଟର ସଚେତନତା ଶିବିର   24-Apr-2024
  ଜିଲ୍ଲା  
ଓଡିଶା ରାଜ୍ୟ ଉଷୁ  କ୍ୟାମ୍ପ ଅନୁଷ୍ଠିତ ହଇଯାଇଛି    24-Apr-2024

You Might Also Like