-+91-9937148622 |

prerana_bgr@rediffmail.com |

  Friday 6th December 2024 |

| | | |

R.N.I. Regd No. ODIODI/2010/46693

Breaking News

ରେଢ଼ାଖୋଲ ଥାନା ଅଞ୍ଚଳରେ ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ , ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଗିରଫ   (06-Dec-2024)       ||      ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   (06-Dec-2024)       ||      ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   (06-Dec-2024)       ||      କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   (06-Dec-2024)       ||      ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   (06-Dec-2024)       ||      କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   (06-Dec-2024)       ||      ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   (06-Dec-2024)       ||      ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   (06-Dec-2024)       ||      ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   (06-Dec-2024)       ||      ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା    (06-Dec-2024)       ||      ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   (06-Dec-2024)       ||      ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    (06-Dec-2024)       ||      ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   (06-Dec-2024)       ||      ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ   (06-Dec-2024)       ||      ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ   (06-Dec-2024)       ||      ବିଶ୍ଵ ଦରବାରରେ ପରିଚିତ ଶଲାବୁଢାଙ୍କ ପ୍ରତିମୂର୍ତ୍ତି ଜନ୍ମ ମାଟି ବିନିକାରେ ନିର୍ମାଣ ହେବ କେବେ ?   (06-Dec-2024)       ||      କୂଅ ରେ ପଡି ତିନି ବର୍ଷ ଶିଶୁ ପୁତ୍ର ଗୁରୁତର   (06-Dec-2024)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଲୋଇସିଂହା ଜମିଦାର ଜୟକୃଷ୍ଣ ସିଂ ରାଏ ଙ୍କ ଶୋକସଭା କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Dec-2024)       ||      ଏନ ଡି ୟୁ ଜେ ର ସାଧାରଣ ବୈଠକ ଓ ନୂତନ କର୍ମକର୍ତା ଚୟନ    (06-Dec-2024)       ||      ସାହିତ୍ୟ ଏକାଡେମୀର ବାଙ୍ଗାଲୁରୁ କୋଠାକୁ ତିନି ତାରକା ମାନ୍ୟତା   (05-Dec-2024)       ||     

HOME   ଜିଲ୍ଲା

ସତର୍କତା ହିଁ ମୁକାବିଳା ର ଏକମାତ୍ର ଅସ୍ତ୍ର - ଖଦ୍ୟୋତ

09-Jul-2022



ବଲାଙ୍ଗିର, ମାଲପଡା ସ୍ଥିତ ଖଦ୍ୟୋତ ଅନୁଷ୍ଠାନର ଏକ ମାସିକିଆ ବୈଠକ ସଭାପତି ପ୍ରଫେସର ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ବର୍ଷା ଋତୁରେ ସ୍ୱାସ୍ଥ୍ୟ ପାଇଁ ନିଜର ଘର ବାହାର ସଫା ରଖିବା, ଡ୍ରେନରେ ମଇଳା ନ ପକାଇବା, ସୁଷମ ଖାଦ୍ୟା ଖାଇବା, ମଶା ଦାଉରୁ ରକ୍ଷା ପାଇଁ ସନ୍ଧ୍ୟାର ଧୁବ ଓ ରାତ୍ରିରେ ମଶାରି ପକାଇ ଶୋଇବା, ବିଶେଷ କରି କରୋନାକୁ ଆଖିରେ ରଖି ଯେ କୌଣସି ସ୍ଥାନରେ ଅଯଥା ଗହଳି ନ କରିବା, ଗହଳି ଥିବା ସ୍ଥାନକୁ ନ ଯିବା, ଠିକ୍ ହିସାବରେ ମାକ୍ସ ପିନ୍ଧିବ ଇତ୍ୟାଦି ଉପରେ ଲୋକଙ୍କୁ ସଚେତନ କରିବା ଉପରେ ସଭ୍ୟମାନେ ମତ ବ୍ୟକ୍ତ କରିଥିଲେ । ଆଗାମୀ ଦିନରେ ମେଟ୍ରିକ ତଥା ଅନ୍ୟାନ୍ୟ ପରିକ୍ଷାରେ କୃତକାର୍ଯ୍ୟ ହେଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିବା ପାଇଁ ସ୍ଥିରିକୃତ ହୋଇଥିଲା । ଉକ୍ତ ସଭାରେ ଉପ-ସଭାପତି ରବି ଚନ୍ଦ୍ର ପଶାୟତ, ସଂପାଦକ ତଥା  ସମାଜସେବୀ ଆକୁଳ ବେହେରା, ପଞ୍ଚାନନ ସେଠ, ଦଧିବାମନ ଦାଶ, ଡା.ରାମ ପ୍ରସାଦ ବେହେରା, ମୀନକେତନ ମାଝି, ଉମାକାନ୍ତ ନାଥ, ହରେରାମ ବଗର୍ତ୍ତି, ଇଂ. ରମେଶ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ରହି ମତାମତ ପ୍ରଦାନ କରିଥିଲେ । ଶେଷରେ ରାଜେଶ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ରେଢ଼ାଖୋଲ ଥାନା ଅଞ୍ଚଳରେ ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ , ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଗିରଫ   06-Dec-2024
  ଜିଲ୍ଲା  
ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   06-Dec-2024
  ଜିଲ୍ଲା  
ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   06-Dec-2024
  ଜିଲ୍ଲା  
କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   06-Dec-2024
  ଜିଲ୍ଲା  
ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   06-Dec-2024
  ଜିଲ୍ଲା  
କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   06-Dec-2024
  ଜିଲ୍ଲା  
ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   06-Dec-2024
  ଜିଲ୍ଲା  
ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   06-Dec-2024
  ଜିଲ୍ଲା  
ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା   06-Dec-2024
  ରାଜ୍ୟ  
ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   06-Dec-2024
  ଜିଲ୍ଲା  
ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    06-Dec-2024

You Might Also Like