-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ବୌଦ୍ଧର ବାହୁଡା ଯାତ୍ରା ଧୁମଧାମରେ ପାଳିତ

09-Jul-2022



ବୌଦ୍ଧ(ପ୍ରେରଣା ଖବର): ବୌଦ୍ଧର ପ୍ରସିଦ୍ଧ ବାହୁଡା ଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି ।   ପ୍ରଭୁ ଶ୍ରୀଜଗନ୍ନାଥ ଭାଇ ଭଉଣୀଙ୍କ ସହ ନଅ ଦିନର ଲୀଳାଖେଳା ପରେ ନିଜ ମନ୍ଦିରକୁ  ବାହୁଡିଛନ୍ତି । ମାଉସୀ ମା ମନ୍ଦିରରେ  ସକାଳ  ନୀତିକାନ୍ତି ପରେ ତିନି ଠାକୁରଙ୍କୁ ସ୍ୱତନ୍ତ୍ର ବେଶ କରାଯିବାପରେ ଅପରାହ୍ନ ୪ ଟାରେ ବ୍ରାହ୍ମଣସେବକମାନଙ୍କ ଦ୍ୱାରା ତିନି ଠାକୁରଙ୍କୁ  ମନ୍ଦିରରୁ  ବାହାରକୁ ଅଣାଯାଇ  ଗୋଟିପହଣ୍ଡିରେ ନିଆଯାଇଥିଲା । ଏହି ସମୟରେ ଭକ୍ତମାନଙ୍କ ଦ୍ୱାରା ବଡଦାଣ୍ଡର ବିଭିନ୍ନ ସ୍ଥାନରେ ପରମ୍ପରା ମୁତାବକ ବାଟଭୋଗ ସବୁ ଲାଗି କରାଯାଇଥିଲା ।  ବ୍ରାହ୍ମଣସେବକଙ୍କ କାନ୍ଧରେ ତିନିଠାକୁର ଝୁଲି ଝୁଲି ପହଣ୍ଡିଯାତ୍ରାରେ ଯିବାବେଳେ ସକିର୍ତନ , ଘ, ଶଙ୍ଖ ନାଦରେ ବଡଦାଣ୍ଡ ପୁରି ଉଠିଥିଲା । ଠାକୁରମାନଙ୍କୁ ରଥାରୁଢ କରାଯିବାପରେ   ପରମ୍ପରା ଅନୁଯାୟୀ  ଶିଶୁମାନଙ୍କ ରଥ ଛୁଆଁ ଓ ବୌଦ୍ଧ ରାଜପରିବାରର ସତ୍ୱାଧିକାରୀ ଦେବେନ୍ଦ୍ର ପ୍ରସାଦ ଦେବଙ୍କ  ଦ୍ୱାରା ଛେରା ପହଁରା ନିତି ସଂପର୍ଣ୍ଣ ହୋଇଥିଲା । ସନ୍ଧ୍ୟା ସମୟରୁ ଝିପି ଝିପି ବର୍ଷା ସତ୍ୱେ ରଥାରୁଢ ତିନି ଠାକୁରଙ୍କୁ ଦର୍ଶନ କରିବାକୁ  ପ୍ରବଳ  ଭକ୍ତଙ୍କ ସମାଗମ ହୋଇଥିଲା । ସେହିପରି ହରିଗୁଢି ରଥରେ ତିନି ଠାକୁର ରଥାରୁଢ ହେବାପରେ ପରମ୍ପରା ଅନୁଯାୟୀ ମହିଳା ମାନେ ରଥ ଟାଣିଥିଲେ । ଜିଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଧାରା ବିବରଣୀ ପ୍ରଦାନ ସହିତ ସୂଚନା କେନ୍ଦ୍ର ଖୋଲାଯାଇ ଉତ୍କଳ ପ୍ରସଙ୍ଗ ବିକ୍ରୟ କରାଯାଇଥିଲା । ଅଧ୍ୟାପକ ପ୍ରତାପ କୁମାର ରଥ,ଚନ୍ଦ୍ରକାନ୍ତ ନାଏକ,ହୃଷିକେଶ ପ୍ରଧାନ,ଇ. ସଂର୍ଜ କୁମାର ପଣ୍ଡା,ସୁଶାନ୍ତ କୁମାର ମହାପାତ.ଜ୍ଞାନ ରଞ୍ଜନ ଶତପଥୀ,ଉମେଶ ପ୍ରସାଦ ମେହେର,ସନ୍ତୋଷ କର୍ଣ୍ଣ,ଦୁଃଖିଶ୍ୟାମ ବେହେରା,ଶିବଦତ ପଟ୍ଟନାୟକ ପ୍ରମୁଖ ଧାରା ବିବରଣୀ ପ୍ରଦାନ କରିଥିଲେ । ଜିଲାପାଳ ଲଲାଟେନ୍ଦୁ ମିଶ୍ର,ଏସପି ଜ୍ଞାନରଞ୍ଜନ ମହାନ୍ତି, ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର,ଉପଜିଲାପାଳ ସନତ କୁମାର ନାଏକ, ତହସିଲଦାର ଦେବୀ ପ୍ରସାଦ ଦାଶ,ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ ଓ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତିି ବଳିୟାରସିଂହ ପ୍ରମୁଖ ଉପସ୍ଥିତ ରହିତ ବାହୁଡା ଯାତ୍ରାର ବିଭିନ୍ନ କାର୍ଯ୍ୟ ତଦାରଖ କରିବା ସହିତ ରଥ ଟାଣିଥିଲେ । କିନ୍ତୁ ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଓ ବାରମ୍ବାର ନିବଦେନ ସତ୍ୱେ ପହଣ୍ଡି ଓ ରଥ ଟଣାରେ ବହୁ ବିଳିମ୍ବ ଯୋଗୁଁ ଦୂର ଦୁରାନ୍ତରୁ ଆସିଥିବା ଭକ୍ତମାନେ ରଥ ଟଣା ଶେଷ ନହେବା ପୁର୍ବରୁ ଚାଲିଯିବା ସହ ବିଳମ୍ବ ଯୋଗୁଁ ବହୁ ଭକ୍ତଙ୍କ ମନରେ ଅଶାନ୍ତି ଭାବ ପ୍ରକାଶ ପାଇଥିଲା ।  ଜନଗହଳିକୁ ଦୃଷ୍ଟିରେ ରଖି ଜିଲା  ପୋଲିସ ପକ୍ଷରୁ ବ୍ୟାପକ ଭାବରେ ମୃତୟନ ହୋଇଥିଲେ । ତେବେ ରଥଯାତ୍ରା ଭଳି ବାହୁଡାଯାତ୍ରା ମଧ୍ୟ ସକାଳୁ ପହଣ୍ଡି ଆରମ୍ଭ କରାଯାଇ ଠିକ୍ ସମୟରେ ରଥଟଣା ହେଲେ ବହୁ ଭକ୍ତ ରଥାରୁଢ ଠାକୁରଙ୍କ ଦର୍ଶନ କରିପାରନ୍ତେ ବୋଲି ସାଧାରଣରେ ମତପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like