-+91-9937148622 |

prerana_bgr@rediffmail.com |

  Saturday 20th April 2024 |

| | | |

R.N.I. Regd No. ODIODI/2010/46693

Breaking News

ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    (20-Apr-2024)       ||      ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି    (20-Apr-2024)       ||      ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   (20-Apr-2024)       ||      ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   (19-Apr-2024)       ||      ମଦ କାରବାରରେ ଜଣେ ଗିରଫ   (19-Apr-2024)       ||      ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   (19-Apr-2024)       ||      ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    (19-Apr-2024)       ||      ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   (19-Apr-2024)       ||      ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   (19-Apr-2024)       ||      ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   (19-Apr-2024)       ||      "ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   (19-Apr-2024)       ||      ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   (19-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||      ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   (18-Apr-2024)       ||      ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ    (18-Apr-2024)       ||      ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   (18-Apr-2024)       ||     

HOME   ରାଜ୍ୟ

ଜଙ୍ଗଲବିଭାଗରେ ମନରେଗା ଯୋଜନାର ଅର୍ଥହଡପ,କଣ୍ଟାବାଞ୍ଜି ରେଞ୍ଜରଙ୍କୁ କାରଣଦର୍ଶାଅ ନୋଟିସ

19-Jul-2022



ବଲାଙ୍ଗୀର,(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ରେଞ୍ଜରେ ମନରେଗା ଯୋଜନାରେ ଶ୍ରମିକଙ୍କ ଅର୍ଥକୁ ହଡପ କରିଥିବା ଅଭିଯୋଗ ହୋଇଥିଲା । ସେହି ଅଭିଯୋଗକୁ ନେଇ ବଲାଙ୍ଗୀର ଡିଏଫଓଙ୍କ ନିର୍ଦ୍ଦେଶରେ ଏସିଏଫ ବାବାଜୀ ରାଉଳ ଓ ଜୟନ୍ତ ପଧାନ ତଦନ୍ତ କରିଥିଲେ । ତାଙ୍କର ତଦନ୍ତ ରିପୋର୍ଟ ଆଧାରରେ ଆଜି ବଲାଙ୍ଗୀର ଡିଏଫଓ ନୀତିଶ କୁମାର କଣ୍ଟାବାଞ୍ଜି ରେଞ୍ଜର ଶ୍ରଦ୍ଧାଦେବ ବଡମାଲିଙ୍କୁ କାରଣଦର୍ଶାଅ ନୋଟିସ କରିଥିବା ଜଣାଯାଇଛି । ଶ୍ରୀ ବଡମାଲି ମନରେଗା ଯୋଜନାରେ କାମକରିଥିବା ଶ୍ରମିକଙ୍କ ପାଉଣାରୁ ଲକ୍ଷାଧିକ ଟଙ୍କା ହେରଫେର କରିଥିବା ସହିତ ଶ୍ରମିକଙ୍କୁନ ହଇରାଣ ହରକତ କରୁଥିବା ଅଭିଯୋଗ ହୋଇଥିଲା । କଣ୍ଟାବାଞ୍ଜି ରେଞ୍ଜ ଅଧିନସ୍ଥ ସଲଣ୍ଡିଠାରେ ମନରଗୋ ଯୋଜନାରେ ଏକ ନର୍ସରୀ କରାଯାଇଛି । ଏଠାରେ ମନରେଗା ଯୋଜନାର ବନୀକରଣ ପାଇଁ ଚାରା ଉତ୍ପାଦନ କରାଯାଇଥାଏ । ସଲଣ୍ଡି ଗାଁର ଦୟାନିଧି ବେହେରା ନାମକ ଜଣେ ଶ୍ରମିକ ଠିକଦାର ଏନେଇ ଅଭିଯୋଗ କରିଥିଲେ । ରେଞ୍ଜର ତାଙ୍କୁ ଶ୍ରମିକ ବାବଦକୁ ଥିବା ପାଉଣା ନଦେଇ ହଇରାଣ କରୁଥିବା ନେଇ ଅଭିଯୋଗ କରିଥିଲେ । ଏହି ଅଭିଯୋଗ ପାଇଲା ପରେ କିଛି ଗଣମାଧ୍ୟମ ପ୍ରତିନିଧି ରେଞ୍ଜର ଶ୍ରୀ ବଡମାଲିଙ୍କ ପାଖକୁ ତାଙ୍କର ପ୍ରତିକ୍ରୀୟା ନେବାକୁ ଯାଇଥିଲେ । କିନ୍ତୁ ସେଠାରେ ରେଞ୍ଜର କୌଣସି ପ୍ରତିକ୍ରୀୟା ଦେବା ବଦଳରେ ଗଣମାଧ୍ୟମରେ ନ୍ୟୁଜବନ୍ଦ କରିବାକୁ ସାମ୍ବାଦିକଙ୍କୁ ଅର୍ଥ ଯାଚିଥିଲେ । ଏହାର ଏକ ଭିଡିଓ ଭାଇରାଲ ହୋଇଥିଲା । ଏହି ଅଭିଯୋଗ ଉପରେ ଡିଏଫଓ ଶ୍ରୀ ନିତିଶ କୁମାର ତଦନ୍ତ କରାଇଥିଲେ । ରେଞ୍ଜର ଶ୍ରୀ ବଡମାଲି ତଦନ୍ତ ବେଳେ ଶ୍ରମିକଙ୍କ ପାଉଣା ବାକିଆ ଥିବା ସ୍ୱୀକାର କରିଥିଲେ ଓ ସାମ୍ବାଦିକଙ୍କୁ ରଥଯାତ୍ରା ବେଳର ବିଜ୍ଞାପନ ବାବଦକୁ ଅର୍ଥ ଦେଉଥିଲେ ବୋଲି କହିଥିଲେ । ଫଳରେ ଘଟଣାରେ ରେଞ୍ଜରଙ୍କ ଭୂମିକାକୁ ନେଇ ଆହୁରି ସନ୍ଦେହ ହୋଇଥିଲା । ଶେଷରେ ଆଜି ତାଙ୍କ ବିରୁଦ୍ଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବ ବୋଲି କାରଣଦର୍ଶା ଅ ନୋଟିସ କରାଯାଇଛି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ    20-Apr-2024
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି   20-Apr-2024
  ଜିଲ୍ଲା  
ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ   20-Apr-2024
  ଜିଲ୍ଲା  
ନାମ ଯଜ୍ଞରେ ଗୁଳି ମାଡ଼ ଘଟଣା, ବନ୍ଧୁକ, ଗୁଳି ସହ ୩ ଅଭିଯୁକ୍ତକୁ ଗିରଫ   19-Apr-2024
  ଜିଲ୍ଲା  
ମଦ କାରବାରରେ ଜଣେ ଗିରଫ   19-Apr-2024
  ଜିଲ୍ଲା  
ଗୋଚର ଜମି ଜବର ଦଖଲ ଉଛେଦ ଦାବୀ ରେ ଆଡ଼କଟାଗ୍ରାମ ବାସୀ ତହସିଲ ଓ ଥାନା ଘେରାଉ   19-Apr-2024
  ରାଜନୀତି  
ଖୁଣ୍ଟିଗୋରା କ୍ରିକେଟ କ୍ଲବର ବୈଠକ    19-Apr-2024
  ଜିଲ୍ଲା  
ଡାବୁଗାଁ ବ୍ଲକରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ବିଭିନ୍ନ ଦୋଳ ଛାଡି ବିଜେଡି ରେ ଯୋଗଦେଲ ୧୨୭ଜଣ କର୍ମି ।   19-Apr-2024
  ରାଜନୀତି  
ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ   19-Apr-2024
  ଜିଲ୍ଲା  
ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -   19-Apr-2024
  ଜିଲ୍ଲା  
"ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   19-Apr-2024
  ଜିଲ୍ଲା  
ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   19-Apr-2024

You Might Also Like