-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||     

HOME   ରାଜ୍ୟ

ଓଡ଼ିଆ ପୁଅ ପ୍ରକାଶ ତାଙ୍କ ବିରତ୍ୱ ପାଇଁ ପାଇଲେ ରାଷ୍ଟ୍ରପତି ପଦକ ପୁରସ୍କାର

28-Jul-2022



୧୬.୦୫.୨୦୧୯ତାରିଖରେ ଶ୍ରୀନଗର ର ଏକ ସେଓ ବଗିଚାରେ ପ୍ରାୟ ୭ଜଣ ଆତଙ୍କ ବାଦୀ ଲୁଚି ରହିଥିବା ସୂଚନା ପାଇବା ପରେ ଆର୍ ଆର୍ ଆର୍ମି ୧୭୮ବାଟାଲିୟନ୍
ସି ଆର୍ ପି ଏଫ୍ ଯବାନ୍ ଏବଂ ଆତଙ୍କବାଦୀ ମଧ୍ୟରେ ଆରମ୍ଭ ହୋଇଥିଲା ଫାୟରିଂ ।ଶେଷରେ ୩ଜଣ ଆତଙ୍କବାଦୀ ଙ୍କୁ ନିହତ କରିଥିଲେ ସି ଆର୍ ପି ଏଫ୍ ଯବାନ୍।
ଏହାସହିତ ବହୁ ଅସ୍ତ୍ରଶସ୍ତ୍ର ମଧ୍ୟ ଯବତ ହୋଇଥିଲା ସେଇମାନଙ୍କ ନିକଟରୁ।
ଏହି ସର୍ଚ୍ଚ ଅପରେସନ ରେ ସାମିଲ ଥିବା ଯବାନ୍ ମାନଙ୍କ ମଧ୍ୟରେ ଜଣେ ଓଡ଼ିଆ ପୁଅ ହେଉଛନ୍ତି ଗଞ୍ଜାମ ଜିଲ୍ଲା ବେଗୁନିଆ ପଡ଼ା ବ୍ଳକର କାଳିମେଘୀ ଗ୍ରାମର ବିପ୍ରଚରଣ ପଣ୍ଡା ଙ୍କ ପୁତ୍ର ପ୍ରକାଶ ଚନ୍ଦ୍ର ପଣ୍ଡା।

ବହୁଦିନର ନ୍ଯାୟିକ ତଦନ୍ତ ପରେ ଗତ ୧୫.୦୮.୨୦୨୧ତାରିଖରେ ପ୍ରକାଶ ଙ୍କୁ ରାଷ୍ଟ୍ରପତି ପଦକ ପୁରସ୍କାର ମିଳିବା ନେଇ ଘୋଷଣା ହୋଇଥିବା ବେଳେ ଗତ ବୁଧବାର ଦିନ ସି ଆର୍ ପି ଏଫ୍ ର ପାସିଙ୍ଗ ଡେ ପାଳନ ଅବସରରେ ସି ଆର୍ ପି ଏଫ୍ ଡିଜି କୁଲବୀର ସିଂଗ ଙ୍କ ଦ୍ୱାରା ଦିଲ୍ଲୀ ଠାରେ ତାଙ୍କ ବୀରତ୍ୱ ପାଇଁ ରାଷ୍ଟ୍ରପତି ପଦକ ପୁରସ୍କାର ପାଇଛନ୍ତି। ଏହି ଖବର ଅଞ୍ଚଳ ବାସୀ ଶୁଣି ପ୍ରକାଶ ଙ୍କୁ ଶୁଭେଚ୍ଛା ଜଣେଇବା ସହ ତାଙ୍କ ବୀରତ୍ୱ ପାଇଁ ଏହି ଅଞ୍ଚଳ ଆଜି ଗର୍ବିତ ବୋଲି କହିଛନ୍ତି ।
(ଗଞ୍ଜାମରୁ ଭଗବାନ ପାଢ଼ୀଙ୍କ ରିପୋଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026

You Might Also Like