-+91-9937148622 |

prerana_bgr@rediffmail.com |

  Wednesday 17th August 2022 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ କୋଠାଘର ଓ ମହାନଦୀ ବ୍ରିଜ ଆଲୋକିକରଣ ଓ ଉଦ୍ଘାଟିତ   (17-Aug-2022)       ||      ନନ୍ଦାହାଣ୍ଡି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର   (17-Aug-2022)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟାମାଳ ଠାରେ ଜନଶୁଣାଣି କାର୍ଯ୍ୟକ୍ରମ    (17-Aug-2022)       ||      ଆଜାଦୀକା ଅମୃତ ମହୋତ୍ସବ ଉପଲକ୍ଷେ ଯୋଗିନୀପିଠ ରାଣୀପୁର ଝରିଆଲ ରେ ଉଡିଲା ସୁଉଚ୍ଚ ଜାତୀୟ ପତାକା । ଲଗାଣ ବର୍ଷା ସତ୍ବେ ବହୁ ସଂଖ୍ୟକ ଲୋକ ସାମିଲ ହେଲେ   (16-Aug-2022)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାରେ ୭୬ତମ ସ୍ୱାଧୀନତା ଦିବସ ପାଳନ   (16-Aug-2022)       ||      ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2022)       ||      ଜାତୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳନ ପାଇଁ ବିଭିନ୍ନ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା   (16-Aug-2022)       ||            ଦଶପୁର ରେ ମିଳିତ ମାଗଣା ସ୍ୱାସ୍ଥ୍ୟ ଶିବିର   (16-Aug-2022)       ||      କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କୁ ପ୍ରତାରଣା: ଓଡିଶା ସରକାର ବିରୋଧରେ ଦୁର୍ବାର ଆନ୍ଦୋଳନ ହେବ    (16-Aug-2022)       ||      ପୁଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ କାର ଜବତ: ଚାଲାଣ କାରୀ ଚମ୍ପଟ ମାରିଲେ   (16-Aug-2022)       ||      ଫସଲ ବୀମା ରାଶି ପ୍ରଦାନ ଦାବୀ ନେଇ ହଲଦି ରାଜରାସ୍ତା ଅବରୋଧ   (16-Aug-2022)       ||      ଆଜାଦି ର ଅମୃତ ମହୋତ୍ସବ ଦେଶକୁ ସ୍ୱାବିଲମ୍ବି ଏବଂ ଆତ୍ମନିର୍ଭରଶୀଳ କରିବ: ଗଜାନନ୍   (16-Aug-2022)       ||      କଳାବ୍ୟାଜ୍‌ ପିନ୍ଧି କାମ କରୁଛନ୍ତି କଣ୍ଟାବାଞ୍ଜି ବିଜୁ ରକ୍ତ ଭଣ୍ଡାରର କର୍ମଚାରୀ    (16-Aug-2022)       ||      ୨୮୦ ବୋତଳ କପସିରଫ ଓ ୨୦ ଳିଟର ଦେଶିମଦ ଜଵତ ସହ ଦୁଇ ଗିରଫ   (16-Aug-2022)       ||      ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ର ତୀରଙ୍ଗା ଶୋଭାଯାତ୍ରା   (16-Aug-2022)       ||      ସେପ୍ଟେମ୍ବର୍ ରେ ରିଲିଜ୍ ହେବ ନୂଆଁ ଓଡ଼ିଆ ସିନେମା ମହର୍ଷି    (16-Aug-2022)       ||      ରେଢ଼ାଖୋଲ ରକ୍ତ ଭଣ୍ଡାରରେ ଆରିୟନ ଫାଉଣ୍ଡେସନ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ    (16-Aug-2022)       ||      ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ଦେଶାତ୍ମବୋଧକ କବିତା ପାଠ    (16-Aug-2022)       ||      ଅଭିନଵ ଢଙ୍ଗରେ ଗାନ୍ଧୀ ଙ୍କ ଚିତ୍ର ଆଙ୍କି ଉତ୍ସବ ମନଇଲେ ସୋନପୁର ଆର୍ଟ ଏଣ୍ଡ କ୍ରାଫ୍ଟ ସ୍କୁଲର ଶିକ୍ଷକ ଓ ଛାତ୍ରଛାତ୍ରୀ   (16-Aug-2022)       ||      ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ତରଫରୁ "ସ୍ୱାଧୀନତା ଦିବସ" ଏବଂ "ରକ୍ଷ୍ୟା ବନ୍ଧନ" ପାଳିତ   (16-Aug-2022)       ||     

HOME   ରାଜ୍ୟ

ଓଡ଼ିଆ ପୁଅ ପ୍ରକାଶ ତାଙ୍କ ବିରତ୍ୱ ପାଇଁ ପାଇଲେ ରାଷ୍ଟ୍ରପତି ପଦକ ପୁରସ୍କାର

28-Jul-2022



୧୬.୦୫.୨୦୧୯ତାରିଖରେ ଶ୍ରୀନଗର ର ଏକ ସେଓ ବଗିଚାରେ ପ୍ରାୟ ୭ଜଣ ଆତଙ୍କ ବାଦୀ ଲୁଚି ରହିଥିବା ସୂଚନା ପାଇବା ପରେ ଆର୍ ଆର୍ ଆର୍ମି ୧୭୮ବାଟାଲିୟନ୍
ସି ଆର୍ ପି ଏଫ୍ ଯବାନ୍ ଏବଂ ଆତଙ୍କବାଦୀ ମଧ୍ୟରେ ଆରମ୍ଭ ହୋଇଥିଲା ଫାୟରିଂ ।ଶେଷରେ ୩ଜଣ ଆତଙ୍କବାଦୀ ଙ୍କୁ ନିହତ କରିଥିଲେ ସି ଆର୍ ପି ଏଫ୍ ଯବାନ୍।
ଏହାସହିତ ବହୁ ଅସ୍ତ୍ରଶସ୍ତ୍ର ମଧ୍ୟ ଯବତ ହୋଇଥିଲା ସେଇମାନଙ୍କ ନିକଟରୁ।
ଏହି ସର୍ଚ୍ଚ ଅପରେସନ ରେ ସାମିଲ ଥିବା ଯବାନ୍ ମାନଙ୍କ ମଧ୍ୟରେ ଜଣେ ଓଡ଼ିଆ ପୁଅ ହେଉଛନ୍ତି ଗଞ୍ଜାମ ଜିଲ୍ଲା ବେଗୁନିଆ ପଡ଼ା ବ୍ଳକର କାଳିମେଘୀ ଗ୍ରାମର ବିପ୍ରଚରଣ ପଣ୍ଡା ଙ୍କ ପୁତ୍ର ପ୍ରକାଶ ଚନ୍ଦ୍ର ପଣ୍ଡା।

ବହୁଦିନର ନ୍ଯାୟିକ ତଦନ୍ତ ପରେ ଗତ ୧୫.୦୮.୨୦୨୧ତାରିଖରେ ପ୍ରକାଶ ଙ୍କୁ ରାଷ୍ଟ୍ରପତି ପଦକ ପୁରସ୍କାର ମିଳିବା ନେଇ ଘୋଷଣା ହୋଇଥିବା ବେଳେ ଗତ ବୁଧବାର ଦିନ ସି ଆର୍ ପି ଏଫ୍ ର ପାସିଙ୍ଗ ଡେ ପାଳନ ଅବସରରେ ସି ଆର୍ ପି ଏଫ୍ ଡିଜି କୁଲବୀର ସିଂଗ ଙ୍କ ଦ୍ୱାରା ଦିଲ୍ଲୀ ଠାରେ ତାଙ୍କ ବୀରତ୍ୱ ପାଇଁ ରାଷ୍ଟ୍ରପତି ପଦକ ପୁରସ୍କାର ପାଇଛନ୍ତି। ଏହି ଖବର ଅଞ୍ଚଳ ବାସୀ ଶୁଣି ପ୍ରକାଶ ଙ୍କୁ ଶୁଭେଚ୍ଛା ଜଣେଇବା ସହ ତାଙ୍କ ବୀରତ୍ୱ ପାଇଁ ଏହି ଅଞ୍ଚଳ ଆଜି ଗର୍ବିତ ବୋଲି କହିଛନ୍ତି ।
(ଗଞ୍ଜାମରୁ ଭଗବାନ ପାଢ଼ୀଙ୍କ ରିପୋଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ କୋଠାଘର ଓ ମହାନଦୀ ବ୍ରିଜ ଆଲୋକିକରଣ ଓ ଉଦ୍ଘାଟିତ   17-Aug-2022
  ଜିଲ୍ଲା  
ନନ୍ଦାହାଣ୍ଡି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର   17-Aug-2022
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟାମାଳ ଠାରେ ଜନଶୁଣାଣି କାର୍ଯ୍ୟକ୍ରମ   17-Aug-2022
  ରାଜ୍ୟ  
ଆଜାଦୀକା ଅମୃତ ମହୋତ୍ସବ ଉପଲକ୍ଷେ ଯୋଗିନୀପିଠ ରାଣୀପୁର ଝରିଆଲ ରେ ଉଡିଲା ସୁଉଚ୍ଚ ଜାତୀୟ ପତାକା । ଲଗାଣ ବର୍ଷା ସତ୍ବେ ବହୁ ସଂଖ୍ୟକ ଲୋକ ସାମିଲ ହେଲେ   16-Aug-2022
  ଜିଲ୍ଲା  
ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାରେ ୭୬ତମ ସ୍ୱାଧୀନତା ଦିବସ ପାଳନ   16-Aug-2022
  ଜିଲ୍ଲା  
ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ   16-Aug-2022
  ଜିଲ୍ଲା  
ଜାତୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳନ ପାଇଁ ବିଭିନ୍ନ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା   16-Aug-2022
      ଦଶପୁର ରେ ମିଳିତ ମାଗଣା ସ୍ୱାସ୍ଥ୍ୟ ଶିବିର   16-Aug-2022
  ଜିଲ୍ଲା  
କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କୁ ପ୍ରତାରଣା: ଓଡିଶା ସରକାର ବିରୋଧରେ ଦୁର୍ବାର ଆନ୍ଦୋଳନ ହେବ   16-Aug-2022
  ଜିଲ୍ଲା  
ପୁଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ କାର ଜବତ: ଚାଲାଣ କାରୀ ଚମ୍ପଟ ମାରିଲେ   16-Aug-2022
  ଜିଲ୍ଲା  
ଫସଲ ବୀମା ରାଶି ପ୍ରଦାନ ଦାବୀ ନେଇ ହଲଦି ରାଜରାସ୍ତା ଅବରୋଧ   16-Aug-2022
  ଜିଲ୍ଲା  
ଆଜାଦି ର ଅମୃତ ମହୋତ୍ସବ ଦେଶକୁ ସ୍ୱାବିଲମ୍ବି ଏବଂ ଆତ୍ମନିର୍ଭରଶୀଳ କରିବ: ଗଜାନନ୍   16-Aug-2022

You Might Also Like