-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା: ଉପରଉଡ଼ାର ରେ ବାରିକ ସମାଜର ବୈଠକ

28-Jul-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଉପରଉଡ଼ାର ଠାରେ ବାରିକ ସମାଜର ଏକ ବୈଠକ ସଭାପତି କିଶୋର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ବଲାଙ୍ଗୀର ବ୍ଲକ ସଭାପତି

ରାମଗୋପାଳ ବାରିକ, ପୁଇଁତଳା ବ୍ଲକ ସଭାପତି ଦିଲ୍ଲୀପ ବାରିକ ଉପସ୍ଥିତ ଥିଲେ l ଉକ୍ତ ବୈଠକରେ ସମାଜର ଶିକ୍ଷା ଓ ଆୟପନ୍ଥା ଉପରେ ଆଲୋଚନା ହୋଇଥିଲା ଓ 34 ନମ୍ବର ଜିଲ୍ଲା ପରିଷଦ ସଦସ୍ୟl ସଂଯୁକ୍ତା ବରିହାଙ୍କୁ ବାରିକ ସମାଜ ତରଫରୁ ସମ୍ବର୍ଦ୍ଧନା କରାଗଲା l ପ୍ରକୃତିପ୍ରେମୀ ନାରାୟଣ

ବରିହାଙ୍କ ଉଦ୍ୟମରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଡୋଳାମଣି ପଶାୟତ, ସୁରେଶ ପଶାୟତ, ବବଲୁ ପଶାୟତ, ଜଗନ୍ନାଥ ବାରିକ, ଶିବ ବାରିକ, ସନ୍ତୋଷ ପଶାୟତ, ସନ୍ତୋଷ ପଶାୟତ, ଜୟଦେବ ବାରିକ, ରବୀନ୍ଦ୍ର ବାରିକ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l ଶେଷରେ ସମ୍ପାଦକ ସତ୍ୟନାରାୟଣ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ lq


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like