-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ରାଜ୍ୟ ଓøଷଧ ନିଗମ ତଥ୍ୟ ଦେବା ପାଇଁ ମନା କଲା ଦୁର୍ନିତୀ ଚପାଇଦେବା ପାଇଁ ଉଦ୍ୟମ କରାଯାଉଥିବା ଅଶଙ୍କା

01-Oct-2020




ବଲାଙ୍ଗିର- ତା-୧/୧୦- କରୋନା ମୁକାବିଲା ପାଇଁ କୋଟି କୋଟି ଟଙ୍କାର ମାସ୍କ ଏବଂ ପିପିଇ କିଟ୍ ରାଜ୍ୟ ସରକାର କିଣିଛନ୍ତି । ରାଜ୍ୟ ସରକାର କଣିଥିବା ମାସ୍କ ଓ ପିପିଇ କିଟ୍‌ର ଦର ଏବଂ ସମୂଦାୟ ଖର୍ଚ୍ଚ ସମ୍ବନ୍ଧୀୟ ସବିଶେଷ ତଥ୍ୟ ରାଜ୍ୟ ଓøଷଧ ନିଗମକୁ ସୂଚନା ଅଧିକାର ଆଇନ ବଳରେ ବଲାଙ୍ଗିରର ବିଶିଷ୍ଟ ସୂଚନା ଅଧିକାର କର୍ମି ହେମନ୍ତ କୁମାର ପଣ୍ଡା ଗତ ମଇ ମାସରେ ତଥ୍ୟ ମାଗିଥିଲେ । ରାଜ୍ୟ ଓøଷଧ ନିଗମ କରୋନା ଜନିତ  ଜରୁରୀ ପରିସ୍ଥିତି ଯୋଗୁଁ ତଥ୍ୟ ଦେବା ପାଇଁ ନିର୍ଦ୍ଧାରିତ ସମୟଠାରୁ ଅଧିକ ଏକ ମାସ ସମୟ ଲାଗିବ ବୋଲି ପଣ୍ଡାଙ୍କୁ ଜଣାଇଥିଲେ । କିନ୍ତୁ ଏହି ସମୟ ଅବଧି ମଧ୍ୟ ଶେଷ ହେଲା ପରେ ତଥ୍ୟ ପ୍ରଦାନ ପାଇଁ  ପୁଣି ଅଧିକ ଏକ ମାସ ଲାଗିବ ବୋଲି ଔଷଧ ନିଗମ ପକ୍ଷରୁ ସୂଚନା କର୍ମି ପଣ୍ଡାଙ୍କୁ ପତ୍ର ମାଧ୍ୟମରେ ଜଣାଇ ଦିଅଯାଇଥିଲା । କିନ୍ତୁ ଶେଷରେ ଔଷଧ ନିଗମ ଚିଠି ନଂ ୧୧୭୯୪/ ଓଏସଏମସିଏଲ ତା- ୧୪/୯/୨୦ ଯୋଗେ ଜଣାଇଛନ୍ତି ଯେ, ଏହି ବିଷୟ ମାନ୍ୟବର ହାଇକୋର୍ଟରେ ବିଚାରଧୀନ ଥିବା ଯୋଗୁଁ ଏ ସମ୍ପର୍କରେ ତଥ୍ୟ ଦିଅଯିବ ନାହିିଁ । କିନ୍ତୁ ଏ ସମ୍ପର୍କରେ ମାନ୍ୟବର ହାଇକୋର୍ଟ ତଥ୍ୟକୁ ସାର୍ବଜନୀନ କରିବା ପାଇଁ ବାରଣ କରି ନାହାନ୍ତି । ହାଇକୋର୍ଟ ଯେଉଁ ତଥ୍ୟକୁ ପ୍ରଘଟ କରିବା ପାଇଁ ନିର୍ଦ୍ଦିଷ୍ଟ ଭାବରେ ନିର୍ଦ୍ଦେଶ ଦେଇଥିବେ ସେହି ତଥ୍ୟକୁ ସାର୍ବଜନୀନ କରାଯାଇପାରିବ ନାହିଁ ଏବଂ ଏ କ୍ଷେତ୍ରରେ ଏଭଳି ନିର୍ଦ୍ଦେଶ ହାଇକୋର୍ଟ ଦେଇନଥିବା ପଣ୍ଡା କହିଛନ୍ତି । ରାଜ୍ୟ ଔଷଧ ନିଗମ କେବଳ ତଥ୍ୟକୁ ସାର୍ବଜନୀନ ନକରି ଲୁଚାଇଦେବା ପାଇଁ ଏଭଳି ବାହାନା କରୁଛି ବୋଲି ସୂଚନା କର୍ମି ପଣ୍ଡା ଅଭିଯୋଗ କରିଛନ୍ତି । ତଥ୍ୟ ପ୍ରଦାନ ପାଇଁ ବିଳମ୍ବ କରି ଦୁର୍ନିତୀକୁ ଚପାଇଦେବା ପାଇଁ ଉଦ୍ୟମ କରାଯାଉଥିବା ପଣ୍ଡା ଅଶଙ୍କା କରିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଏହାକୁ ନେଇ ବଡ ଦୁର୍ନିତୀ ହୋଇଥିବା କଥା ରାଜ୍ୟର ବିରୋଧୀ ଦଳମାନେ ଦୀର୍ଘଦିନରୁ ଅଭିଯୋଗ କରିଆସୁଛନ୍ତି ଏବଂ ରାଜ୍ୟ ସରକାରଙ୍କୁ ସିଧାସଳଖ ଟାର୍ଗେଟ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like