-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ଜିଲ୍ଲା

ସଂପୂର୍ଣ୍ଣା ମାତୃଛାୟା ବୃଦ୍ଧାଶ୍ରମ ଠାରେ କରୋନା ର ବୁଷ୍ଟର ଡୋଜ୍ ଟୀକାକରଣ

09-Aug-2022



ବଲାଙ୍ଗୀର(ପ୍ରେରଣା ଖବର)- ଆଜି ଚନ୍ଦ୍ରଶେଖର ନଗର ସ୍ଥିତ ସଂପୂର୍ଣ୍ଣା ମାତୃଛାୟା ବୃଦ୍ଧାଶ୍ରମ ଠାରେ ଜନସାଧାରଣ ତଥା ଆଶ୍ରମର ଅନ୍ତେବାସୀ ମାନଙ୍କ ପାଇଁ କୋଭିଡ ବୁଷ୍ଟର ଡୋଜ୍ ଟୀକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସଂପୂର୍ଣ୍ଣ ଏନ୍ ଜି ଓ ସଭାନେତ୍ରୀ ସନ୍ତୋଷୀ ମେହେରଙ୍କ ଆବାହକତ୍ୱରେ ଅନୁଷ୍ଠିତ  ସଭାରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ଡିଏସ୍‌ଓ ନବକୃଷ୍ଣ ସାହୁ, ମହିଳା କମିଶନ ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋତି ପାଣିଗ୍ରାହୀ ଓ କାଉନସିଲର ସରିତା ଦାଶ ପ୍ରମୁଖ  ପ୍ରମୁଖ ମଂଚାସୀନ ରହି ନିଜର ଉଦ୍‌ବୋଧନ ଦେଇଥିଲେ ।  ସଭାକୁ ସଂପୂର୍ଣ୍ଣlର ଯୁଗ୍ମ ସଂପାଦିକା ନଳିନୀପ୍ରଭା ଶତପଥୀ ସଂଯୋଜନା କରିଥିଲେ ।  ଡିଏସ୍‌ଓ ଶ୍ରୀ ସାହୁ ସଂପୂର୍ଣ୍ଣ ବୃଦ୍ଧାଶ୍ରମକୁ ଏକ ହ୍ୱିଲ୍ ବ୍ୟାର ପ୍ରଦାନ କରିଥିଲେ । ପ୍ରାୟ ୩ଠ ଜଣ ପୁରୁଷ ଓ ମହିଳା ବୁଷ୍ଟର ଡୋଜ୍ ଟୀକା ନେଇଥିଲେ ।  କାର୍ଯ୍ୟକ୍ରମକୁ ସଫଳ କରିବାରେ ସଂପୂର୍ଣ୍ଣା ଅନୁଷ୍ଠାନର ରଶ୍ମୀ ପାତ୍ର, ସଂଜଳୀ ଶତପଥୀ, ମମତା ବେହେରା, ରଶ୍ମିତା ଡାକୁଆ ପ୍ରମୁଖ ସହଯୋଗ କରିଥିଲେ ।  
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like