-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||     

HOME   ଜିଲ୍ଲା

ଜୀ ସାର୍ଥକର ଏକ ଅଭିନବ ପ୍ରୟାସ - "ବୋଲେ ବମ ସେବା ଶିବିର"

10-Aug-2022



ଶ୍ରାବଣ ମାସର ଶେଷ ସୋମବାରରେ ଚଳଚଞ୍ଚଳ ସମସ୍ତ ଶୈବପୀଠ । ମାନସିକଧାରୀ  ଶୈବ ଭକ୍ତ ଶିବ ଲିଙ୍ଗରେ ପାଣି ଢାଳିଛନ୍ତି । ହରହର ମହାଦେବ ନାରାରେ କମ୍ପିଛି ପରିବେଶ ।  ତେବେ ମହାପ୍ରଭୁ ଶିବଙ୍କ ଜଳାଭିଷେକ ଲାଗି ଶୈବପୀଠରେ କାଉଡିଆଙ୍କ  ଭିଡ ଜମିଥିବା ବେଳେ ଶେଷ ପାଳିରେ ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିରରେ କାଉଡିଆ ମାନେ ଜଳାଭିଷେକ କରିଛନ୍ତି । କାଉଡିଆ ମାନଙ୍କୁ ଉତ୍ସାହିତ କରିବାକୁ ପାହାଳ ଛକ ନିକଟରେ ଜୀ ସାର୍ଥକ ତରଫରୁ ଏକ "ବୋଲ ବମ ସେବା ଶିବିର" ଆୟୋଜିତ ହୋଇଥିଲା । ଯେଉଁ ବୋଲ ବମ ଭକ୍ତ ମାନେ ଜଳାଭିଷେକ କରିବାକୁ ଯାଉଥିଲେ ସେମାନଙ୍କ ପାଇଁ ସେଠାରେ ଖାଦ୍ୟ, ପାନୀୟ ଜଳ ଓ ସ୍ନାନର ବ୍ୟବସ୍ଥା କରାଯାଇଥିଲା । ସଂନ୍ଧ୍ୟାରେ ଭଜନ କାର୍ଯ୍ୟକ୍ରମ  ବି ଆୟୋଜିତ ହୋଇଥିଲା । ସାରେଗାମାପାର କଣ୍ଠଶିଳ୍ପୀ ଏବଂ ଅନ୍ୟ ଭଜନ କଣ୍ଠ ଶିଳ୍ପୀ ମାନେ ଆସି ସଂନ୍ଧ୍ୟାରେ ଶିବଙ୍କ ଭଜନ ପରିବେଷଣ କରିଥିଲେ ।  

ଜୀ ସାର୍ଥକ ର ଏହି ଅଭିନବ ପ୍ରୟାସ ରେ ଓଡିଆ ସିନେମା ଓ ଧାରାବାହିକ କଳାକାର କୁନା ତ୍ରିପାଠୀ, ପୁଷ୍ପା ପଣ୍ଡା, ପ୍ରିୟଙ୍କା ମହାପାତ୍ର, ଦେବାଶିଷ, ଦୀପକ, ଲିପ୍ସା ମିଶ୍ର, ଶୁଭାଶିଷ ଶର୍ମା, ଅଙ୍କିତ କୁମାର, ଋଷିକ ମିଶ୍ର, ହିରଣ୍ମୟୀ ଦାସ, ବାଦଲ ମହାନ୍ତି, ଦୀପିକା ତ୍ରିପାଠୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଭକ୍ତଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ସେବା କରିଥିଲେ । ତେବେ ଭକ୍ତଙ୍କ ପାଇଁ ଜୀ ସାର୍ଥକ ତରଫରୁ ଏହି ଅଭିନବ ପ୍ରୟାସକୁ ସବୁ ମହଲରେ ପ୍ରଶଂସା କରାଯାଇଛି ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026

You Might Also Like