-+91-9937148622 |

prerana_bgr@rediffmail.com |

  Friday 9th December 2022 |

| | | |

R.N.I. Regd No. ODIODI/2010/46693

Breaking News

ରିଷିଡା କପ ଫୁଟବଲ: ସିଆଲି ସୋନପୁର କୁ ହରାଇ ତୁଷୁରା ଫାଇନାଲରେ ।   (09-Dec-2022)       ||      ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   (09-Dec-2022)       ||      ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   (09-Dec-2022)       ||      ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   (09-Dec-2022)       ||      ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   (09-Dec-2022)       ||      ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ    (09-Dec-2022)       ||      ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ    (09-Dec-2022)       ||      ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   (09-Dec-2022)       ||      ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   (08-Dec-2022)       ||      ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   (08-Dec-2022)       ||      ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।    (08-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   (08-Dec-2022)       ||      ନିଶା ନିବାରଣ ସଚେତନତା ରଥ ର ଜିଲ୍ଲା ପରିକ୍ରମl - ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ -   (08-Dec-2022)       ||      ନୂଆପଡ଼ା : ସ୍ତ୍ରୀକୁ ହତ୍ୟା କରି ମିଛ ନାଟକ କରୁଥିଲା ସ୍ୱାମୀ    (08-Dec-2022)       ||      ରେକର୍ଡ ସଂଖ୍ୟକ ଭୋଟ ରେ ବିଜୟୀ ହେଲେ ବର୍ଷା ସିଂ ବରିହା   (08-Dec-2022)       ||      କୁଚିଣ୍ଡା ଜିଲ୍ଲା ଗଠନ ଦାବି ନେଇ ସର୍ବ ଦଳୀୟ ବୈଠକ, ଆନ୍ଦୋଳନ ପାଇଁ ସଜବାଜ I   (08-Dec-2022)       ||      ଯୋରନ୍ଦା ଗାଦି ଭାଙ୍ଗିବାର ପ୍ରତିବାଦ ଓ ଥଇଥାନ ଦାବି କରି ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ I   (08-Dec-2022)       ||      ପଦ୍ମପୁର ଫାଇଟ : ୧୫ ରାଉଣ୍ଡ ସୁଦ୍ଧା ଆଗରେ ଅଛି ବିଜେଡି    (08-Dec-2022)       ||      ଏସଏସଏ, ୟୁନିଟ ଲୋଇସିଂହା ଓ ଆଗଲପୁର ପକ୍ଷରୁ ବିଶ୍ୱରତ୍ନ ଡ଼. ଭୀମରାଓ ଆମ୍ବେଦକରଙ୍କ ୬୬ ତମ ମହା ପରିନିର୍ବାଣ ଦିବସ ପାଳନ   (08-Dec-2022)       ||      "ଦମନ" ଦେଖିଲେ ସଦର ହସ୍‌ପିଟାଲ୍ କର୍ମଚାରୀ I   (08-Dec-2022)       ||     

HOME   ଜିଲ୍ଲା

ମହିଳା ସମାଜସେବୀ କଣ୍ଟାବାଞ୍ଜି ବିଧାୟକଙ୍କୁ ରାଖୀ ବାନ୍ଧିଲେ

11-Aug-2022



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) :  ଭାଇ ଭଉଣୀ ଙ୍କ ସ୍ନେହ ଓ ପ୍ରେମର ସମ୍ପର୍କ ର ପର୍ବ ହେଉଛି ରକ୍ଷା ବନ୍ଧନ l ଏହି ପବିତ୍ର ଦିନ ଜଣେ ଭାଇ ନିଜ ଭଉଣୀକୁ ବିପଦ ଆସିଲେ ସୁରକ୍ଷା ଦେବା ପାଇଁ ଶପଥ ନେଇଥାଏ l   ଭାଇ ଭଉଣୀର ଏପରି ଏକ ଅନାବିଳ ସମ୍ପର୍କ ର ଦ୍ରୁଶ୍ୟ ଦେଖିବାକୁ ମିଳିଛି କଣ୍ଟାବାଞ୍ଜି ରେ l ରକ୍ଷାବନ୍ଦନ ଉପଲକ୍ଷେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ  ଏସସିଡ଼ି ନେତ୍ର ଚିକିତ୍ସାଳୟ ଟିଟିଲାଗଡ଼ର ସଂପାଦିକା ଏବଂ ନାରୀ ଶକ୍ତି  ଟିଟିଲାଗଢ଼ର ସଭାନେତ୍ରୀ ଶ୍ରୀମତୀ ଅଞ୍ଜଳି ବେହେରା ରାକ୍ଷୀ ବାନ୍ଧିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଷିଡା କପ ଫୁଟବଲ: ସିଆଲି ସୋନପୁର କୁ ହରାଇ ତୁଷୁରା ଫାଇନାଲରେ ।   09-Dec-2022
  ଜିଲ୍ଲା  
ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   09-Dec-2022
  ଜିଲ୍ଲା  
ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   09-Dec-2022
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   09-Dec-2022
  ଜିଲ୍ଲା  
ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   09-Dec-2022
  ରାଜ୍ୟ  
ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ   09-Dec-2022
  ଜିଲ୍ଲା  
ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ   09-Dec-2022
  ଜିଲ୍ଲା  
ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   09-Dec-2022
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   08-Dec-2022
  ଜିଲ୍ଲା  
ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   08-Dec-2022
  ଜିଲ୍ଲା  
ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।   08-Dec-2022
  ଜିଲ୍ଲା  
ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   08-Dec-2022

You Might Also Like