-+91-9937148622 |

prerana_bgr@rediffmail.com |

  Friday 9th December 2022 |

| | | |

R.N.I. Regd No. ODIODI/2010/46693

Breaking News

ରିଷିଡା କପ ଫୁଟବଲ: ସିଆଲି ସୋନପୁର କୁ ହରାଇ ତୁଷୁରା ଫାଇନାଲରେ ।   (09-Dec-2022)       ||      ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   (09-Dec-2022)       ||      ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   (09-Dec-2022)       ||      ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   (09-Dec-2022)       ||      ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   (09-Dec-2022)       ||      ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ    (09-Dec-2022)       ||      ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ    (09-Dec-2022)       ||      ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   (09-Dec-2022)       ||      ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   (08-Dec-2022)       ||      ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   (08-Dec-2022)       ||      ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।    (08-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   (08-Dec-2022)       ||      ନିଶା ନିବାରଣ ସଚେତନତା ରଥ ର ଜିଲ୍ଲା ପରିକ୍ରମl - ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ -   (08-Dec-2022)       ||      ନୂଆପଡ଼ା : ସ୍ତ୍ରୀକୁ ହତ୍ୟା କରି ମିଛ ନାଟକ କରୁଥିଲା ସ୍ୱାମୀ    (08-Dec-2022)       ||      ରେକର୍ଡ ସଂଖ୍ୟକ ଭୋଟ ରେ ବିଜୟୀ ହେଲେ ବର୍ଷା ସିଂ ବରିହା   (08-Dec-2022)       ||      କୁଚିଣ୍ଡା ଜିଲ୍ଲା ଗଠନ ଦାବି ନେଇ ସର୍ବ ଦଳୀୟ ବୈଠକ, ଆନ୍ଦୋଳନ ପାଇଁ ସଜବାଜ I   (08-Dec-2022)       ||      ଯୋରନ୍ଦା ଗାଦି ଭାଙ୍ଗିବାର ପ୍ରତିବାଦ ଓ ଥଇଥାନ ଦାବି କରି ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ I   (08-Dec-2022)       ||      ପଦ୍ମପୁର ଫାଇଟ : ୧୫ ରାଉଣ୍ଡ ସୁଦ୍ଧା ଆଗରେ ଅଛି ବିଜେଡି    (08-Dec-2022)       ||      ଏସଏସଏ, ୟୁନିଟ ଲୋଇସିଂହା ଓ ଆଗଲପୁର ପକ୍ଷରୁ ବିଶ୍ୱରତ୍ନ ଡ଼. ଭୀମରାଓ ଆମ୍ବେଦକରଙ୍କ ୬୬ ତମ ମହା ପରିନିର୍ବାଣ ଦିବସ ପାଳନ   (08-Dec-2022)       ||      "ଦମନ" ଦେଖିଲେ ସଦର ହସ୍‌ପିଟାଲ୍ କର୍ମଚାରୀ I   (08-Dec-2022)       ||     

HOME   ଜିଲ୍ଲା

ସ୍ଵାଧୀନତା ର ଅମୃତ ମହୋତ୍ସବ ଉପଲକ୍ଷ ବଲାଙ୍ଗିର ରେ ବିଶାଳ ସ୍ଵର୍ଣ୍ଣିମ ଶୋଭାଯାତ୍ରା

13-Aug-2022



ବଲାଙ୍ଗିର, ବଲାଙ୍ଗିର ରେ ଅଜାଦି କି ଅମୃତ ମହୋତ୍ସବ ଭାରତ ସ୍ୱାଧୀନତାର ୭୫ ବର୍ଷ ପାଳନ ଅବସରରେ ବଲାଙ୍ଗିର ସହର ରେ ବିଭିନ୍ନ ଅନୁଷ୍ଠାନ ମଧ୍ୟରୁ ଏକ ମିଳିତ ଶୋଭାଯାତ୍ରାରେ ପୌରପରିଷଦ, ବଲାଙ୍ଗିର ୧୮୯ ବଟାଲିୟନ ସିଆରପିଏଫ୍, ବଲାଙ୍ଗିରର ବିଭିନ୍ନ ସାମାଜିକ ଅନୁଷ୍ଠାନ ଏବଂ ବଲାଙ୍ଗିର ସାଧାରଣ ଜନତାଙ୍କ ମିଳିତ ଉଦ୍ୟମରେ ବଲାଙ୍ଗିର କୋଶଳ କଳାମଣ୍ଡଳ ପଡିଆଠାରୁ ହାତରେ ତିରଙ୍ଗା ଧରି ବିଶାଳ ଶୋଭାଯାତ୍ରାରେ ବଲାଙ୍ଗିର ସହର ପରିକ୍ରମା କରାଯାଇଛି । ଏହି ଶୋଭାଯାତ୍ରାରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁଙ୍କ ସମେତ ସମସ୍ତ କାଉନସିଲର ସଭ୍ୟସଭ୍ୟା, ୧୮୯ ବାଟାଲିୟନ ସିଆରପିଏଫ୍ର ସମସ୍ତ ଜବାନ, ବଲାଙ୍ଗିର ସହରର ସମସ୍ତ ସାମାଜିକ ଅନୁଷ୍ଠାନ, ବଲାଙ୍ଗିରର ବିଭିନ୍ନ ରାଜନୈତିକ ଦଳ ଏବଂ ସର୍ବସାଧାରଣ ଜନତା ଏକତ୍ରିତ ହୋଇ ସ୍ୱାଧୀନତାର ୭୫ ବର୍ଷ ପାଳନ ଅବସରରେ ଜାତୀୟ ପତାକା ଧରି ବିଭିନ୍ନ ଦେଶାତ୍ମବୋଧ ସଙ୍ଗୀତ ପରିବେଷଣ କରି ଜାତିରପିତା

ମହାତ୍ମାଗାନ୍ଧୀ ନେତାଜୀ ସୁବାଷ ବୋଷ ତଥା ଅନେକ ସ୍ୱାଧୀନତା ସଂଗ୍ରାମୀଙ୍କ ନାମରେ ଜୟଗାନ କରି ତିରଙ୍ଗା ପତାକା ଉଡାଇ ସମ୍ମାନ ଜଣାଇ ଏକ ଦେଶଭକ୍ତିର ମିଶ୍ରଣ ବାତାବରଣ ସୃଷ୍ଟି କରି ସହର ପରିକ୍ରମା କରିଥିଲେ । ବହୁ ଗନ୍ୟମାନ୍ୟ ବ୍ୟକ୍ତି ତଥା ସମାଜସେବୀ ରାଜନୈତିକ ବ୍ୟକ୍ତିତ୍ୱ ନାରୀ ସମାଜସେବୀ ଯୁବ ସମାଜସେବୀ ଓ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । 

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଷିଡା କପ ଫୁଟବଲ: ସିଆଲି ସୋନପୁର କୁ ହରାଇ ତୁଷୁରା ଫାଇନାଲରେ ।   09-Dec-2022
  ଜିଲ୍ଲା  
ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   09-Dec-2022
  ଜିଲ୍ଲା  
ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   09-Dec-2022
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   09-Dec-2022
  ଜିଲ୍ଲା  
ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   09-Dec-2022
  ରାଜ୍ୟ  
ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ   09-Dec-2022
  ଜିଲ୍ଲା  
ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ   09-Dec-2022
  ଜିଲ୍ଲା  
ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   09-Dec-2022
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   08-Dec-2022
  ଜିଲ୍ଲା  
ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   08-Dec-2022
  ଜିଲ୍ଲା  
ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।   08-Dec-2022
  ଜିଲ୍ଲା  
ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   08-Dec-2022

You Might Also Like