-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||     

HOME   ଜିଲ୍ଲା

 ଯୁକ୍ତ ଦୁଇ କଳା ପରୀକ୍ଷାରେ ଶାମୁକାଙ୍କ କୃତିତ୍ୱ

14-Aug-2022



ବଲାଙ୍ଗିର, ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ରାଧାଶ୍ୟାମ ଆଂଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିଲାଇସର୍ଡାର ଛାତ୍ରୀ ଶାମୁକା ବିଶ୍ୱାଲ ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଭୁବନେଶ୍ୱର ଦ୍ୱାରା ପରିଚାଳିତ ବାର୍ଷିକ ପରୀକ୍ଷାରେ ସର୍ବୋଚ୍ଚ ୬୦୦ ମାର୍କ ରୁ ୫୩୯ ମାର୍କ ସହ ୮୯.୮୩ ପ୍ରତିଶତ ମାର୍କ ରଖି ବିଲାଇସର୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟପର ହୋଇଛନ୍ତି । ଶାମୁକା, ନିଲକଣ୍ଠ ବିଶ୍ୱାଲ ଓ ରୀତାଞ୍ଜଳି ବିଶ୍ୱାଲଙ୍କ ସୁପୁତ୍ରି ଅଟନ୍ତି । ଏହି ଅବସରରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିଲାଇସର୍ଡା ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜ ସମସ୍ତ ଶିକ୍ଷକ ବୃନ୍ଦ ଓ କର୍ମଚାରୀ ଶାମୁକାଙ୍କୁ ଶୁଭେଚ୍ଛା ଜଣାଇବା ସଙ୍ଗେ ସଙ୍ଗେ ତାଙ୍କର ଭବିଷ୍ୟତ ପାଇଁ ମଙ୍ଗଳ କାମନା ଜଣାଇଛନ୍ତି । ଶାମୁକା ଏହି କୃତିତ୍ୱ ପାଇଁ ବିଦ୍ୟାଳୟ ଗର୍ବିତ ବୋଲି ଅଧ୍ୟକ୍ଷ ଶ୍ରୀ ଭଞ୍ଜ ମତପୋଷଣ କରିଛନ୍ତି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିଲାଇସର୍ଡା ରେ ଚଳିତ ବର୍ଷ ୬୦ ଜଣ ପରୀକ୍ଷାର୍ଥୀମାନଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୧୬ ଜଣ, ଦ୍ୱିତୀୟ ଶ୍ରେଣୀରେ ୧୮ ଜଣ ଓ ୨୩ ଜଣ ତୃତୀୟ ଶ୍ରେଣୀରେ ଉତ୍ତିନ୍ନ ହୋଇଥିବା ବେଳେ ଶତକଡା ପାସ ହାର ୯୫ ପ୍ରତିଶତ ଅଟେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024

You Might Also Like