-+91-9937148622 |
prerana_bgr@rediffmail.com |
Wednesday 29th March 2023 |
R.N.I. Regd No. ODIODI/2010/46693
Breaking News
15-Aug-2022
ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ) -ମାଲପଡା ସ୍ଥିତ ଖଦ୍ୟୋତ ଅନୁଷ୍ଠାନ ଠାରେ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସଂପାଦକ ଆକୁଳ ବେହେରା, ଉମାକାନ୍ତ ନାଥ, ଜୟରାମ ପଣ୍ଡା, ରାଜେଶ ପାଣିଗ୍ରାହୀ, ଶମ୍ଭୁ ପ୍ରସାଦ ବଗର୍ତ୍ତିତ ସହିତ ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।