-+91-9937148622 |

prerana_bgr@rediffmail.com |

  Saturday 1st October 2022 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   (01-Oct-2022)       ||      ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   (01-Oct-2022)       ||      ଶିଶୁ ଗୃହରେ ୨ ଅସହାୟ ଶିଶୁ୍    (01-Oct-2022)       ||      ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   (01-Oct-2022)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Oct-2022)       ||      ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   (30-Sep-2022)       ||      ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   (30-Sep-2022)       ||      ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   (30-Sep-2022)       ||      ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର    (30-Sep-2022)       ||      ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ    (30-Sep-2022)       ||      ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   (30-Sep-2022)       ||      କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   (30-Sep-2022)       ||      ଲୋଇସିଂହା ବ୍ଲକ ବାରିକ ସମାଜ ତରଫରୁ ନୁଆଁଖାଇ ଭେଟଘାଟ    (30-Sep-2022)       ||      ସମଲେଶ୍ବରୀ ଛକ,ଅଙ୍ଗଶ୍ରି ସୁନା ଦୋକାନରୁ ଚୋରି   (30-Sep-2022)       ||      ବାଣ୍ଡିଗାଁରେ ଜିଲ୍ଳାସ୍ତରୀୟ ନୂଆଁଖାଇ ଭେଟଘାଟ    (29-Sep-2022)       ||      ମିଶନ ଶକ୍ତି ପକ୍ଷରୁ ଋଣ ମେଳା....   (29-Sep-2022)       ||      କୋଡିଏ ଘର ରଜକ ସମାଜ ର ଆଞ୍ଚଳିକ ବୈଠକ   (29-Sep-2022)       ||      ନିରାପଦ ଆନ୍ତର୍ଜାତୀୟ ଗର୍ଭପାତ ଦିବସ ଓ ବିଶ୍ୱ ଜଳାନ୍ତକ ଦିବସ ରେ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀ ସମ୍ମାନୀତ   (29-Sep-2022)       ||      ନୂତନ ବିଡିଓ ଙ୍କୁ ସରପଞ୍ଚ ସଂଘ ପକ୍ଷରୁ ସମ୍ବର୍ଦ୍ଧନା    (29-Sep-2022)       ||      ମହାନଦୀରେ ଛଡାଗଲା ୨ ଲକ୍ଷ ମାଛ ଜାଆଁଳା   (29-Sep-2022)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ପ୍ରେସକ୍ଲବ ପରିସରରେ ୭୬ ତମ ସ୍ବାଧିନତା ଦିବସ ପାଳିତ

16-Aug-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ)   ଆନନ୍ଦ ମୋଟେ : ଆଜି କଣ୍ଟାବାଞ୍ଜି ପ୍ରେସ କ୍ଲବ ପରିସରରେ ୭୬ ତମ ସ୍ବାଧିନତା ଦିବସ ପାଳନ କରାଯାଇଛି । ପ୍ରେସକ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜା ସକାଳ ୯.୩୦ ରେ  ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଭିନ୍ନ ସମୟରେ କଣ୍ଟାବାଞ୍ଜି ପ୍ରେସକ୍ଲବ ଅନେକ ଜନ ମଙ୍ଗଳ କାର୍ଯ୍ୟକ୍ରମ ହେଇଛି ଆଉ ସେ ସବୁ ଆଗକୁ ବି ଜାରି ରହୁ ବୋଲି ପ୍ରେସକ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜା କହିଥିଲେ। ପ୍ରେସକ୍ଲବର ସମସ୍ତ ସଦସ୍ୟଙ୍କୁ ନିରପେକ୍ଷ ଭାବେ ସମସ୍ତ ଖବର ପ୍ରସାରଣ କରିବା ପାଇଁ  ସମ୍ପାଦକ ଯୁଗଳ କିଶୋର ଶବର ଅନୁରୋଧ କରିଥିଲେ। ଆଜି ସ୍ଵାଧୀନତା

ଦିବସ ଉପଲକ୍ଷେ କଣ୍ଟାବାଞ୍ଜି ପ୍ରେସକ୍ଳବ ତରଫରୁ କଣ୍ଟାବାଞ୍ଜି ଉପ-କାରାଗାର ପହଞ୍ଚି ସେଠାରେ ଥିବା ଅନ୍ତେବାସୀଙ୍କୁ ଚକୋଲେଟ୍ ଏବଂ ମିଷ୍ଟାନ ବଣ୍ଟନ କରିବା ସହିତ ଉପ- କାରାଗାର ଭିତରେ ଜେଲର ବିକାସଲତା ବାରୁ ଏବଂ ଜେଲ ଅନ୍ତେବାସିଙ୍କ ସହ ମିଶି ବୃକ୍ଷ ରୋପଣ କରାଯାଇଥିଲା। ଏହି ଅବସର ରେ କାର୍ଯ୍ୟକାରୀ ସଭାପତି ସୁରଦାସ ବାଗ, କୋଷାଧ୍ୟକ୍ଷ ହନି ସିଂ, ଯୁଗ୍ମ ସମ୍ପାଦକ ରୋହନ ମହତ୍, ବିଶିକେଶନ ମାଝୀ, ଉପସଭାପତି ମନୋଜ ଶର୍ମା, ରଶ୍ମି ରଂଜନ ପୁଟେଲ, ପରାମର୍ଶ ଦାତା ଆନନ୍ଦ ମୋଟେ, ଆଶିଷ ଖେତାନ୍, ଦୁର୍ଗା ପ୍ରସାଦ ଗୁପ୍ତା,କାର୍ଯ୍ୟକାରୀ ସଦସ୍ୟ ଦୀପକ କୁମାର ୟାଦବ, ଜଗମୋହନ ତାଣ୍ଡି, ସୁଶାନ୍ତ ବେହେରା, ବିକାଶ ଶର୍ମା, ଦେବେସ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   01-Oct-2022
  ଜିଲ୍ଲା  
ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   01-Oct-2022
  ଜିଲ୍ଲା  
ଶିଶୁ ଗୃହରେ ୨ ଅସହାୟ ଶିଶୁ୍   01-Oct-2022
  ଜିଲ୍ଲା  
ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   01-Oct-2022
  ଜିଲ୍ଲା  
ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Oct-2022
  ଜିଲ୍ଲା  
ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   30-Sep-2022
  ଜିଲ୍ଲା  
ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   30-Sep-2022
  ଜିଲ୍ଲା  
ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   30-Sep-2022
  ଜିଲ୍ଲା  
ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର   30-Sep-2022
  ଜିଲ୍ଲା  
ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ   30-Sep-2022
  ଜିଲ୍ଲା  
ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   30-Sep-2022
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   30-Sep-2022

You Might Also Like