-+91-9937148622 |

prerana_bgr@rediffmail.com |

  Saturday 1st October 2022 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   (01-Oct-2022)       ||      ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   (01-Oct-2022)       ||      ଶିଶୁ ଗୃହରେ ୨ ଅସହାୟ ଶିଶୁ୍    (01-Oct-2022)       ||      ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   (01-Oct-2022)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Oct-2022)       ||      ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   (30-Sep-2022)       ||      ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   (30-Sep-2022)       ||      ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   (30-Sep-2022)       ||      ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର    (30-Sep-2022)       ||      ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ    (30-Sep-2022)       ||      ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   (30-Sep-2022)       ||      କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   (30-Sep-2022)       ||      ଲୋଇସିଂହା ବ୍ଲକ ବାରିକ ସମାଜ ତରଫରୁ ନୁଆଁଖାଇ ଭେଟଘାଟ    (30-Sep-2022)       ||      ସମଲେଶ୍ବରୀ ଛକ,ଅଙ୍ଗଶ୍ରି ସୁନା ଦୋକାନରୁ ଚୋରି   (30-Sep-2022)       ||      ବାଣ୍ଡିଗାଁରେ ଜିଲ୍ଳାସ୍ତରୀୟ ନୂଆଁଖାଇ ଭେଟଘାଟ    (29-Sep-2022)       ||      ମିଶନ ଶକ୍ତି ପକ୍ଷରୁ ଋଣ ମେଳା....   (29-Sep-2022)       ||      କୋଡିଏ ଘର ରଜକ ସମାଜ ର ଆଞ୍ଚଳିକ ବୈଠକ   (29-Sep-2022)       ||      ନିରାପଦ ଆନ୍ତର୍ଜାତୀୟ ଗର୍ଭପାତ ଦିବସ ଓ ବିଶ୍ୱ ଜଳାନ୍ତକ ଦିବସ ରେ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀ ସମ୍ମାନୀତ   (29-Sep-2022)       ||      ନୂତନ ବିଡିଓ ଙ୍କୁ ସରପଞ୍ଚ ସଂଘ ପକ୍ଷରୁ ସମ୍ବର୍ଦ୍ଧନା    (29-Sep-2022)       ||      ମହାନଦୀରେ ଛଡାଗଲା ୨ ଲକ୍ଷ ମାଛ ଜାଆଁଳା   (29-Sep-2022)       ||     

HOME   ଜିଲ୍ଲା

କଳାବ୍ୟାଜ୍‌ ପିନ୍ଧି କାମ କରୁଛନ୍ତି କଣ୍ଟାବାଞ୍ଜି ବିଜୁ ରକ୍ତ ଭଣ୍ଡାରର କର୍ମଚାରୀ

16-Aug-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ଏକ୍ସପ୍ରେସ ନ୍ୟୁଜ୍: କଣ୍ଟାବାଞ୍ଜି ରକ୍ତଭଣ୍ଡାର କଣ୍ଟାବାଞ୍ଜି ଅଂଚଳରେ ରକ୍ତ ଯୋଗାଇଦେଇ ରୋଗୀମାନଙ୍କୁ ଜୀବନ ବଞ୍ଚାଇବାରେ ପ୍ରମୁଖ ଭୂମିକା ନେଉଛନ୍ତି ରକ୍ତଭଣ୍ଡାର କର୍ମଚାରୀ ହେଲେ ସାମାଜିକ ସୁରକ୍ଷା ତ ଭିନ୍ନ କଥା ସାମାନ୍ୟତମ ସରକାରୀ ସୁବିଧା ପାଉନଥିବା ରକ୍ତଭଣ୍ଡାରରେ କାର୍ଯ୍ୟରତ କର୍ମଚାରି । କର୍ମଚାରୀମାନଙ୍କ ଜୀବନ ଏବେ ଦୁର୍ବିସହ ହୋଇପଡ଼ିଛି ।  ଆଗରୁ ରାଜ୍ୟର ରକ୍ତଭଣ୍ଡାରଗୁଡ଼ିକ ରେଡ଼କ୍ରସ ସୋସାଇଟି ଦ୍ବାରା ପରିଚାଳିତ ହୋଇଥିଲା । ଗତ ସେପ୍ଟେମ୍ବର ୨୦୧୭ରେ ଓଡ଼ିଶା ସରକାର ରାଜ୍ୟର ୫୭ଟି ରକ୍ତଭଣ୍ଡାରକୁ ନିଜ  ଅଧୀନରେ ନେଇଗଲେ । ରାଜ୍ୟ ସରକାର ରକ୍ତଭଣ୍ଡାର ରେ କାର୍ଯ୍ୟରତ ରାଜ୍ୟର ୧୮୦ ଜଣ ଅସ୍ଥାୟୀ କର୍ମଚାରୀଙ୍କ ଭବିଷ୍ୟତ ବିଷୟରେ କୌଣସି ଚିନ୍ତା କଲେ ନାହିଁ ।ଏହି ଅସ୍ଥାୟୀ କର୍ମଚାରୀମାନଙ୍କୁ ସରକାରୀ କର୍ମଚାରୀମାନଙ୍କ ବେତନ ଓ ଅନ୍ୟାନ୍ୟ ସୁବିଧା ପ୍ରଦାନ କରିବା ଏବଂ ୨୪  ଘଣ୍ଟିଆ ଜରୁରୀକାଳୀନ ସେବାରେ ଥିବାରୁ ଡାକ୍ତରଖାନା ପରିସରରେ ସରକାରୀ କ୍ଵାର୍ଟସ ଯୋଗାଇ ଦେବା ପାଇଁ ସଂଘ ରାଜ୍ୟ ସରକାରଙ୍କଠାରେ ବାରଂବାର ଦାବି କରିଆସୁଛି । ଆଗରୁ ରକ୍ତଭଣ୍ଡାରରୁ ରକ୍ତ ପାଇଁ ରୋଗୀମାନେ ପଇସା ଦେଉଥିଲେ । ସେହି ବାବଦକୁ ମିଳୁଥିବା ଅର୍ଥରାଶିରୁ ଏହି ଅସ୍ଥାୟୀ କର୍ମଚାରୀମାନେ ଦରମା ପାଉଥିଲେ । ସରକାର ରକ୍ତଭଣ୍ଡାରଗୁଡ଼ିକୁ ନିଜ ଅଧୀନକୁ ନେବା ପରେ ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ମାଗଣାରେ  ରକ୍ତ ଯୋଗାଇ ଦିଆଯାଉଛି । କେବଳ ନସିଂହୋମ୍ ଘରୋଇ ଡାକ୍ତରଖାନାଗୁଡ଼ିକରେ ଚିକିତ୍ସିତ ହେଉଥିବା ରୋଗୀମାନେ ରକ୍ତନେବା ବେଳେ ପଇସା ଦେଉଛନ୍ତି । ଏଥିରୁ ପ୍ରାପ୍ତ ଅର୍ଥରାଶିରୁ ଅସ୍ଥାୟୀ କର୍ମଚାରୀମାନଙ୍କୁ ଦରମା ଦିଆଯାଉଛି । ୨୦୧୮ ମସିହାରୁ ଏପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ସହିତ ଅନେକ ଥର ଆଲୋଚନା ହୋଇଛି । କର୍ମଚାରୀମାନେ ଆନ୍ଦୋଳନ ମଧ୍ୟ କରିଛନ୍ତି । ବିଭିନ୍ନ ସମୟରେ ଅନେକ ଥର ସ୍ଵାସ୍ଥ୍ୟମନ୍ତ୍ରୀ ,ସ୍ବାସ୍ଥ୍ୟ ସଚିବଙ୍କୁ ଭେଟିବା ପରେ ବି କିଛି ଲାଭ ହୋଇନାହିଁ ।  ଓଡ଼ିଶା ରାଜ୍ୟ ରକ୍ତଭଣ୍ଡାର କର୍ମଚାରୀ  ସଂଘ୍ ପକ୍ଷରୁ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବଙ୍କୁ ଏକ ଦାବିପତ୍ର ଦିଆଯାଇଛି । ଏଥିରେ ସମାନ କାମକୁ ସମାନ ଦରମା ଦେବାକୁ ଦାବି କରାଯାଇଥିଲା । ଯାହା ପୂରଣ ନ ହେବାରୁ ୧୨ ତାରିଖରୁ କଳା ବ୍ୟାଜ୍‌ ପିନ୍ଧି କାମ କରୁଛନ୍ତି କଣ୍ଟାବାଞ୍ଜି ରକ୍ତ ଭଣ୍ଡାର କର୍ମଚାରି ।  ଉଲ୍ଲେଖଯୋଗ୍ୟ ଯେ , ଗତ ବର୍ଷ ମେ ମାସରେ ଓଡ଼ିଶା ରାଜ୍ୟ ରକ୍ତଭଣ୍ଡାର କର୍ମଚାରି। କୌଣସି କାରଣରୁ ଯଦି ରକ୍ତ ଭଣ୍ଡାରରେ କାର୍ଯ୍ୟରତ କର୍ମଚାରିଙ୍କ ମୃତ୍ୟୁ ହେଲେ କର୍ମଚାରୀମାନଙ୍କ ମୃତ୍ୟୁ ସହିତ ପରିବାରର ଆୟର ବାଟ ବନ୍ଦ ହୋଇଯାଇଛି । ସରକାରୀ ମାନ୍ୟତା ମିଳିନଥିବାରୁ ରକ୍ତଭଣ୍ଡାର କର୍ମଚାରୀଙ୍କ ମୃତ୍ୟୁ ପରେ ସେମାନଙ୍କ ପରିବାରବର୍ଗକୁ ଘୋର ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ରକ୍ତଭଣ୍ଡାର କର୍ମଚାରୀ ପକ୍ଷରୁ କହାଯାଇଛି । ଆଗକୁ ସରକାର ଯଦି ତାଙ୍କ ଦାବି ପୁରଣ ନ କଲେ ସେମିତି କଳା ବ୍ୟଚ ପିନ୍ଧି ସେମାନେ କାର୍ଯ୍ୟରତ ରହି ସରକାରଙ୍କୁ ବିରୋଧ ପ୍ରଦର୍ଶନ କରୁଥିବେ ବୋଲି କାର୍ଯ୍ୟରତ କର୍ମଚାରି ଶିବ କୁମାର ସାହୁ,ଦୁର୍ଗା ତାଣ୍ଡି,ପ୍ରଶାନ୍ତ କୁମାର ସାହୁ, ଗୁରୁବାରୁ ରଣା କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   01-Oct-2022
  ଜିଲ୍ଲା  
ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   01-Oct-2022
  ଜିଲ୍ଲା  
ଶିଶୁ ଗୃହରେ ୨ ଅସହାୟ ଶିଶୁ୍   01-Oct-2022
  ଜିଲ୍ଲା  
ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   01-Oct-2022
  ଜିଲ୍ଲା  
ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Oct-2022
  ଜିଲ୍ଲା  
ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   30-Sep-2022
  ଜିଲ୍ଲା  
ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   30-Sep-2022
  ଜିଲ୍ଲା  
ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   30-Sep-2022
  ଜିଲ୍ଲା  
ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର   30-Sep-2022
  ଜିଲ୍ଲା  
ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ   30-Sep-2022
  ଜିଲ୍ଲା  
ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   30-Sep-2022
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   30-Sep-2022

You Might Also Like