-+91-9937148622 |

prerana_bgr@rediffmail.com |

  Sunday 1st October 2023 |

| | | |

R.N.I. Regd No. ODIODI/2010/46693

Breaking News

ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ    (01-Oct-2023)       ||      ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   (01-Oct-2023)       ||      ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    (30-Sep-2023)       ||      ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ    (30-Sep-2023)       ||      ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   (30-Sep-2023)       ||      ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   (30-Sep-2023)       ||      ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   (30-Sep-2023)       ||      ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଥମ ରଣ ପ୍ରଦାନ କରିଥିଲେ।    (30-Sep-2023)       ||      ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ    (29-Sep-2023)       ||       ରାଜେନ୍ଦ୍ର ୟୁନିଭିର୍ସିଟ  କଲେଜ  ସମ୍ମୁଖ ରେ ପରିବର୍ଦ୍ଧିତ ହଷ୍ଟେଲ ଫି କୁ ବିରୋଧ କରି ଧାରଣା ରେ ବସିଲେ ଛାତ୍ରୀ    (29-Sep-2023)       ||      ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ   (29-Sep-2023)       ||      ଜୁନିୟର ରେଡକ୍ରସ ତରଫରୁ ବିଶ୍ଵ ହୃଦୟ ଦିବସ ପାଳନ   (29-Sep-2023)       ||      ଦେଓଗାଁ ବ୍ଲକ ର ବିଭିନ୍ନ ଗ୍ରାମ ପରିଦର୍ଶନ କଲେ ବଲାଙ୍ଗିର ସାଂସଦ , କେନ୍ଦ୍ର ର ଜନହିତକର ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଲେ    (29-Sep-2023)       ||      ଘେନୁପାଲିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ ଉତ୍ସବ   (29-Sep-2023)       ||      ବିଭିନ୍ନ ପଦବୀ ଚୟନ ଅନୀୟମିତତା କୁ ନେଇ ହଳଦୀ ହାଇସ୍କୁଲ ରେ ତାଲାମାରିଲେ ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ ର ମହିଳା l   (29-Sep-2023)       ||      ଜିଲ୍ଲା ଯୋଜନା କମିଟି ର ସଦସ୍ୟ ହେଲେ ଦୁଇ କାଉନସିଲର    (29-Sep-2023)       ||      ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କୁ ବିଧାନସଭା ରୁ ବହିସ୍କାର କରାଯିବା ପ୍ରତିବାଦରେ ଲୋଇସିଂହା ଠାରେ ଜାତୀୟ ରାଜପଥ ଅବରୋଧ   (29-Sep-2023)       ||      ବିଧାୟକ ଡ. ମୁକେଶ ମହାଲିଙ୍ଗ କୁ ବିଧାନସଭା ରୁ ବହିସ୍କାର କରାଯିବା ଦାବିରେ ଲୋଇସିଂହା ଠାରେ 26 ନଂ ଜାତୀୟ ରାଜପଥ ଅବରୋଧ   (29-Sep-2023)       ||      ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ : ସ୍ୱାସ୍ଥ୍ୟ ବିଭାଗ ଦୃଷ୍ଟି ଦେବାକୁ ଦାବୀ    (28-Sep-2023)       ||      ମର୍ନିଙ୍ଗ ୱାକର ଟିମ ଓ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଶୋକ ସଭା   (28-Sep-2023)       ||     

HOME   ଜିଲ୍ଲା

କଳାବ୍ୟାଜ୍‌ ପିନ୍ଧି କାମ କରୁଛନ୍ତି କଣ୍ଟାବାଞ୍ଜି ବିଜୁ ରକ୍ତ ଭଣ୍ଡାରର କର୍ମଚାରୀ

16-Aug-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ଏକ୍ସପ୍ରେସ ନ୍ୟୁଜ୍: କଣ୍ଟାବାଞ୍ଜି ରକ୍ତଭଣ୍ଡାର କଣ୍ଟାବାଞ୍ଜି ଅଂଚଳରେ ରକ୍ତ ଯୋଗାଇଦେଇ ରୋଗୀମାନଙ୍କୁ ଜୀବନ ବଞ୍ଚାଇବାରେ ପ୍ରମୁଖ ଭୂମିକା ନେଉଛନ୍ତି ରକ୍ତଭଣ୍ଡାର କର୍ମଚାରୀ ହେଲେ ସାମାଜିକ ସୁରକ୍ଷା ତ ଭିନ୍ନ କଥା ସାମାନ୍ୟତମ ସରକାରୀ ସୁବିଧା ପାଉନଥିବା ରକ୍ତଭଣ୍ଡାରରେ କାର୍ଯ୍ୟରତ କର୍ମଚାରି । କର୍ମଚାରୀମାନଙ୍କ ଜୀବନ ଏବେ ଦୁର୍ବିସହ ହୋଇପଡ଼ିଛି ।  ଆଗରୁ ରାଜ୍ୟର ରକ୍ତଭଣ୍ଡାରଗୁଡ଼ିକ ରେଡ଼କ୍ରସ ସୋସାଇଟି ଦ୍ବାରା ପରିଚାଳିତ ହୋଇଥିଲା । ଗତ ସେପ୍ଟେମ୍ବର ୨୦୧୭ରେ ଓଡ଼ିଶା ସରକାର ରାଜ୍ୟର ୫୭ଟି ରକ୍ତଭଣ୍ଡାରକୁ ନିଜ  ଅଧୀନରେ ନେଇଗଲେ । ରାଜ୍ୟ ସରକାର ରକ୍ତଭଣ୍ଡାର ରେ କାର୍ଯ୍ୟରତ ରାଜ୍ୟର ୧୮୦ ଜଣ ଅସ୍ଥାୟୀ କର୍ମଚାରୀଙ୍କ ଭବିଷ୍ୟତ ବିଷୟରେ କୌଣସି ଚିନ୍ତା କଲେ ନାହିଁ ।ଏହି ଅସ୍ଥାୟୀ କର୍ମଚାରୀମାନଙ୍କୁ ସରକାରୀ କର୍ମଚାରୀମାନଙ୍କ ବେତନ ଓ ଅନ୍ୟାନ୍ୟ ସୁବିଧା ପ୍ରଦାନ କରିବା ଏବଂ ୨୪  ଘଣ୍ଟିଆ ଜରୁରୀକାଳୀନ ସେବାରେ ଥିବାରୁ ଡାକ୍ତରଖାନା ପରିସରରେ ସରକାରୀ କ୍ଵାର୍ଟସ ଯୋଗାଇ ଦେବା ପାଇଁ ସଂଘ ରାଜ୍ୟ ସରକାରଙ୍କଠାରେ ବାରଂବାର ଦାବି କରିଆସୁଛି । ଆଗରୁ ରକ୍ତଭଣ୍ଡାରରୁ ରକ୍ତ ପାଇଁ ରୋଗୀମାନେ ପଇସା ଦେଉଥିଲେ । ସେହି ବାବଦକୁ ମିଳୁଥିବା ଅର୍ଥରାଶିରୁ ଏହି ଅସ୍ଥାୟୀ କର୍ମଚାରୀମାନେ ଦରମା ପାଉଥିଲେ । ସରକାର ରକ୍ତଭଣ୍ଡାରଗୁଡ଼ିକୁ ନିଜ ଅଧୀନକୁ ନେବା ପରେ ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ମାଗଣାରେ  ରକ୍ତ ଯୋଗାଇ ଦିଆଯାଉଛି । କେବଳ ନସିଂହୋମ୍ ଘରୋଇ ଡାକ୍ତରଖାନାଗୁଡ଼ିକରେ ଚିକିତ୍ସିତ ହେଉଥିବା ରୋଗୀମାନେ ରକ୍ତନେବା ବେଳେ ପଇସା ଦେଉଛନ୍ତି । ଏଥିରୁ ପ୍ରାପ୍ତ ଅର୍ଥରାଶିରୁ ଅସ୍ଥାୟୀ କର୍ମଚାରୀମାନଙ୍କୁ ଦରମା ଦିଆଯାଉଛି । ୨୦୧୮ ମସିହାରୁ ଏପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ସହିତ ଅନେକ ଥର ଆଲୋଚନା ହୋଇଛି । କର୍ମଚାରୀମାନେ ଆନ୍ଦୋଳନ ମଧ୍ୟ କରିଛନ୍ତି । ବିଭିନ୍ନ ସମୟରେ ଅନେକ ଥର ସ୍ଵାସ୍ଥ୍ୟମନ୍ତ୍ରୀ ,ସ୍ବାସ୍ଥ୍ୟ ସଚିବଙ୍କୁ ଭେଟିବା ପରେ ବି କିଛି ଲାଭ ହୋଇନାହିଁ ।  ଓଡ଼ିଶା ରାଜ୍ୟ ରକ୍ତଭଣ୍ଡାର କର୍ମଚାରୀ  ସଂଘ୍ ପକ୍ଷରୁ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବଙ୍କୁ ଏକ ଦାବିପତ୍ର ଦିଆଯାଇଛି । ଏଥିରେ ସମାନ କାମକୁ ସମାନ ଦରମା ଦେବାକୁ ଦାବି କରାଯାଇଥିଲା । ଯାହା ପୂରଣ ନ ହେବାରୁ ୧୨ ତାରିଖରୁ କଳା ବ୍ୟାଜ୍‌ ପିନ୍ଧି କାମ କରୁଛନ୍ତି କଣ୍ଟାବାଞ୍ଜି ରକ୍ତ ଭଣ୍ଡାର କର୍ମଚାରି ।  ଉଲ୍ଲେଖଯୋଗ୍ୟ ଯେ , ଗତ ବର୍ଷ ମେ ମାସରେ ଓଡ଼ିଶା ରାଜ୍ୟ ରକ୍ତଭଣ୍ଡାର କର୍ମଚାରି। କୌଣସି କାରଣରୁ ଯଦି ରକ୍ତ ଭଣ୍ଡାରରେ କାର୍ଯ୍ୟରତ କର୍ମଚାରିଙ୍କ ମୃତ୍ୟୁ ହେଲେ କର୍ମଚାରୀମାନଙ୍କ ମୃତ୍ୟୁ ସହିତ ପରିବାରର ଆୟର ବାଟ ବନ୍ଦ ହୋଇଯାଇଛି । ସରକାରୀ ମାନ୍ୟତା ମିଳିନଥିବାରୁ ରକ୍ତଭଣ୍ଡାର କର୍ମଚାରୀଙ୍କ ମୃତ୍ୟୁ ପରେ ସେମାନଙ୍କ ପରିବାରବର୍ଗକୁ ଘୋର ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି ରକ୍ତଭଣ୍ଡାର କର୍ମଚାରୀ ପକ୍ଷରୁ କହାଯାଇଛି । ଆଗକୁ ସରକାର ଯଦି ତାଙ୍କ ଦାବି ପୁରଣ ନ କଲେ ସେମିତି କଳା ବ୍ୟଚ ପିନ୍ଧି ସେମାନେ କାର୍ଯ୍ୟରତ ରହି ସରକାରଙ୍କୁ ବିରୋଧ ପ୍ରଦର୍ଶନ କରୁଥିବେ ବୋଲି କାର୍ଯ୍ୟରତ କର୍ମଚାରି ଶିବ କୁମାର ସାହୁ,ଦୁର୍ଗା ତାଣ୍ଡି,ପ୍ରଶାନ୍ତ କୁମାର ସାହୁ, ଗୁରୁବାରୁ ରଣା କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନିସିପାଲଟି ନାରୀ ଶକ୍ତି ଫାଉଣ୍ଡେସନ ଓ ଅନ୍ୟ ସଂସ୍ଥା ଗୁଡ଼ିକର କନ୍ଧପାଲି ଅଞ୍ଚଳ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ   01-Oct-2023
  ଜିଲ୍ଲା  
ଭବାନୀ ପାଟଣା ନlରେଙ୍ଗିଖୋଲା ଗ୍ରାମ ଠାରେ ବିଭିନ୍ନ ସମସ୍ୟା କୁ ନେଇ ସଚେତନ କାର୍ଯ୍ୟ କ୍ରମ ଅନୁଷ୍ଠିତ l   01-Oct-2023
  ଜିଲ୍ଲା  
ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି    30-Sep-2023
  ଜିଲ୍ଲା  
ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ବେଳାଭୂମି ପାଇଁ ସଚେତନତା ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭିଯାନ କାର୍ଯ୍ୟକ୍ରମ   30-Sep-2023
  ଜିଲ୍ଲା  
ଲୋଇସିଂହା କଲେଜ ଖେଳ ପଡିଆ ଠାରେ ଲୋଇସିଂହା ଓମେନ ଫାର୍ମର ପ୍ରଡୁସର କମ୍ପାନୀ ଲି. ର ବାର୍ଷିକ ଅଧିବେଶନ ଅନୁଷ୍ଠିତ   30-Sep-2023
  ଜିଲ୍ଲା  
ଦେଢ଼ କ୍ୱିଣ୍ଟାଲ ଗଂଜେଇ ଜବତ, ଦୁଇ ଗିରଫ   30-Sep-2023
  ଜିଲ୍ଲା  
ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଥମ ରଣ ପ୍ରଦାନ କରିଥିଲେ।   30-Sep-2023
  ଜିଲ୍ଲା  
ପାଟଣାଗଡ଼ ବ୍ଲକ  ବ୍ଲକସ୍ତରୀୟ ଶାରଦୀୟ କ୍ରିଡା ମହୋତ୍ସବ ଉଦଯାପିତ   29-Sep-2023
  ଜିଲ୍ଲା  
 ରାଜେନ୍ଦ୍ର ୟୁନିଭିର୍ସିଟ  କଲେଜ  ସମ୍ମୁଖ ରେ ପରିବର୍ଦ୍ଧିତ ହଷ୍ଟେଲ ଫି କୁ ବିରୋଧ କରି ଧାରଣା ରେ ବସିଲେ ଛାତ୍ରୀ    29-Sep-2023
  ଜିଲ୍ଲା  
ଡଙ୍ଗରପଡାରେ ଅନନ୍ତମୁଖୀ ଓ ଭଗବତ୍ ଜନ୍ମ ଉତ୍ସବ ପାଳନ   29-Sep-2023
  ଜିଲ୍ଲା  
ଜୁନିୟର ରେଡକ୍ରସ ତରଫରୁ ବିଶ୍ଵ ହୃଦୟ ଦିବସ ପାଳନ   29-Sep-2023

You Might Also Like