-+91-9937148622 |

prerana_bgr@rediffmail.com |

  Saturday 1st October 2022 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   (01-Oct-2022)       ||      ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   (01-Oct-2022)       ||      ଶିଶୁ ଗୃହରେ ୨ ଅସହାୟ ଶିଶୁ୍    (01-Oct-2022)       ||      ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   (01-Oct-2022)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Oct-2022)       ||      ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   (30-Sep-2022)       ||      ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   (30-Sep-2022)       ||      ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   (30-Sep-2022)       ||      ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର    (30-Sep-2022)       ||      ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ    (30-Sep-2022)       ||      ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   (30-Sep-2022)       ||      କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   (30-Sep-2022)       ||      ଲୋଇସିଂହା ବ୍ଲକ ବାରିକ ସମାଜ ତରଫରୁ ନୁଆଁଖାଇ ଭେଟଘାଟ    (30-Sep-2022)       ||      ସମଲେଶ୍ବରୀ ଛକ,ଅଙ୍ଗଶ୍ରି ସୁନା ଦୋକାନରୁ ଚୋରି   (30-Sep-2022)       ||      ବାଣ୍ଡିଗାଁରେ ଜିଲ୍ଳାସ୍ତରୀୟ ନୂଆଁଖାଇ ଭେଟଘାଟ    (29-Sep-2022)       ||      ମିଶନ ଶକ୍ତି ପକ୍ଷରୁ ଋଣ ମେଳା....   (29-Sep-2022)       ||      କୋଡିଏ ଘର ରଜକ ସମାଜ ର ଆଞ୍ଚଳିକ ବୈଠକ   (29-Sep-2022)       ||      ନିରାପଦ ଆନ୍ତର୍ଜାତୀୟ ଗର୍ଭପାତ ଦିବସ ଓ ବିଶ୍ୱ ଜଳାନ୍ତକ ଦିବସ ରେ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀ ସମ୍ମାନୀତ   (29-Sep-2022)       ||      ନୂତନ ବିଡିଓ ଙ୍କୁ ସରପଞ୍ଚ ସଂଘ ପକ୍ଷରୁ ସମ୍ବର୍ଦ୍ଧନା    (29-Sep-2022)       ||      ମହାନଦୀରେ ଛଡାଗଲା ୨ ଲକ୍ଷ ମାଛ ଜାଆଁଳା   (29-Sep-2022)       ||     

HOME   ଜିଲ୍ଲା

ନନ୍ଦାହାଣ୍ଡି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

17-Aug-2022



ନବରଙ୍ଗପୁର(ପ୍ରେରଣା ଖବର): ନବରଙ୍ଗପୁର ଜିଲ୍ଲା ନନ୍ଦା ହାଣ୍ଡି ପ୍ଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୦ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୦୫  ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ବଳକା ୩୫ଗୋଟି  ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଥିଲା। ସେଥିମଧ୍ୟରୁ  ଜମିଜମା, ବାର୍ଦ୍ଧକ୍ୟ ଭତ୍ତା, ଶିକ୍ଷା ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ରାସ୍ତା ନିର୍ମାଣ,ମରାମତି, ପ୍ରଧାନମନ୍ତ୍ରୀ ଆବାସ, ନନ୍ଦା ହାଣ୍ଡି ରେ ନୂତନ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣ, ବିବାହ ପ୍ରମାଣ ପତ୍ର ପ୍ରଦାନ, ପଞ୍ଚାୟତ କାମର ବକେଆ ପାଉଣା, ଦୀବ୍ୟାଙ୍ଗ ପ୍ରମାଣ ପତ୍ର ଇତ୍ୟାଦି ସଂକ୍ରାନ୍ତୀୟ ଅଭିଯୋଗ ର ଶୁଣାଣି ହୋଇଥିଲା।   ଲୋକଙ୍କ ଅଭିଯୋଗ  ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ। ଏଥି ସହିତ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉପସ୍ଥିତ ଥିବା ଦିବ୍ୟାଙ୍ଗ ମାନଙ୍କୁ ୧୨ଗୋଟି ହୁଇଲ ଚୈର୍, ଦୁଇ ଗୋଟି try cycle ଦୁଇ ହଳ କ୍ରଚ, ଦୁଇ ଗୋଟି ଟେରା ପେଡ ଜିଲ୍ଲାପାଳ ଡକ୍ଟର ମିଶ୍ରଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା। 

ଏହି କାର୍ଯ୍ୟକ୍ରମ ରେ  ଜିଲ୍ଲାପାଳ ଙ୍କ ବ୍ୟତୀତ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ,ରତ୍ନାକର ସାହୁ, ନନ୍ଦା ହାଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ସଭ୍ୟ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର କାଳୀ ପ୍ରସାଦ ବେହେରା, ପ୍ରଶାସକ ସମନ୍ୱିତ ଜନଜାତି ଉନ୍ନୟନ ବିଭାଗ ଅଭିମନ୍ୟୁ ମାଝୀ,ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର,ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   01-Oct-2022
  ଜିଲ୍ଲା  
ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   01-Oct-2022
  ଜିଲ୍ଲା  
ଶିଶୁ ଗୃହରେ ୨ ଅସହାୟ ଶିଶୁ୍   01-Oct-2022
  ଜିଲ୍ଲା  
ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   01-Oct-2022
  ଜିଲ୍ଲା  
ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Oct-2022
  ଜିଲ୍ଲା  
ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   30-Sep-2022
  ଜିଲ୍ଲା  
ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   30-Sep-2022
  ଜିଲ୍ଲା  
ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   30-Sep-2022
  ଜିଲ୍ଲା  
ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର   30-Sep-2022
  ଜିଲ୍ଲା  
ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ   30-Sep-2022
  ଜିଲ୍ଲା  
ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   30-Sep-2022
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   30-Sep-2022

You Might Also Like