-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ଜିଲ୍ଲା

ନନ୍ଦାହାଣ୍ଡି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

17-Aug-2022



ନବରଙ୍ଗପୁର(ପ୍ରେରଣା ଖବର): ନବରଙ୍ଗପୁର ଜିଲ୍ଲା ନନ୍ଦା ହାଣ୍ଡି ପ୍ଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୦ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୦୫  ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ବଳକା ୩୫ଗୋଟି  ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଥିଲା। ସେଥିମଧ୍ୟରୁ  ଜମିଜମା, ବାର୍ଦ୍ଧକ୍ୟ ଭତ୍ତା, ଶିକ୍ଷା ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ରାସ୍ତା ନିର୍ମାଣ,ମରାମତି, ପ୍ରଧାନମନ୍ତ୍ରୀ ଆବାସ, ନନ୍ଦା ହାଣ୍ଡି ରେ ନୂତନ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣ, ବିବାହ ପ୍ରମାଣ ପତ୍ର ପ୍ରଦାନ, ପଞ୍ଚାୟତ କାମର ବକେଆ ପାଉଣା, ଦୀବ୍ୟାଙ୍ଗ ପ୍ରମାଣ ପତ୍ର ଇତ୍ୟାଦି ସଂକ୍ରାନ୍ତୀୟ ଅଭିଯୋଗ ର ଶୁଣାଣି ହୋଇଥିଲା।   ଲୋକଙ୍କ ଅଭିଯୋଗ  ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଶୁଣିବା ସହିତ ଏହାର ତୁରନ୍ତ ଆଶୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ। ଏଥି ସହିତ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଉପସ୍ଥିତ ଥିବା ଦିବ୍ୟାଙ୍ଗ ମାନଙ୍କୁ ୧୨ଗୋଟି ହୁଇଲ ଚୈର୍, ଦୁଇ ଗୋଟି try cycle ଦୁଇ ହଳ କ୍ରଚ, ଦୁଇ ଗୋଟି ଟେରା ପେଡ ଜିଲ୍ଲାପାଳ ଡକ୍ଟର ମିଶ୍ରଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା। 

ଏହି କାର୍ଯ୍ୟକ୍ରମ ରେ  ଜିଲ୍ଲାପାଳ ଙ୍କ ବ୍ୟତୀତ ଆରକ୍ଷୀ ଅଧୀକ୍ଷକ ଏସ୍ ସୁଶ୍ରୀ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ,ରତ୍ନାକର ସାହୁ, ନନ୍ଦା ହାଣ୍ଡି ପଞ୍ଚାୟତ ସମିତି ଅଧ୍ୟକ୍ଷ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ସଭ୍ୟ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର କାଳୀ ପ୍ରସାଦ ବେହେରା, ପ୍ରଶାସକ ସମନ୍ୱିତ ଜନଜାତି ଉନ୍ନୟନ ବିଭାଗ ଅଭିମନ୍ୟୁ ମାଝୀ,ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର,ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like