-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ନବରଙ୍ଗପୁର : ପାପଡାହାଣ୍ଡି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ଠାରେ କମିଟି ମାନଙ୍କ ପ୍ରଶିକ୍ଷଣ ଶିବିର

17-Aug-2022



ନବରଙ୍ଗପୁର(ପ୍ରେରଣା ଖବର) ବରଙ୍ଗପୁର ଜିଲ୍ଲା ର ପାପଡାହାଣ୍ଡି ବ୍ଲକ ର ମୋକିଆ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ଠାରେ କମିଟି ମାନଙ୍କର ଏକ ପ୍ରଶିକ୍ଷଣ ଶିବିର ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଦ୍ୱାରା ଶୁଭ ଉଦଘାଟନ ହୋଇ ଯାଇଛି। ଜିଲ୍ଲାପାଳ ଡଃ ମିଶ୍ର ଉପସ୍ଥିତ ଥିବା ସଭାର ସମସ୍ତ ସଭ୍ଯ ମାନଙ୍କୁ ସ୍ଵାଗତ ଜଣାଇବା ସହିତ ପାକୃତିକ ବିପର୍ଯ୍ୟୟ ସମୟରେ ନିଜେ ସୁରକ୍ଷିତ ରହିବା ସହ ଅନ୍ୟମାନଙ୍କୁ କିପରି ସୁରକ୍ଷିତ ରଖିବେ ବୁଝାଇଥିଲେ। ତାହା ସହିତ ନିଜ ଅସମୟରେ ମାଆ ଆମକୁ ଯେମିତି ସାହାର୍ଯ୍ୟ କରନ୍ତି,ସେହିପରି ପାକୃତିକ ବିପର୍ଯ୍ୟୟ ସମୟରେ ବହୁମୂଖୀ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ଆମକୁ  ମାଆ ଭଲି ଆଶ୍ରୟଦିଏ। ତେଣୁ ଆଶ୍ରୟସ୍ଥଳୀ ର ସୁରକ୍ଷା ଏବଂ ରକ୍ଷଣାବେକ୍ଷଣ ଆମ ସମସ୍ତଙ୍କ ଦାୟିତ୍ଵ ବୋଲି ଉପସ୍ଥିତ ଥିବା ସମସ୍ତ ସଭ୍ଯ ଙ୍କୁ  ବୁଝାଇଥିଲେ।ସ୍ଵତନ୍ତ୍ର ଭାବେ ପ୍ରଶିକ୍ଷଣ ନେଇଥିବା ଜିଲ୍ଲାର NGO ମାନେ ଏବଂ ସୁଦୂର ଗଂଜାମ ଜିଲ୍ଲାରୁ ଆସିଥିବା ଦୁଇ ଜଣ ପ୍ରଶିକ୍ଷକ ତ୍ରିଲୋଚନ ପ୍ରଧାନ ଏବଂ ଅଶୋକ ରାଉଳ ଏହି କାର୍ଯ୍ୟକ୍ରମରେ ଅନ୍ୟମାନ ଙ୍କୁ ପ୍ରଶିକ୍ଷଣ ଦେବା ପାଇଁ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୌସୁମୀ ନାୟକ,ଗୋଷ୍ଠୀ ଉନ୍ନୟନ

ଅଧିକାରୀ ପାପଡାହାଣ୍ଡି ରଞ୍ଜିତା ମଲ୍ଲିକ, ପାପଡାହାଣ୍ଡି ବ୍ଲକ ଅଧ୍ୟକ୍ଷା ହେମ ଲତା ମାଝୀ, ଉପାଧ୍ୟକ୍ଷ ସୁଶାନ୍ତ କୁମାର ବେହେରା,ଜିଲ୍ଲା ଜରୁରୀକାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ, ବରିଷ୍ଠ ରାଜସ୍ଵ ସହାୟକ ତ୍ରିପତି ବାଲାଜୀ ସାହୁ,ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଏସ୍ ଗୀତା, ମକିଆ ବହୁମୂଖୀ ବାତ୍ୟା ଆଶ୍ରୟସ୍ଥଳୀ ର  ସଭାପତି ତଥା ସରପଞ୍ଚ ଜଗଜୀବନ ନାୟକ, ସମ୍ପାଦକ ଯୁଗଳ ବିଶୋଇ,ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସଚିଦା ନନ୍ଦ ତ୍ରିପାଠୀ, ସାହାରା  ଉମରକୋଟ ର ଅଶୋକ କୁମାର ପ୍ରଧାନ, ଇସାରା  ଚନ୍ଦାହାଣ୍ଡି ରମେଶ ଚନ୍ଦ୍ର ପଣ୍ଡା, ପି ଏଚ୍ ଆର୍ ଏସ୍  ନବରଙ୍ଗପୁର ସୂର୍ଯ୍ୟ କାନ୍ତ ନାୟକ,ରାଜସ୍ୱ ନିରୀକ୍ଷକ ଦହଣା ପୂଜାରୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like