-+91-9937148622 |

prerana_bgr@rediffmail.com |

  Saturday 2nd March 2024 |

| | | |

R.N.I. Regd No. ODIODI/2010/46693

Breaking News

ରାଜନୀତି ବିଜ୍ଞାନ ବିଭାଗ ରେ ଡକ୍ଟରେଟ୍ ଉପାଧି ଲାଭ   (02-Mar-2024)       ||      ଖୁଣ୍ଟିଗୋରା ଛକ ନିକଟରେ ବାଇକ ଦୁର୍ଘଟଣା , ୨ ଜଣ ଗୁରୁତର ଆହତ    (02-Mar-2024)       ||      ଅଙ୍ଗନଵାଡି କର୍ମୀ ରୁ ସୁପରଭାଇଜର ପଦୋନ୍ନତି ରେ ବ୍ୟାପକ ହେରାଫେରି ଅଭିଯୋଗ, ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ    (02-Mar-2024)       ||      କଣ୍ଟାମାଳ ବ୍ଲକର ଉପାନ୍ତ ଅଞ୍ଚଳକୁ ଅଚାନକ ପରିଦର୍ଶନରେ ଜିଲ୍ଲାପାଳ ଓ ଏସପି, ନାଦେନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ ଜିଲ୍ଲାପାଳ   (02-Mar-2024)       ||      ସ୍ୱାସ୍ଥ୍ୟ ଶିକ୍ଷା ଓ ସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ଉଜ୍ଜ୍ୱଳ ଫର୍ଦ୍ଦ, ୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ଦେଲେ ଉଦ୍‌ଘାଟନ, ବଲାଙ୍ଗିର ଭୋଇ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ   (02-Mar-2024)       ||      ବଲାଙ୍ଗୀର ସହର ମଧ୍ୟରେ ଥିବା ଇନକମ ଟେକ୍ସ ଅଫିସ କାର୍ଯ୍ୟ ନିମ୍ନମାନର ନେଇ ଅଭିଯୋଗ, (ପେପର ବ୍ଲକ ବସା କାମରୁ ବାରିହେଉଛି ଦୁର୍ନୀତି ର ଗନ୍ଧ, ବିଲଡିଂ କଥା ନକହିବା ଭଲ )    (02-Mar-2024)       ||      ସିନ୍ଧେକେଲା କୁ ଏନଏସି ମାନ୍ୟତା ଦାବିକୁ ନେଇ ଶାନ୍ତି ଶୃଙ୍ଖଳା ସହ ୧୨ ଘଣ୍ଟିଆ ବନ୍ଦ ପାଳନ   (02-Mar-2024)       ||      ମୋ ଛୋଟ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ    (02-Mar-2024)       ||      ମହାନଦୀ ଆଳତୀ ଘାଟରେ ପୂର୍ବତନ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ   (02-Mar-2024)       ||      ବନ୍ଦ ହେବାକୁ ବସିଲାଣି ମଣ୍ଡି, ଲ୍ୟାମ୍ସ କର୍ମଚାରୀଙ୍କ ଅବହେଳା ଯୋଗୁଁ ପଞ୍ଜୀକରଣ ପରେବି ଧାନ ବିକ୍ରୟ କରି ପାରି ନାହାନ୍ତି ଚାଷୀ   (02-Mar-2024)       ||      ଲୋଇସିଂହା ମହିଳା ପ୍ରଡ୍ୟୁସର କମ୍ପାନୀର ଅତିରିକ୍ତ ସାଧାରଣ ପରିଷଦ ବୈଠକ   (01-Mar-2024)       ||      ନୂତନ ଜିଲ୍ଲା ଚ଼ିକିତ୍ସାଳୟ ଠାରେ ଆହାର ବ୍ୟବସ୍ଥା   (01-Mar-2024)       ||      କଣ୍ଟାମାଳ ରେ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ   (01-Mar-2024)       ||      ସିନ୍ଧେକେଲା ଜୋନର ୧୨ ଟି ପଞ୍ଚାୟତ କୁ ନେଇ ବିଜେଡ଼ିର ବିଶାଳ ଜନ ସମାବେଶ   (01-Mar-2024)       ||      ସାମ୍ବାଦିକ ଭବନର କମ୍ୟୁନିଟି ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ    (01-Mar-2024)       ||      ବଲାଙ୍ଗିର : ନିଜର ୩ ଦଫ ଦାବି ନେଇ ଆନ୍ଦୋଳନରେ ବସିଲେ ପେକ୍‌ସ କର୍ମଚାରୀ     (01-Mar-2024)       ||      ଆହୁରି ଗବେଷଣା କରିବି- ସୀମାରାଣୀ   (01-Mar-2024)       ||      ଆମ ବ୍ୟାଙ୍କ ଆମ ଭରସା - ସି ଏସ ପି ବ୍ୟବସ୍ଥା   (01-Mar-2024)       ||      ଡ଼ଃ ରବୀନ୍ଦ୍ର ନାରାୟଣ ବେହେରା ଆଗାମୀ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବାର ସମ୍ଭାବନା ଉଜ୍ଜ୍ବଳ   (01-Mar-2024)       ||      ପ୍ରଧାନ ଶିକ୍ଷକ ଗୁଣନିଧି ମେହେରଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (01-Mar-2024)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ସଦଭାବନା ଦିବସ ପାଳିତ 

20-Aug-2022



ନବରଙ୍ଗପୁର  :  ଜିଳ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ସଦଭାବନା ଦିବସ ପାଳନ ଅବସରରେ  ଶପଥ ପାଠ ଉଚ୍ଛବ ପାଳନ ହୋଇଯାଇଛି। ଜିଲ୍ଲାପାଳ ଡଃ ମିଶ୍ର, ଜାତି ସମ୍ପ୍ରଦାୟ

କ୍ଷେତ୍ର, ଧର୍ମ ଅଥବା ଭାଷା ଭିତ୍ତିକ ଭେଦଭାବ, ହିଂସା ର  ସାହଯ୍ୟ ବିନା ସବୁ ପ୍ରକାର ମତଭେଦ କଥାବାର୍ତ୍ତା ଏବଂ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମାଧାନ କରିବା ପାଇଁ ଭାରତ ବାସୀଙ୍କ ଭାବନାତ୍ମକ ଏକତା ଏବଂ ସଦଭାବନା ନିମନ୍ତେ କାର୍ଯ୍ୟ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ। ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ନବରଙ୍ଗପୁର ଭାସ୍କର ରଇତ,  ଡେପୁଟି ଜିଲ୍ଲାପାଳ ନିର୍ମଳ ନାୟକ ମୌସୁମୀ ନାୟକ ସୁବ୍ରତ ବେହେରା, ଅଧିକ୍ଷକ ଯନ୍ତ୍ରୀ  ପୂର୍ତ୍ତବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ  ସୁଧାଂଶୁ ପାତ୍ର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ବାସ, ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତି ରଞ୍ଜନ ସାମନ୍ତରାୟ,ଜିଲ୍ଲା କ୍ରୀଡା ଅଧିକାରୀ, ମହେନ୍ଦ୍ର କୁମାର ସାହୁ, ଓଡିଶା ରାଜସ୍ଵ ଅମଲା ସଂଘର ସଭାପତି ତ୍ରିପତି ବାଲାଜୀ ସାହୁ,ଜିଲ୍ଲା ସୂଚନା ଏବଂ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ,ଜିଲ୍ଲା ସଂସ୍କୃତି ଅଧିକାରୀ ଘାସି ହରିଜନ,ଜରୁରୀକାଳୀନ ବିଭାଗ ର  ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟନାୟକ, ଜିଲ୍ଲା ରାଷ୍ଟ୍ରୀୟ

ସୂଚନା ବିଜ୍ଞାନ କେନ୍ଦ୍ର ଅଧିକାରୀ  ବିଶ୍ଵ ରଞ୍ଜନ ଭୁକ୍ତା, ନରେନ୍ଦ୍ର ସାହୁ,ପାର୍ବତୀ ନାୟକ, ଦାନବୀର ଜଗତ, ପ୍ରଫୁଲ୍ଲ ପାତ୍ର,ସୁରେଶ ପଟନାୟକ, ତ୍ରିଲୋଚନ ନାୟକ, ବିଜଯ ସାହୁ ଙ୍କ ସହିତ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।ଏହି ଅବସରରେ ଜିଲ୍ଲାପାଳ ଡଃ ମିଶ୍ରଙ୍କ ଉପସ୍ଥିତିରେ ଜିଲ୍ଲା କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ନେଇ *ଆମ ପରିବେଶ ସ୍ଵଚ୍ଛ ପରିବେଶ* କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜନୀତି ବିଜ୍ଞାନ ବିଭାଗ ରେ ଡକ୍ଟରେଟ୍ ଉପାଧି ଲାଭ   02-Mar-2024
  ଜିଲ୍ଲା  
ଖୁଣ୍ଟିଗୋରା ଛକ ନିକଟରେ ବାଇକ ଦୁର୍ଘଟଣା , ୨ ଜଣ ଗୁରୁତର ଆହତ   02-Mar-2024
  ଜିଲ୍ଲା  
ଅଙ୍ଗନଵାଡି କର୍ମୀ ରୁ ସୁପରଭାଇଜର ପଦୋନ୍ନତି ରେ ବ୍ୟାପକ ହେରାଫେରି ଅଭିଯୋଗ, ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ    02-Mar-2024
  ଜିଲ୍ଲା  
କଣ୍ଟାମାଳ ବ୍ଲକର ଉପାନ୍ତ ଅଞ୍ଚଳକୁ ଅଚାନକ ପରିଦର୍ଶନରେ ଜିଲ୍ଲାପାଳ ଓ ଏସପି, ନାଦେନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ ଜିଲ୍ଲାପାଳ   02-Mar-2024
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିକ୍ଷା ଓ ସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ଉଜ୍ଜ୍ୱଳ ଫର୍ଦ୍ଦ, ୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ଦେଲେ ଉଦ୍‌ଘାଟନ, ବଲାଙ୍ଗିର ଭୋଇ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ   02-Mar-2024
  ଜିଲ୍ଲା  
ବଲାଙ୍ଗୀର ସହର ମଧ୍ୟରେ ଥିବା ଇନକମ ଟେକ୍ସ ଅଫିସ କାର୍ଯ୍ୟ ନିମ୍ନମାନର ନେଇ ଅଭିଯୋଗ, (ପେପର ବ୍ଲକ ବସା କାମରୁ ବାରିହେଉଛି ଦୁର୍ନୀତି ର ଗନ୍ଧ, ବିଲଡିଂ କଥା ନକହିବା ଭଲ )   02-Mar-2024
  ଜିଲ୍ଲା  
ସିନ୍ଧେକେଲା କୁ ଏନଏସି ମାନ୍ୟତା ଦାବିକୁ ନେଇ ଶାନ୍ତି ଶୃଙ୍ଖଳା ସହ ୧୨ ଘଣ୍ଟିଆ ବନ୍ଦ ପାଳନ   02-Mar-2024
  ଜିଲ୍ଲା  
ମୋ ଛୋଟ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ   02-Mar-2024
  ଜିଲ୍ଲା  
ମହାନଦୀ ଆଳତୀ ଘାଟରେ ପୂର୍ବତନ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ   02-Mar-2024
  ଜିଲ୍ଲା  
ବନ୍ଦ ହେବାକୁ ବସିଲାଣି ମଣ୍ଡି, ଲ୍ୟାମ୍ସ କର୍ମଚାରୀଙ୍କ ଅବହେଳା ଯୋଗୁଁ ପଞ୍ଜୀକରଣ ପରେବି ଧାନ ବିକ୍ରୟ କରି ପାରି ନାହାନ୍ତି ଚାଷୀ   02-Mar-2024
  ଜିଲ୍ଲା  
ଲୋଇସିଂହା ମହିଳା ପ୍ରଡ୍ୟୁସର କମ୍ପାନୀର ଅତିରିକ୍ତ ସାଧାରଣ ପରିଷଦ ବୈଠକ   01-Mar-2024
  ଜିଲ୍ଲା  
ନୂତନ ଜିଲ୍ଲା ଚ଼ିକିତ୍ସାଳୟ ଠାରେ ଆହାର ବ୍ୟବସ୍ଥା   01-Mar-2024

You Might Also Like