-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ସଦଭାବନା ଦିବସ ପାଳିତ 

20-Aug-2022



ନବରଙ୍ଗପୁର  :  ଜିଳ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ସଦଭାବନା ଦିବସ ପାଳନ ଅବସରରେ  ଶପଥ ପାଠ ଉଚ୍ଛବ ପାଳନ ହୋଇଯାଇଛି। ଜିଲ୍ଲାପାଳ ଡଃ ମିଶ୍ର, ଜାତି ସମ୍ପ୍ରଦାୟ

କ୍ଷେତ୍ର, ଧର୍ମ ଅଥବା ଭାଷା ଭିତ୍ତିକ ଭେଦଭାବ, ହିଂସା ର  ସାହଯ୍ୟ ବିନା ସବୁ ପ୍ରକାର ମତଭେଦ କଥାବାର୍ତ୍ତା ଏବଂ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମାଧାନ କରିବା ପାଇଁ ଭାରତ ବାସୀଙ୍କ ଭାବନାତ୍ମକ ଏକତା ଏବଂ ସଦଭାବନା ନିମନ୍ତେ କାର୍ଯ୍ୟ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ। ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ନବରଙ୍ଗପୁର ଭାସ୍କର ରଇତ,  ଡେପୁଟି ଜିଲ୍ଲାପାଳ ନିର୍ମଳ ନାୟକ ମୌସୁମୀ ନାୟକ ସୁବ୍ରତ ବେହେରା, ଅଧିକ୍ଷକ ଯନ୍ତ୍ରୀ  ପୂର୍ତ୍ତବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ  ସୁଧାଂଶୁ ପାତ୍ର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ବାସ, ଜିଲ୍ଲା ମଙ୍ଗଳ ଅଧିକାରୀ ସ୍ମୃତି ରଞ୍ଜନ ସାମନ୍ତରାୟ,ଜିଲ୍ଲା କ୍ରୀଡା ଅଧିକାରୀ, ମହେନ୍ଦ୍ର କୁମାର ସାହୁ, ଓଡିଶା ରାଜସ୍ଵ ଅମଲା ସଂଘର ସଭାପତି ତ୍ରିପତି ବାଲାଜୀ ସାହୁ,ଜିଲ୍ଲା ସୂଚନା ଏବଂ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ,ଜିଲ୍ଲା ସଂସ୍କୃତି ଅଧିକାରୀ ଘାସି ହରିଜନ,ଜରୁରୀକାଳୀନ ବିଭାଗ ର  ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟନାୟକ, ଜିଲ୍ଲା ରାଷ୍ଟ୍ରୀୟ

ସୂଚନା ବିଜ୍ଞାନ କେନ୍ଦ୍ର ଅଧିକାରୀ  ବିଶ୍ଵ ରଞ୍ଜନ ଭୁକ୍ତା, ନରେନ୍ଦ୍ର ସାହୁ,ପାର୍ବତୀ ନାୟକ, ଦାନବୀର ଜଗତ, ପ୍ରଫୁଲ୍ଲ ପାତ୍ର,ସୁରେଶ ପଟନାୟକ, ତ୍ରିଲୋଚନ ନାୟକ, ବିଜଯ ସାହୁ ଙ୍କ ସହିତ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।ଏହି ଅବସରରେ ଜିଲ୍ଲାପାଳ ଡଃ ମିଶ୍ରଙ୍କ ଉପସ୍ଥିତିରେ ଜିଲ୍ଲା କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ନେଇ *ଆମ ପରିବେଶ ସ୍ଵଚ୍ଛ ପରିବେଶ* କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026

You Might Also Like