-+91-9937148622 |

prerana_bgr@rediffmail.com |

  Tuesday 6th June 2023 |

| | | |

R.N.I. Regd No. ODIODI/2010/46693

Breaking News

ପଖନମୁଣ୍ଡା ବିଦ୍ୟାଳୟ ପାଇଲା ପ୍ରକୃତି ମିତ୍ର ପୁରସ୍କାର   (06-Jun-2023)       ||      ଲୋଇସିଂହା ସାମ୍ବାଦିକ ସଂଘ ତରଫରୁ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଓ ସରଗାଡ଼ ସରପଞ୍ଚ ସରୋଜ ବେହେରା ଙ୍କ ବିରୁଦ୍ଧରେ ଥାନା ରେ ଲିଖିତ ଅଭିଯୋଗ   (06-Jun-2023)       ||      ଜାଗା ମିଶନ ଯୋଜନାରେ ଜମି ବଣ୍ଟନ କଲେ ବିଧାୟକ   (06-Jun-2023)       ||      ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନକୁ ପ୍ରକୃତି ମିତ୍ର ପୁରସ୍କାର   (06-Jun-2023)       ||      କୁଣହାଁ ସମାଜ ରାଜ୍ୟ କମିଟିରେ ବିଶୃଙ୍ଖଳା ନେଇ ଜ଼ିଲ୍ଲାପାଳଙ୍କ ଠାରେ ଅଭିଯୋଗ I   (06-Jun-2023)       ||      ବିଷ ପିଇ ବିବାହିତ ଯୁବକଙ୍କ ଆତ୍ମହତ୍ଯା   (06-Jun-2023)       ||      ବଂଶାଜାଳ ନିକଟରେ ଆଇଓସିଏଲ ପାଇପ୍ ଲାଇନ୍‌ରୁ ତେଲ ଚୋରି ଘଟଣା ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ, ବିଭିନ୍ନ ଥାନାରେ୨୪ ମାମଲା      (06-Jun-2023)       ||      ବାଲ୍ ଆଧାର କେନ୍ଦ୍ର ଭିମଭୋଇ ମେଡିକାଲ କଲେଜ ହସ୍ପିଟାଲ ରେ ଉଦ୍ଘାଟିତ   (05-Jun-2023)       ||      ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ପରିବେଶ ଦିବସ ପାଳିତ    (05-Jun-2023)       ||      ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ     (05-Jun-2023)       ||      ବିଶ୍ୱ ପରିବେଶ ଦିବସରେ ପଲିଥିନ ମୁକ୍ତ ସହରର ଶପଥ ନେଲେ ଛାତ୍ରଛାତ୍ରୀ   (05-Jun-2023)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ବିଶ୍ୱପରିବେଶ ଦିବସ ପାଳିତ   (05-Jun-2023)       ||      କୁଟୁରାପାଳି ଗ୍ରାମରେ ରିଲାଏନ୍ସ ଫାଉଣ୍ଡେସନ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (05-Jun-2023)       ||      ପରିବେଶ ସୁରକ୍ଷା ଓ ପଲିଥିନ ବ୍ୟବହାର ଉପରେ ରୋକ ଲଗାଇବାକୁ ଆଜି ସଂକଳ୍ପ ନେବା: ଜିଲ୍ଲାପାଳ    (05-Jun-2023)       ||      ହଳଦିଆ ତୈଳିକ ବୈଶ୍ୟ ସମାଜର ଗ୍ରାମ୍ୟସ୍ତରୀୟ ବୈଠକ ଅନୁଷ୍ଠିତ   (05-Jun-2023)       ||      ପାତାଳି ଶ୍ରୀକ୍ଷେତ୍ରରେ ଚୁଦୁର୍ଦ୍ଧା ମୂର୍ତ୍ତିଙ୍କ ସ୍ନାନ ଯାତ୍ରା   (05-Jun-2023)       ||      ଏସପତ୍ରାପାଳି ଠାରେ ବନବିଭାଗ ପକ୍ଷରୁ ବିଶ୍ଵ ପରିବେଶ ଦିବସ ପାଲିତ                                                   (05-Jun-2023)       ||      ପଥରମୁଣ୍ଡା ରେ ସମଲେଇ ଓ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉଦଯାପିତ   (05-Jun-2023)       ||      ବଲାଙ୍ଗିର ଠାରେ ଆନ୍ତର୍ଜାତିକ ମିଲେଟ୍ ବର୍ଷ ପାଳନ ଅବସରରେ ଲନ୍ ବଲ୍ ପ୍ରତିଯୋଗିତା ଅନୁଷ୍ଠିତ ।   (05-Jun-2023)       ||      ଜଗନ୍ନାଥ ଯୁବ ପରିଷଦ ସରଗାଡ଼ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2023)       ||     

HOME   ଜିଲ୍ଲା

ପୁରୁଣା ପେନସନ ଯୋଜନା ଳାଗୁ କରାନଗଲେ ଆନ୍ଦୋଳନର ଚେତାବନୀ

22-Aug-2022



ପାଟଣାଗଡ (ସଚ୍ଚିଦାନନ୍ଦ ମହାକୁର) ପାଟଣାଗଡ଼ ଉପଖଣ୍ଡସ୍ତରୀୟ ନୂତନ ପେନସନ୍‌ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ଏକ ବୈଠକ ସ୍ଥାନୀୟ ଶିକ୍ଷକ ଭବନରେ ଅନୁଷ୍ଠିତ ହୋଇଯାଇଛି । ୨୦୦୫ ପରବର୍ତ୍ତୀ ସମୟରେ ନିଯୁକ୍ତ ସମସ୍ତ କର୍ମଚାରୀଙ୍କ ପେନସନ୍‌ ଉଚ୍ଛେଦ କରିଛନ୍ତି । ଏହା ଫଳରେ ଚାକିରିରୁ ଅବସର ନେଉଥିବା ସମସ୍ତ କର୍ମଚାରୀଙ୍କ ଅବସ୍ଥା ଶୋଚନୀୟ ହୋଇପଡୁଛି । ପ୍ରାଥମିକ ଶିକ୍ଷକଙ୍କ ଅବସ୍ଥା ଆହୁରି ଦୁର୍ବିସହ ହୋଇପଡୁଛି । ବିଲମ୍ବରେ ଚାକିରିରେ ଯୋଗଦାନ ଓ ଛଅ ବର୍ଷ ଠିକା ନିଯୁକ୍ତିରେ ରହିଲା ପରେ ଅଳ୍ପ କେତେ ବର୍ଷରେ ଅବସର ନେଉଥିବା ଶିକ୍ଷକଙ୍କ ପେନସନ୍‌ ଅତି ନଗଣ୍ୟ । ଅଧିକାଂଶ କର୍ମଚାରୀ ଅବସରର ଅଳ୍ପ ଦିନ ମଧ୍ୟରେ ମାନସିକ ଦୁଶ୍ଚିନ୍ତାର ଶିକାର ହୋଇ ରୋଗଗ୍ରସ୍ତ ହୋଇ ପଡୁଛନ୍ତି । ତେଣୁ ପୁରୁଣା ପେନସନ୍‌କୁ ପୁନଃ ଲାଗୁ କରିବା ଅପରିହାର୍ଯ୍ୟ ହୋଇପଡିଛି ବୋଲି ଏହି ବୈଠକରେ ମତପ୍ରକାଶ ପାଇଥିଲା । ଲାଲଚନ ବଗର୍ତ୍ତୀ, ମଣି କୁମ୍ଭାର, ଯୁବରାଜ ବିଭାର, ଶୁଶିଲ ପୋଢ ତଥା ଦେବଦତ୍ତ ମେହେରଙ୍କ ଆବାହନରେ ଆଜିକାର ପ୍ରସ୍ତୁତିଊ ବୈଠକ ବସିଥିଲା । ଅରୁଣ ତ୍ରିପାଠୀ, ଗୋବିନ୍ଦ ମେହେର, ଜୟଦେବ ସୁନା, ସବିତା ମହରା, ସାରଥୀ ବାଗ, ସୁମନ୍ତ ପୁରୋହିତ, ଗୋପୀନାଥ ସାହୁ, ଗୋପାଳ ନାଗ, ସଂଜୁବତୀ ନାଗ, ବିଘ୍ନରାଜ ପଧାନ, ସୁସାନ୍ତ ରାହା, ବୀରେନ୍ଦ୍ର ତାଣ୍ଡି, ସବ୍ୟସାଚୀ ବର୍ଗେ ତଥା ପାଟଣାଗଡ, ଖପ୍ରାଖୋଲ ଓ ବେଲପଡାରୁ ଅନେକ ଶିକ୍ଷକ ଯୋଗ ଦେଇ ନିଜର ମତାମତ ରଖିଥିଲେ । ଆଗାମୀ ଦିନରେ ଶିକ୍ଷକମାନଙ୍କ ଅଧିକାର ନିମନ୍ତେ ଅଧିକ ସଂଗଠିତ ହୋଇ ପ୍ରତି ବ୍ଲକ ସ୍ତରରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ସିଦ୍ଧାନ୍ତ ନିଆଯାଇଥିଲା । ଶେଷରେ ବିରଞ୍ଚି ମହଲା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଖନମୁଣ୍ଡା ବିଦ୍ୟାଳୟ ପାଇଲା ପ୍ରକୃତି ମିତ୍ର ପୁରସ୍କାର   06-Jun-2023
  ଜିଲ୍ଲା  
ଲୋଇସିଂହା ସାମ୍ବାଦିକ ସଂଘ ତରଫରୁ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଓ ସରଗାଡ଼ ସରପଞ୍ଚ ସରୋଜ ବେହେରା ଙ୍କ ବିରୁଦ୍ଧରେ ଥାନା ରେ ଲିଖିତ ଅଭିଯୋଗ   06-Jun-2023
  ଜିଲ୍ଲା  
ଜାଗା ମିଶନ ଯୋଜନାରେ ଜମି ବଣ୍ଟନ କଲେ ବିଧାୟକ   06-Jun-2023
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନକୁ ପ୍ରକୃତି ମିତ୍ର ପୁରସ୍କାର   06-Jun-2023
  ଜିଲ୍ଲା  
କୁଣହାଁ ସମାଜ ରାଜ୍ୟ କମିଟିରେ ବିଶୃଙ୍ଖଳା ନେଇ ଜ଼ିଲ୍ଲାପାଳଙ୍କ ଠାରେ ଅଭିଯୋଗ I   06-Jun-2023
  ଜିଲ୍ଲା  
ବିଷ ପିଇ ବିବାହିତ ଯୁବକଙ୍କ ଆତ୍ମହତ୍ଯା   06-Jun-2023
  ଜିଲ୍ଲା  
ବଂଶାଜାଳ ନିକଟରେ ଆଇଓସିଏଲ ପାଇପ୍ ଲାଇନ୍‌ରୁ ତେଲ ଚୋରି ଘଟଣା ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ, ବିଭିନ୍ନ ଥାନାରେ୨୪ ମାମଲା      06-Jun-2023
  ଜିଲ୍ଲା  
ବାଲ୍ ଆଧାର କେନ୍ଦ୍ର ଭିମଭୋଇ ମେଡିକାଲ କଲେଜ ହସ୍ପିଟାଲ ରେ ଉଦ୍ଘାଟିତ   05-Jun-2023
  ମହାନଗର  
ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ପରିବେଶ ଦିବସ ପାଳିତ    05-Jun-2023
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ     05-Jun-2023
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସରେ ପଲିଥିନ ମୁକ୍ତ ସହରର ଶପଥ ନେଲେ ଛାତ୍ରଛାତ୍ରୀ   05-Jun-2023
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ବିଶ୍ୱପରିବେଶ ଦିବସ ପାଳିତ   05-Jun-2023

You Might Also Like