-+91-9937148622 |

prerana_bgr@rediffmail.com |

  Tuesday 6th December 2022 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜ଼ିଲ୍ଲା ର ଯୁବ ଉଦ୍ୟୋଗୀ ଶୁକ୍ଳlମ୍ବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ   (06-Dec-2022)       ||      ରାମ ନାମ ହରି ନାମ ଧ୍ୱନି ରେ ପ୍ରକମ୍ପିତ ହେଲା ସୁବର୍ଣ୍ଣପୁର ଉପ କାରାଗାର, ଜେଲ ରେ ସଂସ୍କାର ଆଣିବାକୁ ସବ ଜେଲରଙ୍କ ଅଭିନଵ ଉଦ୍ୟମ   (06-Dec-2022)       ||      ସୁବର୍ଣ୍ଣପୁର:   ସାଇ ସେବା ସମିତି ର ପ୍ରାକ୍ତନ ସଭାପତିଙ୍କ ପରଲୋକ    (06-Dec-2022)       ||      ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ    (06-Dec-2022)       ||      ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ    (06-Dec-2022)       ||      ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ    (06-Dec-2022)       ||      ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   (06-Dec-2022)       ||      ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   (05-Dec-2022)       ||      ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   (05-Dec-2022)       ||      ଗୀତାଜୟନ୍ତୀ ପାଳିତ   (05-Dec-2022)       ||      ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ   (05-Dec-2022)       ||      ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର    (05-Dec-2022)       ||      ଗ୍ରାମ ପଂଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର   (05-Dec-2022)       ||      ବିଶ୍ଵ ମୃତ୍ତିକା ଦିବସ.... ମାଟି ସୁରକ୍ଷା ପାଇଁ ଶପଥ ନେଲେ ଚାଷୀ   (05-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ୨/୦ ଗୋଲରେ ସିଆଳି (ସୋନପୁର ) ବିଜୟୀ   (05-Dec-2022)       ||      ସୁବର୍ଣ୍ଣପୁର ପୋଲିସ ର ବଡ଼ ସଫଳତା*- *ବ୍ୟାଙ୍କ ମ୍ୟାନେଜର ଆତ୍ମହତ୍ୟା ଘଟଣା ରେ ରାଜସ୍ଥାନ ରୁ ଗିରଫ ହେଲେ ସାଇବର ଅପରାଧୀ*- *ଯୁବ ପିଢୀ ସଚେତନ ଓ ସୁରକ୍ଷିତ ରହିବାକୁ ଏସପି ଙ୍କ ନିବେଦନ   (05-Dec-2022)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ୫ ଦଫା ଦାବି ଦେଲେ ରାଜ୍ୟ ବହୁମୁଖୀ ସ୍ବାସ୍ଥ୍ୟ କର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ   (05-Dec-2022)       ||      ଡାବୁଗାଁ ବ୍ଲକରେ ସରକାରୀସ୍ତରରୁ ସଚେତନତା ଅଭାବରୁ ବଡୁଛି ବାଲ୍ୟ ବିବାହ   (05-Dec-2022)       ||      ଡି. ଆର୍, ମେହେର ହାଇସ୍କୁଲ ଠାରେ ବ୍ଳକସ୍ତରୀୟ ବିଜ୍ଞାନମେଳା   (05-Dec-2022)       ||      ଭୋଟ୍ ଦିନ ବି ବିଜେପି ଟଙ୍କା ବାଣ୍ଟୁଛି; କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି   (05-Dec-2022)       ||     

HOME   ଜିଲ୍ଲା

୫ ଟି ସ୍କୁଲ ରୂପାନ୍ତରିତ କାର୍ଯ୍ୟକ୍ରମ ଅନୁଷ୍ଠିତ

11-Sep-2022



ବଲାଙ୍ଗିର/ବେଳପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ କାନୁଟ ନୋଡାଲ ଉଚ୍ଚ ବିଦ୍ୟାଳୟ କାନୁଟ ଠାରେ ୫ଟି ରୂପାନ୍ତରିତ କାର୍ଯ୍ୟକ୍ରମ ସମ୍ପର୍କିତ ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସ୍କୁଲର ସଭାପତି ଶ୍ରୀଯୁକ୍ତ ସତୁ ନାଏକ ଙ୍କ ଅଧ୍ୟକ୍ଷତା କରିଥିବା ବେଳେ ୫ଟି ସମ୍ବନ୍ଧୀୟ କାର୍ଯ୍ୟ ଗୁଡ଼ିକର ଉପରେ ଆଲୋଚନା କରାଯାଇଥିଲା । ରାଜ୍ୟସରକାରଙ୍କ ଏହି ଯୋଜନା ସଫଳ ପାଇଁ ସମସ୍ତ ଅଭିଭାବକ ସହଯୋଗ ଦେବାକୁ

ସଭାପତି ଅନୁରୋଧ କରିଥିଲେ । ଛାତ୍ରୀଛାତ୍ରଙ୍କୁ ପ୍ରତିଦିନ ସ୍କୁଲକୁ ପଠେଇବା ସହ ଘରୋଇ କାର୍ଯ୍ୟରେ ସେମାନଙ୍କୁ ବ୍ୟସ୍ତ ନ କରିବାକୁ ଅନୁରୋଧ କରିଥିଲେ । ବିଦ୍ୟାଳୟ ରୂପାନ୍ତର ହେଲେ ପିଲାମାନେ ଇ-ଲାଇବ୍ରେରି,ସ୍ମାର୍ଟ କ୍ଲାସ, ବିଜ୍ଞାନଗାର ସହ ପାଠ ପଢ଼ିବାର ସୁଯୋଗ ପାଇବେ । ପରିବେଶ ସୁନ୍ଦର ତଥା ସୁରକ୍ଷିତ ହୋଇପାରିବ , ସେ ବିଷୟରେ ମଧ୍ୟ ଅତିଥିମାନେ ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମ ରେ ସରପଞ୍ଚ  ଅଶୋକ କୁମାର ମହପାତ୍ର ,ସି ଆର ସି ସି ଲୋହିତ ଗଡତ୍ୟା ଓ ଦାୟିତ୍ଵ ରେ ଥିବା ପ୍ରଧାନ ଶିକ୍ଷକ  ମନିକାନ୍ତି ପାଣିଗ୍ରାହୀ ପ୍ରମୁଖ ମଞ୍ଚାସିନ ଥିଲେ । ଏହି କାର୍ଯ୍ୟକ୍ରମ ରେ ସ୍କୁଲ ର ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ, ଛାତ୍ରୀ ଛାତ୍ର, ଅଭିଭାବକ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ସୁବର୍ଣ୍ଣପୁର ଜ଼ିଲ୍ଲା ର ଯୁବ ଉଦ୍ୟୋଗୀ ଶୁକ୍ଳlମ୍ବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ   06-Dec-2022
  ଜିଲ୍ଲା  
ରାମ ନାମ ହରି ନାମ ଧ୍ୱନି ରେ ପ୍ରକମ୍ପିତ ହେଲା ସୁବର୍ଣ୍ଣପୁର ଉପ କାରାଗାର, ଜେଲ ରେ ସଂସ୍କାର ଆଣିବାକୁ ସବ ଜେଲରଙ୍କ ଅଭିନଵ ଉଦ୍ୟମ   06-Dec-2022
  ଜିଲ୍ଲା  
ସୁବର୍ଣ୍ଣପୁର:   ସାଇ ସେବା ସମିତି ର ପ୍ରାକ୍ତନ ସଭାପତିଙ୍କ ପରଲୋକ   06-Dec-2022
  ଜିଲ୍ଲା  
ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ   06-Dec-2022
  ଜିଲ୍ଲା  
ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ   06-Dec-2022
  ଜିଲ୍ଲା  
ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ   06-Dec-2022
  ଜିଲ୍ଲା  
ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   06-Dec-2022
  ଜିଲ୍ଲା  
ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   05-Dec-2022
  ଜିଲ୍ଲା  
ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   05-Dec-2022
  ଜିଲ୍ଲା  
ଗୀତାଜୟନ୍ତୀ ପାଳିତ   05-Dec-2022
  ଜିଲ୍ଲା  
ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ   05-Dec-2022
  ଜିଲ୍ଲା  
ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର    05-Dec-2022

You Might Also Like