-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ଜିଲ୍ଲା

ଵଏଲଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

12-Sep-2022



ପାଟଣାଗଡ(ସଚ୍ଚିଦାନନ୍ଦ ମହାକୁର)-ଚଳିତ ବର୍ଷ ଦଶହରା ପୂଜା ବଏଲ ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସୁଭଦ୍ରା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଭାରପ୍ରାପ୍ତ ଉପଜିଲ୍ଲାପାଳ ଡ଼. ପୁଷ୍ପାଞ୍ଜଳି ପଣ୍ଡା ଅଧ୍ୟକ୍ଷତାରେ ଅନୁଷ୍ଠିତ ସାର୍ବଜନୀନ ଦୁର୍ଗାପୂଜାନୋତ୍ସବ ପ୍ରସିଦ୍ଧ ବଏଲ ଯାତ୍ରା ପ୍ରସ୍ତୁତି ବୈଠକରେ ଏସଡିପିଓ ଜ୍ୟୋତିମର୍ୟ ଭୁକ୍ତା, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୌରହରି ମହନ୍ତ ପ୍ରମୁଖ ଯୋଗ ଦେଇଥିଲେ । କୋଭିଡ କଟକଣା ଯୋଗୁଁ ଦୁଇ ବର୍ଷ ଦଶହରା ପୂଜା ବନ୍ଦ ରହିଥିଲା, ଚଳିତ ବର୍ଷ ଶ୍ରଦ୍ଧାଳୁମାନଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ସମ୍ଭାବନା ରହିଛି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ପାଇଁ ପୋଲିସ ମୁତୟନ କରିବାକୁ ମତ ପ୍ରକାଶ ପାଇଥିଲା । ପୂର୍ବ ପରମ୍ପରା ଅନୁସାରେ ବଏଲ ଯାତ୍ରା ଅନୁଷ୍ଠିତ ହେବା ସହ ଗୁପ୍ତ ବିଧି ପୂଜାର୍ଚ୍ଚନା ବ୍ୟତିତ ଅନ୍ୟ ସବୁ ପୂଜା ବିଧିକୁ ସର୍ବ ସାଧାରଣଙ୍କ ଦେଖିବା ପାଇଁ ଭିଡିଓ କାସ୍ଟିଂ ପାଇଁ ଅନୁମତି ଦିଆଯିବା ନିଷ୍ପତ୍ତି ନିଆଯାଇଥିଲା । ଏଥିରେ ବିଦ୍ୟୁତ ବିଭାଗ, ସ୍ଵାସ୍ଥ୍ୟ, ପାନୀୟ ଜଳ, ପୂଜା କମିଟି, ଦେହରୀ, ପୂଜକ, ଦେବୋତ୍ତର କମିଟି, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧିଙ୍କ ସମେତ ଅନ୍ୟ ଅଧିକାରୀଗଣ ଉପସ୍ଥିତ ଥିଲେ । ତହସିଲଦାର ଡ. ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ ସହ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like