-+91-9937148622 |

prerana_bgr@rediffmail.com |

  Tuesday 6th December 2022 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜ଼ିଲ୍ଲା ର ଯୁବ ଉଦ୍ୟୋଗୀ ଶୁକ୍ଳlମ୍ବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ   (06-Dec-2022)       ||      ରାମ ନାମ ହରି ନାମ ଧ୍ୱନି ରେ ପ୍ରକମ୍ପିତ ହେଲା ସୁବର୍ଣ୍ଣପୁର ଉପ କାରାଗାର, ଜେଲ ରେ ସଂସ୍କାର ଆଣିବାକୁ ସବ ଜେଲରଙ୍କ ଅଭିନଵ ଉଦ୍ୟମ   (06-Dec-2022)       ||      ସୁବର୍ଣ୍ଣପୁର:   ସାଇ ସେବା ସମିତି ର ପ୍ରାକ୍ତନ ସଭାପତିଙ୍କ ପରଲୋକ    (06-Dec-2022)       ||      ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ    (06-Dec-2022)       ||      ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ    (06-Dec-2022)       ||      ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ    (06-Dec-2022)       ||      ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   (06-Dec-2022)       ||      ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   (05-Dec-2022)       ||      ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   (05-Dec-2022)       ||      ଗୀତାଜୟନ୍ତୀ ପାଳିତ   (05-Dec-2022)       ||      ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ   (05-Dec-2022)       ||      ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର    (05-Dec-2022)       ||      ଗ୍ରାମ ପଂଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର   (05-Dec-2022)       ||      ବିଶ୍ଵ ମୃତ୍ତିକା ଦିବସ.... ମାଟି ସୁରକ୍ଷା ପାଇଁ ଶପଥ ନେଲେ ଚାଷୀ   (05-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ୨/୦ ଗୋଲରେ ସିଆଳି (ସୋନପୁର ) ବିଜୟୀ   (05-Dec-2022)       ||      ସୁବର୍ଣ୍ଣପୁର ପୋଲିସ ର ବଡ଼ ସଫଳତା*- *ବ୍ୟାଙ୍କ ମ୍ୟାନେଜର ଆତ୍ମହତ୍ୟା ଘଟଣା ରେ ରାଜସ୍ଥାନ ରୁ ଗିରଫ ହେଲେ ସାଇବର ଅପରାଧୀ*- *ଯୁବ ପିଢୀ ସଚେତନ ଓ ସୁରକ୍ଷିତ ରହିବାକୁ ଏସପି ଙ୍କ ନିବେଦନ   (05-Dec-2022)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ୫ ଦଫା ଦାବି ଦେଲେ ରାଜ୍ୟ ବହୁମୁଖୀ ସ୍ବାସ୍ଥ୍ୟ କର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ   (05-Dec-2022)       ||      ଡାବୁଗାଁ ବ୍ଲକରେ ସରକାରୀସ୍ତରରୁ ସଚେତନତା ଅଭାବରୁ ବଡୁଛି ବାଲ୍ୟ ବିବାହ   (05-Dec-2022)       ||      ଡି. ଆର୍, ମେହେର ହାଇସ୍କୁଲ ଠାରେ ବ୍ଳକସ୍ତରୀୟ ବିଜ୍ଞାନମେଳା   (05-Dec-2022)       ||      ଭୋଟ୍ ଦିନ ବି ବିଜେପି ଟଙ୍କା ବାଣ୍ଟୁଛି; କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି   (05-Dec-2022)       ||     

HOME   ଜିଲ୍ଲା

ଘୁନସର କଲେଜରେ "ବୃକ୍ଷ ବନ୍ଧୁ" କାର୍ଯ୍ୟକ୍ରମ

13-Sep-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଘୁନସର ଠାରେ କଲେଜର ଅଧ୍ୟକ୍ଷ ଶୁଭେନ୍ଦୁ ବିକାଶ କୁମ୍ଭାରଙ୍କ ସଭାପତିତ୍ବରେ ସ୍ଥାନୀୟ ସରପଞ୍ଚ ଅନୁରାଧା ସେଠ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ  ଡେଙ୍ଗ ଇକୋକ୍ଳବ ଅମରାବତୀ ଓ ରେଡ଼କ୍ରସର ମିଳିତ ଆନୁକୂଲ୍ୟରେ  ପ୍ରକୃତି ବନ୍ଧୁ ଶିକ୍ଷକ ତଥା ରେଡ଼କ୍ରସ କର୍ମୀ ରାମ ନାରାୟଣ ଦାଶଙ୍କ ନେତୃତ୍ୱରେ ବୃକ୍ଷ

ବନ୍ଧୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଲେଜର ଛାତ୍ରଛାତ୍ରୀ ଓ ଅଧ୍ୟାପକ ଗଛର ସୁରକ୍ଷା ପ୍ରତି ଧ୍ୟାନ ଦେବା ସହ ବୃକ୍ଷ ରୋପଣ କରି ସୁନ୍ଦର ପରିବେଶ ସୃଷ୍ଟି କରିବା ପାଇଁ ଶପଥ ପାଠ ନେଇଥିଲେ ଏବଂ ପ୍ରତ୍ୟେକ ଛାତ୍ରଛାତ୍ରୀ ଗୋଟିଏ ଲେଖାଏଁ ଗଛ ଲଗାଇ ତାହାର ଯତ୍ନ ନେବାକୁ ଅତିଥି ମାନେ ଆହ୍ଵାନ କରିଥିଲେ। ଏହି ଅବସରରେ ଦୁଇଶହରୁ ଅଧିକ ଗଛ ଲଗାଯାଇଥିଲା।

କଲେଜର ଅଧ୍ୟାପକ ନିରାକାର ସାହୁ, ମୋହନ ଚରଣ ବାଗ, ଅମିତାଭ ପଟେଲ, ନାରାୟଣ ବୁଡେକ,  ସୁକୁମାର ସାହୁ, ଯୁବ ସାମ୍ବାଦିକ ଅଭିନାଶ ନନ୍ଦ, ଅଜିତ କୁମାର ସାହୁ,  ରଞ୍ଜନ ବାଗ, କଲେଜର କର୍ମଚାରୀ ସରୋଜ ସାହୁ, ଶତୃଘନ ଗହୀର, ସାଧୁ ରଣା, ବିଷ୍ଣୁ ଭୋଇ, ଘନଶ୍ୟାମ ସାହୁ, ନିରଂଜନ ରଣା ସମେତ ନିବେଦିତା ମାଝୀ, ରିତା ରଣା, ଡେଜିସ୍ମିତା ମାଝୀ, ପ୍ରୀତି ମେହେର,  ଦେଵକୀ ସେଠ, ଅନିତା ରାଣୀ ବେହେରା ପ୍ରମୁଖ ଛାତ୍ର ଛାତ୍ରୀ ସହଯୋଗ କରିଥିଲେ। କାର୍ଯ୍ୟକ୍ରମକୁ ରେଡ଼କ୍ରସ କର୍ମୀ ହିମାଂଶୁ ଶେଖର ବିଶ୍ୱାଳ ପରିଚାଳନା କରିଥିଲା ବେଳେ କପିଲେଶ୍ୱର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସୁବର୍ଣ୍ଣପୁର ଜ଼ିଲ୍ଲା ର ଯୁବ ଉଦ୍ୟୋଗୀ ଶୁକ୍ଳlମ୍ବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ   06-Dec-2022
  ଜିଲ୍ଲା  
ରାମ ନାମ ହରି ନାମ ଧ୍ୱନି ରେ ପ୍ରକମ୍ପିତ ହେଲା ସୁବର୍ଣ୍ଣପୁର ଉପ କାରାଗାର, ଜେଲ ରେ ସଂସ୍କାର ଆଣିବାକୁ ସବ ଜେଲରଙ୍କ ଅଭିନଵ ଉଦ୍ୟମ   06-Dec-2022
  ଜିଲ୍ଲା  
ସୁବର୍ଣ୍ଣପୁର:   ସାଇ ସେବା ସମିତି ର ପ୍ରାକ୍ତନ ସଭାପତିଙ୍କ ପରଲୋକ   06-Dec-2022
  ଜିଲ୍ଲା  
ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ   06-Dec-2022
  ଜିଲ୍ଲା  
ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ   06-Dec-2022
  ଜିଲ୍ଲା  
ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ   06-Dec-2022
  ଜିଲ୍ଲା  
ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   06-Dec-2022
  ଜିଲ୍ଲା  
ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   05-Dec-2022
  ଜିଲ୍ଲା  
ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   05-Dec-2022
  ଜିଲ୍ଲା  
ଗୀତାଜୟନ୍ତୀ ପାଳିତ   05-Dec-2022
  ଜିଲ୍ଲା  
ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ   05-Dec-2022
  ଜିଲ୍ଲା  
ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର    05-Dec-2022

You Might Also Like