-+91-9937148622 |

prerana_bgr@rediffmail.com |

  Thursday 28th March 2024 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସଂସ୍କୃତ ପରିଷଦ ବଲାଙ୍ଗିରର ବୈଠକ   (27-Mar-2024)       ||      ପେଲେସ ଲାଇନ ରାଧାକୃଷ୍ଣ ମନ୍ଦିରରେ ହରିହର ଭେଟ   (27-Mar-2024)       ||      ସିନ୍ଧେକେଲା କଟକିଆ ସମାଜ ଦ୍ୱାରା ଅଷ୍ଟପ୍ରହରି ଓ ଫାଲଗୁନ ଉତ୍ସବ ଉଦଯାପିତ   (27-Mar-2024)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ହୋଲି ଉତ୍ସବ ପାଳନ ମେଲୋଡି ସଂଗୀତ ଓ ନାଚ ରେ ଖୁବ୍ ମଜା ନେଲେ ସହର ବାସୀ   (27-Mar-2024)       ||      ଦିବ୍ୟାଙ୍ଗ ଶିଶୁମାନଙ୍କ ସହ ହୋଲି ପାଳନ   (27-Mar-2024)       ||     

HOME   ଜିଲ୍ଲା

ଉଲୁଣ୍ଡା : ଚାନ୍ଦିଲି ସଂରକ୍ଷିତ ଜଙ୍ଗଲରୁ କଲରା ପତରିଆ ବାଘର ଗଳିତ ମୃତ ଦେହ ଠାବ

13-Sep-2022



ଉଲୁଣ୍ଡା(ଗୌର ଚନ୍ଦ୍ର ପରିଚ୍ଛା) : ଉଲୁଣ୍ଡା ବନାଞ୍ଚଳ ଅଧୀନସ୍ଥ ବାଘପାଲି ନିକଟ ଚାନ୍ଦିଲି ସଂରକ୍ଷିତ ଜଙ୍ଗଲରୁ ଏକ କଲରା ପତରିଆ ବାଘର ଗଳିତ ମୃତ ଦେହ ବନବିଭାଗ ଠାବ କରିଛି l ସୂଚନା ଅନୁସାରେ ଆଜି ଉକ୍ତ ଜଙ୍ଗଳରେ ଏକ ବାଘ ମାରି ପଡିଥିବା ସ୍ଥାନୀୟ କିଛି ଲୋକ ଦେଖି ବନବିଭାଗକୁ ଖବର ଦେଇଥିଲେ l ଖବର ପାଇବନବିଭାଗ ଘଟଣା ସ୍ଥଳରେ ପହଞ୍ଚି ବାଘର ମୃତଦେହକୁ ଜବତ କରିଛି l ତେବେ ବାଘର ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଜନ୍ତୁ ଶିକାର ପାଇଁ ବିଛାଇଥିବା ତାର ଲାଗି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି l ପାରିପାସ୍ବୀକ ପରିସ୍ଥିତି ଅନୁଧ୍ୟାନ କଲାପରେ ତିନି କିମ୍ବା ଚାରି ଦିନ ପୂର୍ବରୁ ମୃତ୍ୟୁ ହୋଇଥିବା ବେଳେ ଦୁର୍ଗନ୍ଧ ମୟ ହେଉଛି l ଏପରିକି ବାଘର ନଖ ଗୁଡିକ ଦୁର୍ବୁତ୍ତ ମନେ କାଟି ନେଇଥିବା ବେଳେ ଘଟଣା ସ୍ଥଳରେ ଏସିଏଫ, ରେଞ୍ଜର, ବନପାଳ ପହଂଚି ତଦନ୍ତ ଆରମ୍ଭ କରିଥିଲେ l ଘଟଣା ସ୍ଥଳରେ ବାଘର ଶବ ବ୍ୟବଚ୍ଛେଦ ପରେ ପୋଡି ଦିଆ ଯାଇଥିଲା l ଏହି ଖବର ପ୍ରସାରିତ ହେବା ପରେ ଅଂଚଳରେ ଆତଙ୍କ ଖେଳିଯାଇଥିବା ବେଳେ ବାଘ ଦେଖିବା ପାଇଁ ଘଟଣା ସ୍ଥଳକୁ ଲୋକଙ୍କ ସୁଅ ଛୁଟୁଛିl


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024
  ଜିଲ୍ଲା  
କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   27-Mar-2024
  ଜିଲ୍ଲା  
ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   27-Mar-2024
  ଜିଲ୍ଲା  
ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   27-Mar-2024
  ଜିଲ୍ଲା  
ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ   27-Mar-2024
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      27-Mar-2024

You Might Also Like